ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରି ବୁଲାଇଲେ ଗାଁ ଦାଣ୍ଡରେ: ଭିଡିଓ ଭାଇରାଲ ପରେ ଯାହା ଘଟିଲା…

ବଡ଼ଗାଁ,୨୧। ୯(ଅଶୋକ ଷଡ଼ଙ୍ଗୀ) :ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଟିମନା ଗାଁ ନିକଟ ବିରିମୁଣ୍ଡା ଗ୍ରାମରେ ଜଣେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ…

ଲାଞ୍ଚ ନେଇ କିରାଣି ଗିରଫ

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ରୁକୁରା ଜଳସେଚନ ପ୍ରକଳ୍ପର ଜମି ଅଧିଗ୍ରହଣ ଏବଂ ପୁନର୍ବାସ କାର୍ଯ୍ୟାଳୟର କ୍ଲର୍କ କମ୍‌ କ୍ୟାଶିଅର ପୁଥ୍ବୀରାଜ କାମିଲା ଶନିବାର ଭିଜିଲାନ୍ସ…

ରାଜ୍ୟରେ ଖୋଲିବ ୭୦ଟି ମଦ ଦୋକାନ: ଜାଣନ୍ତୁ କେଉଁ ଜିଲାରେ କେତୋଟି

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା। ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ…

ରାଜ୍ୟରେ ନାହି ସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ର: ୨୧,୦୩୦ ଚାଲିଛି ଭଡ଼ାରେ

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ମୋଟ୍‌ ୭୪ ହଜାର ୨୨୪ଟି ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟରତ। ସେଥିମଧ୍ୟରୁ ୫୩ ହଜାର ୧୯୪ଟି କେନ୍ଦ୍ରର ନିଜସ୍ବ ଗୃହ ଅଛି। ୨୧ ହଜାର…

ଟ୍ରମ୍ପ୍‌ଙ୍କ ପାଇଁ ଓଡ଼ିଶାରେ ହଲଚଲ୍: ଦେଇଥିବା ମନ୍ତବ୍ୟ ସଂଶୋଧନ ମନ୍ତବ୍ୟ ପାଇଁ…

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): କିଛିଦିନ ତଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଦେଶରେ ଏକ ନିର୍ଦ୍ଦେଶାବଳୀ ଜାରିକରି ମହିଳା ପର୍ଯ୍ୟଟକମାନଙ୍କ ପାଇଁ ଓଡ଼ିଶା ସୁରକ୍ଷିତ ନୁହେଁ ବୋଲି…

୨୮ ରାଜ୍ୟର ଋଣ ୫୯.୬ ଲକ୍ଷ କୋଟି

ନୂଆଦିଲ୍ଲୀ,୨୧ା୯: ଭାରତର ୨୮ ରାଜ୍ୟର ମୋଟ ସରକାରୀ ଋଣ ୧୦ ବର୍ଷ ମଧ୍ୟରେ ୩ ଗୁଣ ହୋଇଥିବା କମ୍ପଟ୍ରୋଲର ଆଣ୍ଡ ଅଡିଟ୍‌ ଜେନେରାଲ (ସିଏଜି)ଙ୍କ ଅନୁଧ୍ୟାନରୁ ଜଣାପଡ଼ିଛି।…

ପ୍ରଥମ ଦ୍ୱିତୀୟ ଟଙ୍କା ପାଇ ବି କାହିଁକି କଟିଲା ୭ ଲକ୍ଷ ୬୬ ହଜାରଙ୍କ ସୁଭଦ୍ରା ୩ୟ କିସ୍ତି

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୩ ଲକ୍ଷ ୯୯ ହଜାର ୦୧୯ ଜଣ, ଦ୍ୱିତୀୟ କିସ୍ତିରେ ୫ ଲକ୍ଷ ୮୨ ହଜାର ୮୦୪ ଜଣ…

ଆଲ୍‌ଜିମର୍ସକୁ ନେଇ ସତର୍କ ରହିବା

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଆଲୋଏ ଆଲ୍‌ଜିମର୍ସ ନାମକ ଜଣେ ଡାକ୍ତରଙ୍କ ନାମରେ ଏହି ରୋଗଟି ନାମିତ। କାରଣ ସେ…

ରାଜନୀତି ରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୩ ଜିଲାର ବହୁ କଂଗ୍ରେସ ଓ ବିଜେଡି କର୍ମୀ

ଭୁବନେଶ୍ୱର, ୨୧।୯(ସୁନିତ୍‌ ମିଶ୍ର): ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲାର ଶତାଧିକ ସରପଞ୍ଚ, ସମିତିସଭ୍ୟ ଓ କାର୍ଯ୍ୟକର୍ତ୍ତା ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ଶନିବାର ଭାଜପାରେ…