ଓମିକ୍ରନ ପାଇଁ ଆସିଲା ଔଷଧ!

ଲଣ୍ଡନ,୭।୧୨: ସାରା ବିଶ୍ୱରେ ଏବେ କରୋନାର ଭାରିଆଣ୍ଟ ଓମିକ୍ରନ ଆତଙ୍କ ସୃଷ୍ଟି କରିଛି। ଏବେ ଏହି ଭାରିଆଣ୍ଟ ପାଇଁ ବ୍ରିଟିଶ ବୈଜ୍ଞାନିକମାନେ ‘ସୋଟ୍ରୋଭିମାବ୍‌’ ନାମକ ଏକ ଔଷଧ…

ତାଇଓ୍ବାନ ଆକାଶମାର୍ଗରେ ୪ ଚାଇନା ଯୁଦ୍ଧ ବିମାନର ଅନୁପ୍ରବେଶ…

ବେଜିଂ,୭।୧୨: ଚାଇନା ପୁଣି ଥରେ ତାଇଓ୍ବାନ ଉପରେ ନିଜର ଦାଦାଗିରି ଆରମ୍ଭ କରିଛି। ତାଇୱାନର ଆକାଶ ମାର୍ଗ ସୀମାରେ ଚାଇନାର ୪ ଯୁଦ୍ଧ ବିମାନ ପୁଣି ଅନୁପ୍ରବେଶ…

ରାଜ୍ୟରୁ ପୁଣି ଜଣେ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୨୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଢେଙ୍କାନାଳ ଜିଲାର।…

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୫୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ…

ଏଟିଏମ୍‌ ତାଡି ଟଙ୍କା ଲୁଟୁଥିଲେ ଦୁର୍ବୃତ୍ତ, ଆଉ ଶେଷରେ…

ପାରଳାଖେମୁଣ୍ଡି,୭।୧୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି କ୍ରିଷ୍ଣା ସିନେମା ହଲ ନିକଟରେ ଥିବା ଏସ୍‌ବିଆଇ ଏଟିଏମରୁ ସୋମବାର ରାତିରେ ଲୁଟ୍‌ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଟଙ୍କା…

ବିବାହ ପୂର୍ବରୁ କାଟ୍ରିନା-ଭିକିଙ୍କ ନାଁରେ ମାମଲା

ଜୟପୁର: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା ଏବଂ ଭିକିଙ୍କ ବିବାହ ଆଉ ଦୁଇ ଦିନ ପରେ ଅନୁଷ୍ଠିତ ହେବ। ଆଜିଠୁ ଉଭୟଙ୍କ ବିବାହ ରୀତିନୀତି ଆରମ୍ଭ ହୋଇଛି। ରାଜସ୍ଥାନର…

‘ସ୍କାଏ ବୁରିଆଲ୍‌’ ପାର୍ସୀ ପରମ୍ପରାରେ କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବା ଲାଗି ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପାର୍ସୀ ସମ୍ପ୍ରଦାୟ ପକ୍ଷରୁ ‘ସ୍କାଏ ବୁରିଆଲ୍‌’ ପରମ୍ପରାରେ କରୋନା ମୃତକଙ୍କ…

ଭିଜିଲାନ୍ସ ଜାଲରେ ନୂଆଗଡ ଫରେଷ୍ଟର

ପାରଳାଖେମୁଣ୍ଡି,୭।୧୨(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ ଫରେଷ୍ଟର ଗଣେଶ ପ୍ରଧାନ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକକାଳୀନ ତାଙ୍କ ପାରଳାଖେମୁଣ୍ଡି ଗାନ୍ଧୀନଗର, ହରିଶ୍ଚନ୍ଦ୍ରପୁର ପୈତୃକ ବାସଭବନ, ପାତପାଟନାସ୍ଥିତ ବାସଭବନ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଖୋର୍ଦ୍ଧା ଅଫିସ,୭।୧୨: ଜଳସେଚନ ବିଭାଗର ଅତିରିକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ କାମଦେବ ବିଶ୍ବାଳଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରିଛି। ବିଲ ପାସ କରାଇଦେବା ପାଇଁ ଦଶ…

ପଡ଼ିଆରେ ନାଚିଲେ କୋହଲି

ମୁମ୍ବାଇ,୭।୧୨: ମୁମ୍ବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ କିୱି ଦଳକୁ ୩୭୨ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ…