ନିର୍ବନ୍ଧର ୩ ଦିନ ପୂର୍ବରୁ ପାଣି ଡ୍ରମରୁ ମିଳିଲା ଯୁବତୀଙ୍କ ମୃତଦେହ

ଖଣ୍ଡଓ୍ବା,୬।୨: ଜଣେ ୨୭ ବର୍ଷୀୟା ଯୁବତୀଙ୍କ ମୃତଦେହ ତାଙ୍କ ଘରେ ରଖାଯାଇଥିବା ପାଣି ଡ୍ରମରୁ ଉଦ୍ଧାର କରାଯାଇଛି। ଏଭଳି ଘଟଣା ମଧ୍ୟପ୍ରଦେଶର ଖାଣ୍ଡଓ୍ବା ଜିଲାରେ ରବିବାର ଘଟିଛି।…

ଗୋଟିଏ ଭିଡିଓ ଯୋଗୁ ରାତାରାତି ଷ୍ଟାର୍‌ ପାଲଟିଲେ ବାଦାମ ବିକ୍ରେତା

ଆଜିକାଲି ସୋସିଆଲ ମିଡିଆ ଜରିଆରେ ଅନେକ ଲୋକ ରାତାରାତି ଷ୍ଟାର ପାଲଟିବା ନଜିର ରହିଛି। ରାନୁ ମଣ୍ଡଳ, ଡ୍ୟାନ୍ସ ଓ୍ବାଲେ ଡବୁ ଅଙ୍କଲ କିମ୍ବା ସହଦେବ ଡିରଡୋ…

ଆତଙ୍କବାଦୀଙ୍କ ପାଖରେ ବୋମାବର୍ଷୀ ଡ୍ରୋନ୍‌…

ଓ୍ବାଶିଂଟନ, ୬।୨ : ଏବେ ଆତଙ୍କବାଦୀଙ୍କ ସହିତ ଲଢ଼େଇ କରିବା କଷ୍ଟକର ହେବାକୁ ଯାଉଛି। ଏନେଇ ଅନ୍ତର୍ଜାତୀୟସ୍ତରରେ ବିକଶିତ ରାଷ୍ଟ୍ରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୌଦି ଏବଂ…

ଆସିଲେ ଗଲେ, ତଥାପି ଛୁଇଁଲେ ମାଇଲଷ୍ଟୋନ

ଅହମ୍ମଦାବାଦ,୪।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ରବିବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି କିଛି ଖାସ କରିପାରି ନ ଥିଲେ। ୩ ବଲରେ…

ଐତିହାସିକ ମ୍ୟାଚ୍‌ରେ ମିଳିଲା ବର୍ଷର ପ୍ରଥମ ବିଜୟ

ଅହମ୍ମଦାବାଦ,୬।୨: ଚଳିତ ବର୍ଷ ପ୍ରଥମ ଥର ପାଇଁ ବିଜୟ ସ୍ବାଦ ଚାଖିଛି ଟିମ୍‌ ଇଣ୍ଡିଆ। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଐତିହାସିକ ମ୍ୟାଚ୍‌ରେ ଭାରତୀୟ…

ପଞ୍ଚଭୂତରେ ବିଲୀନ ପାର୍ଥିବ ଶରୀର…

ମୁମ୍ବାଇ, ୬।୨ : ମହାନ ଗାୟିକା ଲତା ମଙ୍ଗେସକରଙ୍କର ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଶିବାଜୀ ପାର୍କଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଲତାଙ୍କୁ ଲୋତକ ଭରା…

ନିଆରା ଶ୍ରଦ୍ଧାଞ୍ଜଳି: ୧୫ ଦିନ ପର୍ଯ୍ୟନ୍ତ ସବୁ ଟ୍ରାଫିକ୍‌ ସିଗ୍‌ନାଲ୍‌ରେ ବାଜିବ ଲତା ମଙ୍ଗେସକରଙ୍କ ଗୀତ

କୋଲକତା,୬।୨: ସୂରସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକକୁ ନେଇ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। କେନ୍ଦ୍ର ସରକାର ଦୁଇ ଦିନିଆ ଜାତୀୟ ଶୋକ ଘୋଷଣା କରିଛନ୍ତି, ଦେଶର…

ସିଦ୍ଧୁଙ୍କ ପାଦ ଛୁଇଁଲେ ଚନ୍ନି

ନୂଆଦିଲ୍ଲୀ,୬।୨: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଚରନଜିତ ସିଂ ଚନ୍ନିଙ୍କୁ ଶାସକ କଂଗ୍ରେସ ତା’ର ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛି। ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ…

ସୂରସାମ୍ରାଜ୍ଞୀଙ୍କୁ ଶେଷ ବିଦାୟ ଦେବାକୁ ଶିବାଜୀ ପାର୍କ ପହଞ୍ଚିଲେ ମୋଦି

ମୁମ୍ବାଇ,୬।୨: ମହାନ ଗାୟିକା ଲତା ମଙ୍ଗେଶକର ଆଉ ନାହାଁନ୍ତି। ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ଦେଇଥିଲେ। ଏବେ ସୂରସାମ୍ରାଜ୍ଞୀଙ୍କର ଶେଷ ଯାତ୍ରା ଆରମ୍ଭ ହୋଇଛି। ପ୍ରତାପ…

ପ୍ରଚାର ବେଳେ ପ୍ରିୟଙ୍କାଙ୍କ କାର୍‌କୁ ଘେରିଲେ ଭାଜପା କର୍ମୀ

ନୂଆଦିଲ୍ଲୀ,୬।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ୪ ଦିନ ବାକି ଥିବା ବେଳେ ଶାସକ ଭାଜପା ସହ ବିରୋଧୀ ସମାଜବାଦୀ ପାର୍ଟି ଓ କଂଗ୍ରେସ ପକ୍ଷରୁ ଜୋରଦାର ପ୍ରଚାର…