ଖୋଲିଲା ଆଖଣ୍ଡଳମଣି ମନ୍ଦିର

ଆରଡି,୨।୨(ଡି.ଏନ.ଏ.) କୋଭିଡ୍‌ କଟକଣା ଯୋଗୁ ବନ୍ଦ ଥିବା ଭଦ୍ରକ ଜିଲା ଆରଡ଼ିସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ମଙ୍ଗଳବାର ଖୋଲିଛି। ଭୋର ୫ଟାରେ ମଙ୍ଗଳ ଆଳତି…

ଧସିଲା ବୈତରଣୀ ନଦୀବନ୍ଧ

ଆରଡ଼ି,୨।୨(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ନିକଟରେ ବୈତରଣୀ ନଦୀ ମଧ୍ୟକୁ ମଙ୍ଗଳବାର ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ଧସି ଯାଇଛି। ଏଥି…

ଧାନକିଣାରେ ଅବ୍ୟବସ୍ଥା

ଖଇରା, ୨।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ୧୪ଟି ସେବା ସମବାୟ ସମିତି ଅଧୀନରେ ଚାଷୀମାନଙ୍କଠାରୁ ଉତ୍ପାଦିତ ଶସ୍ୟ କିଣିବାରେ ରାଜ୍ୟ ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଚାଷୀମାନେ…

ପୁଟିନ୍‌ଙ୍କ ଚେତାବନୀ, ରୁଷିଆକୁ ଘେରିବା ପାଇଁ ୟୁକ୍ରେନ୍‌ର ବ୍ୟବହାର କରୁଛି ଆମେରିକା…

ନୂଆଦିଲ୍ଲୀ, ୨।୨: ୟୁକ୍ରେନ ଏବଂ ନାଟୋ ଦେଶମାନଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି ପାଇବା ନେଇ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ଆମେରିକାକୁ ଚେତାବନୀ ଦେଇଛନ୍ତି। ରୁଷିଆକୁ ଘେରିବା…

ଭାଲୁ ଗୁମ୍ଫାକୁ ଝିଅକୁ ଫୋପାଡିଲେ ମା’, ଆଉ ତା’ପରେ…

ତାସକେଣ୍ଟ,୨।୨: ଜଣେ ମା’ ପାଇଁ, ତାଙ୍କ ଶିଶୁଠାରୁ ଅଧିକ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ। ପିଲାମାନଙ୍କର ଅସୁବିଧା ସାମ୍ନାରେ, ମା’ ନିଜ ଜୀବନକୁ ମଧ୍ୟ ବଳି ଦେବାକୁ କୁଣ୍ଠାବୋଧ…

ମୃତ୍ୟୁର ତାଣ୍ଡବ ଆରମ୍ଭ, ଦୈନିକ ମୃତ୍ୟୁ ସଂଖ୍ୟା ୧୭ ଶହ ଟପିଲା, ଧାଡ଼ିଧାଡ଼ି ମୃତଦେହ…

ନୂଆଦିଲ୍ଲୀ, ୨।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ପ୍ରାର୍ଥିପତ୍ରରେ ତ୍ରୁଟି ଅଭିଯୋଗ: ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓ , ଏବିଡିଓଙ୍କ ସହ ଅଧିକାରୀଙ୍କୁ ତାଲା

ବାଲେଶ୍ୱର ଅଫିସ,୨।୨: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କୁମ୍ଭୀରଗଡ଼ି ପଞ୍ଚାୟତର ଜଣେ ୱାର୍ଡ ମେମ୍ବର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ମଙ୍ଗଳବାର ପ୍ରାର୍ଥିପତ୍ର ଯାଞ୍ଚ କରାଯାଉଥିବା ବେଳେ…

ଶେଷ ହୋଇନି ଓମିକ୍ରନ୍‌, କଟକଣା ହଟାଇବା ନେଇ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା, ୨।୨ : ପୃଥିବୀରୁ ଏବେ ବି ଶେଷ ହୋଇନି ଓମିକ୍ରନ୍‌ ଆତଙ୍କ। ତେଣୁ କଟକଣା ହଟାଇବା ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଓମିକ୍ରନ…

୩ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୩୪୫୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୨ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ…