କଚ୍ଛ ଉପକୂଳରେ ୩ ନୌକା ସହ ଜଣେ ପାକିସ୍ତାନି ନାଗରିକ ଅଟକ

ଅହମଦାବାଦ,୧ ।୨: ସୀମା ସୁରକ୍ଷା ବଳ ଭାରତ-ପାକିସ୍ତାନ ସମୁଦ୍ର ସୀମାରେ ଗୁଜରାଟର କଚ୍ଛ ଜିଲା ଉପକୂଳରେ ଜଣେ ପାକିସ୍ତାନି ନାଗରିକଙ୍କୁ ଧରିନେଇଛନ୍ତି । ଏହାସହ ମାଛ ମାରିବାକୁ…

ଏହି ସବୁ ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ୍‌

ନୂଆଦିଲ୍ଲୀ,୧।୨: ଦେଶରେ କରୋନା ସ୍ଥିତି ସୁଧୁରୁଥିବାରୁ ବିଭିନ୍ନ ରାଜ୍ୟରେ ମଙ୍ଗଳବାର ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ…

ଗ୍ରହ ଶାନ୍ତି ଆଳରେ ସୁନା ଗହଣା ଚୋରି: ୨ ଗିରଫ

ମାଲକାନଗିରି,୧।୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଜେଲ ସାହିରେ ଜଣେ ବ୍ୟକ୍ତିଙ୍କ ଘରକୁ ଗ୍ରହଶାନ୍ତି ପୂଜା କରିବାକୁ ଆସି ୨ଜଣ ବ୍ୟକ୍ତି ସୁନା ଗହଣା ଚୋରି କରି…

ଆଜି ସଂସଦରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ତେବେ ବଜେଟକୁ ନେଇ ଲୋକେ ବହୁତ…

ଥାନା ଆଗରେ ଧାରଣା ଦେଲେ ଗଣମାଧ୍ୟମ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ଜିଲା ଜଟଣୀ ସହରରେ ରବିବାର ସନ୍ଧ୍ୟାରେ ‘ଧରିତ୍ରୀ’ ଖବରଦାତା ରବୀନ୍ଦ୍ର ନାଥ ମହାକୁଡ଼ଙ୍କୁ ଗାଳିଗୁଲଜ ଓ ଆକ୍ରମଣ କରାଯିବା ଘଟଣାକୁ ନେଇ ବିଭିନ୍ନ…

୯୪ ବର୍ଷରେ ପ୍ରାର୍ଥିପତ୍ର ଦାଖଲ କଲେ ବାଦଲ

ଚଣ୍ଡିଗଡ଼,୧।୨: ଫେବୃୟାରୀ ୨୦ରେ ଅନୁ୍‌ଷ୍ଠିତ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲ ସୋମବାର ଲାମ୍ବି ଆସନରୁ…

ଅବସର ନେଲେ ସେନା ଉପମୁଖ୍ୟ ସି.ପି. ମହାନ୍ତି

ନୂଆଦିଲ୍ଲୀ,୧।୨: ଭାରତର ସେନା ଉପମୁଖ୍ୟ ଥିବା ଲ୍ୟୁଟ୍‌ନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତି ସୋମବାର ଅବସର ଗ୍ରହଣ କରିଛନ୍ତି। ସେ ଜାତୀୟ ଯୁଦ୍ଧ ସ୍ମାରକୀକୁ ଯାଇ ଶହୀଦ…

ପ୍ରେମିକାଙ୍କୁ ଲାଇଭ୍‌ ଭିଡିଓ କରି ପ୍ରେମିକଙ୍କ ଆତ୍ମହତ୍ୟା

କାକଟପୁର,୧।୨(ଡି.ଏନ୍‌.ଏ.): ପ୍ରେମରେ ତିକ୍ତତା ଶେଷରେ ପୁରୀ ଜିଲା କାକଟପୁର ଅଞ୍ଚଳରେ ଜଣେ ଯୁବକଙ୍କ ଜୀବନ ଯାଇଛି। ପ୍ରେମିକାଙ୍କୁ ଲାଇଭ୍‌ ଭିଡିଓ କରି ପ୍ରେମିକ ଜଣକ ଆତ୍ମହତ୍ୟା କରିଥିବା…

ପ୍ରେମ ପ୍ରତାରଣା ପାଇଁ ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୧।୨(ବ୍ୟୁରୋ): ଦୁଇବର୍ଷ ହେବ ଜଣେ ଗାୟିକାଙ୍କୁ ପ୍ରେମ କରୁଥିଲେ। ଉଭୟଙ୍କ ବିବାହ ବି ସ୍ଥିର ହୋଇଯାଇଥିଲା। ହେଲେ ପ୍ରେମିକାଙ୍କ ପ୍ରତାରଣା ଶେଷରେ ଜଣେ ମଡେଲଙ୍କ ପ୍ରାଣ ନେଇଗଲା।…