ନିଲାମ ହେବେ ୫୯୦ ଖେଳାଳି, ୪୮ ଜଣଙ୍କ ବେସ୍‌ ପ୍ରାଇସ୍‌ ୨ କୋଟି…

ବେଙ୍ଗାଲୁରୁ, ୧।୨ : ଆଇପିଏଲ୍‌ ପାଇଁ ଖେଳାଳିଙ୍କ ନିଲାମ ପ୍ରକ୍ରିୟା ଫେବୃୟାରୀ ୧୨ ଏବଂ ୧୩ରେ ବେଙ୍ଗାଲୁରୁରେ ହେବ। ଏଥିପାଇଁ ୧୯ ଦେଶର ୫୯୦ ଖେଳାଳିଙ୍କୁ ଚୟନ…

ଚାଇନିଜ ହାଜତରେ ଇଲେକ୍ଟ୍ରିକ୍‌ ଶକ ଦିଆଯାଉଥିଲା

ନୂଆଦିଲ୍ଲୀ,୧।୨: ଅରୁଣାଞ୍ଚଳ ପ୍ରଦେଶର ନିଖୋଜ ନାବାଳକ ସୋମବାର ସନ୍ଧ୍ୟାରେ ତାଙ୍କ ପରିବାର ପାଖକୁ ଫେରିଛନ୍ତି। ତାଙ୍କୁ ଚାଇନିଜ ଆର୍ମି ଅପହରଣ କରି ନେଇଥିଲା। ତାରୋନଙ୍କ ଘର ବାହୁଡ଼ା…

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୨୦ ନଂ ଜୋନ ଜିଲାପରିଷଦର ବିଜେଡି ପ୍ରାର୍ଥୀ ତଥା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌.ଧନଞ୍ଜୟ ରେଡ୍ଡୀଙ୍କ ପାଇଁ ନିର୍ବାଚନ ପ୍ରଚାର…

ରାତିରେ ଶୋଇଥିବା ବେଳେ ଘରେ ପଶିଲା ହାତୀ

ବାଲେଶ୍ୱର ଅଫିସ,୧।୨: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡିହା ଅଭୟାରଣ୍ୟରୁ ସୋମବାର ମଧ୍ୟରାତ୍ରିରେ ଦୁଇଟି ଦନ୍ତା ଜଙ୍ଗଲରୁ ପଳେଇ ଆସିଥିଲେ। ସେମାନଙ୍କ ମଧ୍ୟରୁ ଗୋଟିଏ ଜାମୁଢ଼ିଆ ପଞ୍ଚାୟତ…

ଶସ୍ତା-ମହଙ୍ଗା…

ନୂଆଦିଲ୍ଲୀ, ୧।୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଚତୁର୍ଥ ଥର ପାଇଁ ମଙ୍ଗଳବାର ବଜେଟ ଉପସ୍ଥାପନ କରିବାକୁ ପାର୍ଲାମେଣ୍ଟକୁ ଆସିଥିଲେ। ବାଦାମୀ ରଙ୍ଗର ଶାଢ଼ି ପିନ୍ଧି ସେ…

ବଜେଟ୍‌କୁ ଓଦା ତାଳଫୋଟକା କହିଲେ ଶଶି ଥରୁର୍‌…

ନୂଆଦିଲ୍ଲୀ, ୧।୨ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ୨୦୨୨ ବଜେଟ୍‌କୁ ନେଇ କଂଗ୍ରେସ କଟାକ୍ଷ କରିଛି। କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ କହିଛନ୍ତି ଯେ, ବଜେଟ୍‌…

ଖୁବ୍‌ଶୀଘ୍ର ପରଦାକୁ ଆସିବ ବରୁଣ ତେଜ୍‌ଙ୍କ ଆଗାମୀ ଫିଲ୍ମ ‘ଘାନି’

ସାଉଥ୍‌ ଅଭିନେତା ବରୁଣ ତେଜ୍‌ଙ୍କ ଆଗାମୀ ଫିଲ୍ମ ‘ଘାନି’ ରିଲିଜ୍‌ ହେବା ନେଇ ନିର୍ମାତା ଘୋଷଣା କରିଛନ୍ତି। ତେବେ ଫେବୃଆରୀ ୨୫ କିମ୍ବା ମାର୍ଚ୍ଚ ୪ ରେ…

ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ଧମକ ଦେଲେ ଚାଷୀ

ନୂଆଦିଲ୍ଲୀ,୧।୨: ଯଦି କେନ୍ଦ୍ର ସରକାର ତୁରନ୍ତ ପ୍ରତିଶ୍ରୁତି ପୂରଣ ନ କରନ୍ତି, ତେବେ ଚାଷୀଙ୍କ ପାଖରେ ଆଉ କୌଣସି ବିକଳ୍ପ ରହିବ ନାହିଁ। ଫଳରେ ସେମାନେ ପୁଣି…

ଅମୃତ ମହୋତ୍ସବ ବଜେଟ୍‌ରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ, ଆୟକର ସୀମା ଅପରିବର୍ତ୍ତିତ…

ନୂଆଦିଲ୍ଲୀ, ୧।୨ : ବଜେଟରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ। ଆୟକର ସୀମାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହାର ସ୍ଲାବ୍‌ ପୂର୍ବ ପରି ରହିଛି।…

ଘର ବାହାରେ ଖେଳୁଥିବା ୪ ବର୍ଷୀୟା ଝିଅକୁ ବଳାତ୍କାର

ଚେନ୍ନାଇ,୧।୨: ତାମିଲନାଡୁର ଟୁଟିକରିନ ଜିଲାରୁ ଜଣେ ୪ ବର୍ଷୀୟା ଝିଅକୁ ବଳାତ୍କାର କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାରେ ସମ୍ପୃକ୍ତ ୧୪ ବର୍ଷୀୟ ନାବାଳକଙ୍କୁ ଥାନାରେ…