ଏକ ଯୁଗର ସମାପ୍ତି!

କେପଡାଉନ୍‌,୧୯।୧୧:ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଏବି ଡି ଭିଲିୟର୍ସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଡି ଭିଲିୟର୍ସ ମଧ୍ୟ ଆଇପିଏଲ୍‌ ୨୦୨୨ ରେ ଅଂଶଗ୍ରହଣ କରିବେ ନାହିଁ ।…

ପ୍ରେମରେ ପଡ଼ିଛନ୍ତି ବିଗ୍‌ ବିଙ୍କ ନାତୁଣୀ

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନବେଲୀ ନନ୍ଦା। ଏପରି କିଛି ଚର୍ଚ୍ଚା ହେଉଛି ବଲିଉଡ୍‌ ଗଳିକନ୍ଦିରେ। ନୂଆ ସୂଚନାନୁଯାୟୀ ବଲିଉଡ୍‌…

ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍‌ଥ କାର୍ଡ

ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ ପହଞ୍ଚିବା…

କୃଷି ଆଇନ ପ୍ରତ୍ୟାହାର ସ୍ବାଗତଯୋଗ୍ୟ ପଦକ୍ଷେପ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ୩ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି । ସେ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ଅତ୍ୟନ୍ତ ସ୍ବାଗତ୍ୟନ୍‌ଯୋଗ୍ୟ । ବିଜେଡି…

ଏକ୍ସ-ଗର୍ଲଫ୍ରେଣ୍ଡଙ୍କୁ ପିଟୁଥିଲେ ସଲମାନ, ଅଭିନେତ୍ରୀ କହିଲେ ଏମିତି…

ମୁମ୍ବାଇ: ସୁପରଷ୍ଟାର ସଲମାନ୍‌ ଖାନ ଏପର୍ଯ୍ୟନ୍ତ ବିବାହ କରିନାହାନ୍ତି, କିନ୍ତୁ ତାଙ୍କ ପ୍ରେମ କାହାଣୀ ସବୁବେଳେ ଚର୍ଚ୍ଚାରେ ରହିଥାଏ। ସଲମାନ୍‌ଙ୍କ ବହୁ ଗର୍ଲଫ୍ରେଣ୍ଡ ଥିଲେ। ସେଥିମଧ୍ୟରୁ ସୋମି…

କୃଷି ଆଇନ୍‌ ପ୍ରତ୍ୟାହାର ଏକ ନିର୍ବାଚନୀ ଚାଲ୍‌: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ତିନୋଟି କୃଷି ଆଇନକୁ ରଦ୍ଦ କରିବାର ନିଷ୍ପତ୍ତି ପରେ ବିରୋଧୀମାନେ ଏହାର ପ୍ରତିକ୍ରିୟା ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି କଂଗ୍ରେସର ବହୁ ବରିଷ୍ଠ ନେତା…

ବେଶ ଆରାମରେ କୁକୁରର କ୍ଷୀର ପିଉଛି ଶୁଆ, ଚକିତ କରିବ ଭିଡିଓ

ସୋସିଆଲ ମିଡିଆରେ କେତେବେଳେ କ’ଣ ଦେଖିବାକୁ ମିଳିବ ସେ ନେଇ କହିବା କଷ୍ଟକର। କାରଣ ବେଳେବେଳେ ଏପରି ଜିନିଷ ମଧ୍ୟ ଦେଖିବାକୁ ମିଳେ ଯାହା କଳ୍ପନା ବାହାରେ।…

ଝାରସୁଗୁଡ଼ା ପୌରାଞ୍ଚଳରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ଼ ବଣ୍ଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୯।୧୧: ପୌରାଞ୍ଚଳ ସରବାହାଲଠାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ଼ ବଣ୍ଟନ କରିଛନ୍ତି। ପୌରାଞ୍ଚଳର କେହି ଜଣେ ମଧ୍ୟ ବିଜୁ ସ୍ବାସ୍ଥ୍ୟ…

ଅଫ୍‌ଲାଇନରେ ହେବ ସିବିଏସ୍‌ଇ, ସିଆଇଏସ୍‌ସିଇ ପରୀକ୍ଷା

ନୂଆଦିଲ୍ଲୀ, ୧୯।୧୧(ପି.ଟି.):ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଟର୍ମ-୧ ପରୀକ୍ଷା ହାଇବ୍ରିଡ୍‌ କିମ୍ବା ଭର୍ଚୁଆଲ ମୋଡ୍‌ରେ କରିବା ଲାଗି ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର…

କୃଷି ଆଇନରେ ଥିଲା କ୍ରାନ୍ତିକାରୀ ପରିବର୍ତ୍ତନର କ୍ଷମତା: କୃଷିମନ୍ତ୍ରୀ

ନୂଆଦିଲ୍ଲୀ,୧୯ ।୧୧: କେନ୍ଦ୍ର ସରକାର ଆଣିଥିବା ନୂଆ କୃଷି ଆଇନକୁ କୃଷକ ବିରୋଧ କରିବାର ପାଖାପାଖି ଦେଢ ବର୍ଷ ପରେ କେନ୍ଦ୍ର ସରକାର ଏହାକୁ ଫେରାଇ ନେଇଛନ୍ତି…