ମହିଳା ଗ୍ରୁପଠାରୁ ଠକିନେଲେ ୮ ଲକ୍ଷ

ନୂଆଗାଁ,୨୫।୧୧(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଯଶୋବନ୍ତୀ ବାରିକ…

କ୍ରିକେଟ ଛାଡ଼ି ଦିଅନ୍ତୁ ଦୁଇ ଟେଷ୍ଟ ସ୍ପେଶାଲିଷ୍ଟ

କାନୁପର, ୨୫।୧୧: ଗୁରୁବାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟରେ ପ୍ରଥମ ଦିନ ସୁଦ୍ଧା ଭାରତ ୪ ଉଇକେଟ ହରାଇ ୨୫୮ ରନ୍‌ କରିଛି।…

ଇଣ୍ଟରପୋଲ୍‌ ଟପ୍‌ କମିଟିରେ ଭାରତୀୟ

ନୂଆଦିଲ୍ଲୀ, ୨୫।୧୧: ସିବିଆଇ ସ୍ବତନ୍ତ୍ର ନିର୍ଦ୍ଦେଶକ ପ୍ରବୀଣ ସିହ୍ନା ଗୁରୁବାର ଏସିଆ ମହାଦେଶରୁ ଇଣ୍ଟରପୋଲ କାର୍ଯ୍ୟକାରିଣୀ କମିଟିକୁ ପ୍ରତିନିଧି ଭାବେ ନିର୍ବାଚିତ ହୋଇଛନ୍ତି। ଏହି କମିଟିର ଦୁଇଟି…

କାଟ୍ରିନାଙ୍କ ମେହେନ୍ଦି ଖର୍ଚ୍ଚ ଏତିକି ଟଙ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କେଫ୍‌ ଏବଂ ଅଭିନେତା ଭିକି କୌଶଲ ଡିସେମ୍ବରରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଡିସେମ୍ବର ପ୍ରଥମ ସପ୍ତାହାନ୍ତରେ ରାଜସ୍ଥାନର ଏକ…

କଳିଙ୍ଗରେ ଗୋଲ ବର୍ଷା: କାନାଡ଼ାକୁ ୧୩-୧ରେ ହରାଇଲା ଭାରତ

ଭୁବନେଶ୍ୱର,୨୫।୧୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଗୁରୁବାର ଗୋଲ ବର୍ଷା ହୋଇଛି। ଗୋଟିଏ ଦିନରେ ୭୦ଟି ଗୋଲ ହୋଇଥିବାବେଳେ…

ଓଡ଼ିଶା: ଆଜିର ଫଟୋ ( ନଭେମ୍ବର ୨୫, ୨୦୨୧ )

କଟକ ଏସସିବି ମେଡିକାଲ୍ କଲେଜ୍ ପ୍ଲାଟିନମ୍ ଜୁବୁଲି ପାଳନ ଅବସରରେ ପରିସରରେ ଥିବା ଏକ ପ୍ରାଚୀରକୁ ଚିତ୍ରିତ କରାଯାଉଛି   ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ଓଡିଶା…

କୋଇଲା ଖଣିରେ ନିଆଁ: ଫସିଛନ୍ତି ୪୬ ଶ୍ରମିକ

ମସ୍କୋ, ୨୫।୧୧: ରୁଷିଆର ସାଇବେରିଆରେ ଥିବା ଏକ କୋଇଲା ଖଣିରେ ଗୁରୁବାର ନିଆଁ ଲାଗି ୧୧ ଜଣଙ୍କ ମୃତ୍ୟୁ ଘଟିବା ସହ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।…

କଙ୍ଗନାଙ୍କ ପାଇଁ ଜାରି ହେଲା ସମନ

ନୂଆଦିଲ୍ଲୀ, ୨୫।୧୧: ସୋସିଆଲ ମିଡିଆରେ ଶିଖ୍‌ ବିରୋଧୀ ମନ୍ତବ୍ୟ ଦେଇଥିବା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ୍‌ଙ୍କୁ ସମନ ଜାରି କରିଛି ଦିଲ୍ଲୀ ବିଧାନସଭା କମିଟି। ଏଥିରେ ଆସନ୍ତା…

ଛାତ୍ରୀନିବାସ ଲାଗି ଦାନ କଲେ ଯୌତୁକ ଟଙ୍କା

ଜୟପୁର,୨୫।୧୧: ଶିଶୁ କନ୍ୟାଙ୍କ ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ରାଜସ୍ଥାନର ଜଣେ କନ୍ୟା ଯୌତୁକ ବାବଦକୁ ଦିଆଯିବାକୁ ଥିବା ଟଙ୍କାରେ ଝିଅମାନଙ୍କ ଲାଗି ଏକ ହଷ୍ଟେଲ ନିର୍ମାଣ…

ରାସ୍ତାରେ ପାଠ ପଢୁଛନ୍ତି କୁନିକୁନି ପିଲା

ଦାବି ପୂରଣ ନହେବାରୁ ରାଜରାସ୍ତାକୁ ଓହ୍ଲାଇଛନ୍ତି ୭୦ରୁ ଅଧିକ ଦଳିତ ପରିବାର । ବିଧାନସଭା ସମ୍ମୁଖରେ ରାସ୍ତାରେ ବସି ପାଠ ପଢୁଛନ୍ତି କୁନିକୁନି ପିଲା ।