ଗାନ୍ଧିନଗର,୧୦ ।୧୨: ଗୁଜରାଟରେ ଆଉ ୨ ଓମିକଅନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏମାନେ ଜାମନଗରର ପୂର୍ବ ସଂକ୍ରମିତଙ୍କ ସମ୍ପର୍କରେ ଆସିଥିବା ବେଳେ ସେମାନଙ୍କର ଏବେ ଟେ୍େଯ…
ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ…
ଗଞ୍ଜାମ,୧୦।୧୨(ଡି.ଏନ୍.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଅଞ୍ଚଳର ବିଭିନ୍ନ ଚାଷ ଜମିରେ ପାଣି ଜମି ଧାନ ସବୁ ନଷ୍ଟ ହୋଇଯାଇଛି । ଏ ନେଇ ଗଞ୍ଜାମ ଏନ୍ଏସି ଯୁବ…
ମେଷ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ଅଭିଳଷିତ କାର୍ଯ୍ୟ ସୁରୁଖୁରୁରେ ସମାପନ କରିବେ। ଟଙ୍କା ପଇସାକୁ କେନ୍ଦ୍ର କରି କିମ୍ବା ପର କଥା ଶୁଣି ଘରେ କଳହ…
ଡେରାଡୁନ,୧୦ା୧୨: ସିଡିଏସ୍ ବିପିନ ରାଓ୍ବତ ତାଙ୍କ ଜନ୍ମସ୍ଥାନ ଅର୍ଥାତ୍ ଗାଁରେ ଏକ ଘର ତିଆରି କରିବା ପାଇଁ ସ୍ବପ୍ନ ଦେଖିଥିଲେ। ଖାଲି ଏହା ବିପିନଙ୍କ ସ୍ବପ୍ନ ନୁହେଁ,…
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲ୍ଏସ୍ ଆସିଥିବା ୨୪୬ ସାମ୍ପୁଲରେ ଓମିକ୍ରନ ଭାରିଏଣ୍ଟ ନାହିଁ। ଏ ନେଇ ଆଇଏଲ୍ଏସ୍ ପକ୍ଷରୁ ସୂଚନା ଦିଆଯାଇଛି। ବିଦେଶରୁ ଆସିଥିବା ବ୍ୟକ୍ତିଙ୍କ…
ନୂଆଦିଲ୍ଲୀ.୧୦।୧୨: ଭାରତୀୟ କ୍ରିକେଟ ଦଳକୁ ଆଗକୁ ନେବା ଦାୟିତ୍ୱ ଏବେ ରୋହିତ ଶର୍ମାଙ୍କ କାନ୍ଧକୁ ଆସିଛି। ମୁମ୍ବାଇର ଏହି ତାରକା ଖେଳାଳିଙ୍କୁ ଭାରତୀୟ ଦିନିକିଆ ଏବଂ ଟି…
ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଆଉ କିଛି…
ବଲିଉଡ ଅଭିନେତା ବିକି କୌଶଲ ଏବଂ କ୍ୟାଟ୍ରିନା କୈଫ ଡିସେମ୍ବର ୯ରେ ରାଜକୀୟ ଢଙ୍ଗରେ ବିବାହ କରିଥିଲେ। ରାଜସ୍ଥାନର ସୱାଇ ମାଧୋପୁର ଜିଲାର ବାରୱାରାର ୭୦୦ ବର୍ଷ…
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ମମିତା ହତ୍ୟା ମାମଲାକୁ ନେଇ ଝଡ଼ ଥମିବାର ନାଁ ଧରୁନି । ଗୋଟିଏ ପଟେ ୧୦ ଦିନ ହେଲାଣି ଗୃହ ସ୍ବାଭାବିକ ହୋଇପାରୁ ନ ଥିବା…