ରାଜ୍ୟରେ ୨୬ରୁ ବଢିବ ଶୀତ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ଓ କୋହଲା ରହିଥିବା ବେଳେ ପାଗରେ ପରିବର୍ତ୍ତନ ଆସିବ। ଧିରେ ଧିରେ ରାତି ତାପମାତ୍ରା କମିବ । ରାଜ୍ୟରେ ଆସନ୍ତା ୨୬ରୁ…

ଶୀତ ଗାଏବ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ପାରଦ ଉପରମୁହଁା ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ରାତ୍ରିର ସର୍ବନିମ୍ନ ତାପମାତ୍ରା ତଳକୁ ଖସୁନାହିଁ। ଓଡ଼ିଶା ଉପକୂଳରେ ଟ୍ରପ୍‌ଲାଇନ ରହିଛି।…

ପିସିସି କର୍ମକର୍ତ୍ତାଙ୍କୁ ଜିଲା ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲା, ବ୍ଲକ ଓ ପଞ୍ଚାୟତ ସ୍ତରରେ ସଙ୍ଗଠନକୁ ସୁଦୃଢ଼ ତଥା କ୍ରିୟାଶୀଳ କରିବାକୁ ଲାଗିପଡିଛି କଂଗ୍ରେସ। ପିସିସି ସଭାପତି…

ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ଗୁରୁତର ଅପରାଧ ନୁହେଁ, ହାଇକୋର୍ଟଙ୍କ ରାୟ ନେଇ ବିବାଦ…

ଆହ୍ଲାବାଦ୍‌,୨୩।୧୧: ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ମାମଲାରେ ଆହ୍ଲାବାଦ ହାଇକୋର୍ଟ ଏକ ବିବାଦୀୟ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଯୌନ ସମ୍ପର୍କକୁ ’ଗୁରୁତର ଅପରାଧ…

ନିର୍ବାଚନ କମିଶନଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୨୩।୧୧: ରାଜ୍ୟରେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ମାମଲାର ଶୁଣାଣି ସୋମବାର ହୋଇଛି। ଏହି ମାମଲାରେ ରାଜ୍ୟ…

କୁକୁର ଉଇକେଟ୍‌ କିପିଂ ସହ କରୁଛି ଫିଲ୍ଡିଂ: ସଚିନ ଦେଖି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୧: ଭାରତର ପୂର୍ବତନ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସୋମବାର ସେ ଏକ ଭିଡିଓ ଶେୟାର କରିଛନ୍ତି ଯାହାକୁ ବହୁତ ପସନ୍ଦ କରାଯାଉଛି।…

ଝରକା ଗ୍ରୀଲ୍‌ ତାଡ଼ି ୬ ଅନ୍ତେବାସୀ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩।୧୧: ବାଳଅପରାଧୀଙ୍କୁ ସୁଧାରିବା ପାଇଁ ସରକାରଙ୍କ ଦ୍ୱାରା ପରିଚାଳିତ ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ବାଳସୁଧାର ଗୃହ ଏବେ ବିବାଦ ଘେରକୁ ଚାଲିଆସିଛି। ରବିବାର…

ସ୍ଥାନୀୟ ଶାସନ ବ୍ୟବସ୍ଥାର ଅଡିଟ୍‌ ହେବ: ସିଏଜି

ଭୁବନେଶ୍ୱର,୨୩।୧୧: ପ୍ରାକୃତିକ ସମ୍ବଳ ଏବଂ ସ୍ଥାନୀୟ ଶାସନ ବ୍ୟବସ୍ଥାର ଅଡିଟ୍‌ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ଅଫ୍‌ ଇଣ୍ଡିଆ (ସିଏଜି) କରିବେ। ଏଠାରେ ପ୍ରିନ୍ସିପାଲ ଆକାଉଣ୍ଟାଣ୍ଟ ଜେନେରାଲଙ୍କ…

‘ଦ୍ରାଭିଡ ମୋର ପ୍ରଥମ ପ୍ରେମ’

ନୂଆଦିଲ୍ଲୀ,୨୩।୧୧: ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ରାହୁଲ ଦ୍ରାଭିଡଙ୍କ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି। କିନ୍ତୁ ତାଙ୍କ ପ୍ରଶଂସକଙ୍କ ଏବେ ମଧ୍ୟ କମିନାହିଁ। ଏହି ତାଲିକାରେ ବଲିଉଡ ଅଭିନେତ୍ରୀ…

ଆଜି କ୍ୟାବିନେଟ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନ ୫ଟା ୪୫ ମିନିଟ୍‌ ସମୟରେ ମନ୍ତ୍ରୀ ପରିଷଦ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ। ୨୦୨୧-୨୨…