୧୯ ନଂ. ଜୋନ୍‌ ପାଇଁ ତୀବ୍ର ଲଢ଼େଇ

ନିମାପଡ଼ା,୪।୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ୪ଟି ଜିଲା ପରିଷଦ ଜୋନ ରହିଥିବା ବେଳେ ୧୯ନଂ. ଜୋନଟି ସମ୍ମାନଜନକ ଅଟେ। ବାମନାଳ, ସଲଙ୍ଗ, ଅରିଷଣ୍ଢ, ଅନ୍ତୁଆର, ଧଳେଶ୍ୱର, ବଡ଼ଶିରୁଳା, ଅଲଣ୍ଡା,…

୨ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟ ସରକାର ୨ଜଣ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ଗୋରଖପୁରରୁ ନାମାଙ୍କନ ପତ୍ର ଦାଖଲ କଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ରାଜ୍ୟର ଗୋରଖପୁର ବିଧାନସଭା ଆସନରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ରୁଦ୍ରାଭିଷେକ…

ବନ୍ଧୁକ ଦେଖାଇ ଯୁବକ ଗିରଫ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଶୁଙ୍ଗୁଡା ଗ୍ରାମର ପାରିବାରିକ କଳହକୁ ନେଇ ଜଣେ ଯୁବକ ତାଙ୍କ ପରିବାର ଲୋକଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ…

ଇସାରାରେ ଚାଲୁଥିବା ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଛନ୍ତି ହାଇକମାଣ୍ଡ: ସିଦ୍ଧୁ

ଅମୃତସର,୪।୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଫେବୃଆରୀ ୬ରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିବ। ଏଥିପାଇଁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ଚନ୍ନି ଏବଂ ପଞ୍ଜାବ କଂଗ୍ରେସ…

ଐଶ୍ୱର୍ଯ୍ୟାଙ୍କ ସହ କାମ କରିଥିବା ଏହି ଶିଶୁ କଳାକାର ଏବେ ସୁପରଷ୍ଟାର

ମୁମ୍ବାଇ: ଛୋଟ ପରଦାର ଅଭିନେତ୍ରୀ ଜେନିଫର୍‌ ଓ୍ବିଙ୍ଗେଟ ବିଭିନ୍ନ ଭୂମିକାରେ ଅଭିନୟ କରି ଲୋକପ୍ରିୟ ହୋଇପାରିଛନ୍ତି। ଜେନିଫର୍‌ ଶିଶୁ କଳାକାର ଭାବରେ ବଲିଉଡ୍‌ ଫିଲ୍ମରେ ମଧ୍ୟ ଅଭିନୟ…

ଚିନ୍ତା ବଢାଉଛି କେରଳ, ମିଜୋରାମ

ଥିରୁବନନ୍ତପୁରମ୍‌,୪।୨: ଦେଶର ତାମିଲନାଡୁ, କର୍ଣ୍ଣାଟକ, ରାଜସ୍ଥାନ, ମହାରାଷ୍ଟ୍ର ସହ ୩୪ଟି ରାଜ୍ୟ ସହ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ସଂକ୍ରମଣ କମୁଥିବା ବେଳେ କେରଳ ଓ ମିଜୋରାମରେ ନୂଆ…

ପାକିସ୍ତାନ ପେସରଙ୍କ ଖେଳିବା ଉପରେ ଲାଗିଲା କଟକଣା

ଇସ୍ଲାମାବାଦ୍‌,୪।୨: ପାକିସ୍ତାନ ପେସର ମହମ୍ମଦ ହାସନେନ ଅନ୍ତର୍ଜାତୀୟ ଓ ଘରୋଇ କ୍ରିକେଟରେ ବୋଲିଂ କରିବାରୁ ବାସନ୍ଦ ହୋଇଛନ୍ତି। ଲାହୋରସ୍ଥିତ ଆଇସିସି ଆକ୍ରେଡିଟେଡ୍‌ ଟେଷ୍ଟିଂ ସେଣ୍ଟରରେ ତାଙ୍କ ବୋଲିଂ…

ପ୍ରଚାର ମୈଦାନରେ ଜିଲାପରିଷଦ ପ୍ରାର୍ଥୀ

ଗଞ୍ଜାମ,୪।୧(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ l ଏଥିପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତିି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ l ବତ୍ତର୍ର୍ମାନ…

ଜୁନିୟର ଏନ୍‌ଟିଆରଙ୍କ ସହ କାମ କରିବେ ଆଲିଆ

ମୁମ୍ବାଇ: ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲିଙ୍କ ଆଗାମୀ ଫିଲ୍ମ ‘ଆର୍‌ଆର୍‌୍‌ଆର’୍‌ ରିଲିଜକୁ ନେଇ ଆଲିଆ ଭଟ୍ଟ ବହୁତ ଖୁସି ଅଛନ୍ତି। ଏହି ଅଭିନେତ୍ରୀ ଏବେ ଆଉ ଏକ…