କ୍ଲାସରେ ନମାଜ ପାଇଁ ସସ୍‌ପେଣ୍ଡ ହେଲେ ପ୍ରଧାନଶିକ୍ଷୟିତ୍ରୀ

ବେଙ୍ଗାଲୁରୁ,୨୭।୧: କର୍ନାଟକର କୋଲାର ଜିଲାର ସରକାରୀ ସ୍କୁଲରେ ମୁସଲିମ ଛାତ୍ରୀଛାତ୍ରଙ୍କୁ କ୍ଲାସରେ ନମାଜ ପାଠ କରୁଥିବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ନିଲମ୍ବିତ ହୋଇଛନ୍ତି ସ୍କୁଲ…

ରାସ୍ତା କାମ ନ ହେଲେ ଭୋଟ ଦେବୁନି

ବୈଶିଙ୍ଗା,୨୭ା୧(ଡି.ଏନ.ଏ.)- ରାସ୍ତା କାମ କର ନ ହେଲେ ଭୋଟ ଦେବୁନି। ଏଭଳି ସଫା ସଫା କହୁଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଗଡ଼ଦେଉଳିଆ ପଞ୍ଚାୟତର ଭାନୁପୁର…

ଖାନ ସାର୍‌ ଫସିଲେ

ନୂଆଦିଲ୍ଲୀ,୨୭।୧: ରେଲଓ୍ବେ ରିକ୍ରୁଟମେଣ୍ଟ ପରୀକ୍ଷା ଫଳ ବିରୋଧରେ ବିହାର ରାଜଧାନୀ ପାଟଣାରେ ଚାଲିଥିବା ହିଂସାତ୍ମକ ଆନ୍ଦୋଳନରେ ଜଡ଼ିତ ଥିବା ଅଭିଯୋଗରେ ୟୁଟ୍ୟୁବର ଖାନ ସାରଙ୍କ ବିରୋଧରେ ମାମଲା…

ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢ଼ିଲା କୋଭିଡ୍‌ କଟକଣା

ନୂଆଦିଲ୍ଲୀ,୨୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କୋଭିଡ୍‌-୧୯ କଟକଣାକୁ ଗୁରୁବାର ଫେବୃୟାରୀ ୨୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

‘ଧୋନୀଙ୍କ ଭଳି କେହି ନୁହେଁ’

ନୂଆଦିଲ୍ଲୀ,୨୭।୧: “ସେ ଜିରୋରେ ଆଉଟ୍‌ ହୋଇଥାନ୍ତୁ କି ଶତକ ହାସଲ କରିଥାନ୍ତୁ କିମ୍ବା ବିଶ୍ୱକପ୍‌ ଜିତିଥାନ୍ତୁ ନ ହେଲେ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଥାନ୍ତୁ। କିନ୍ତୁ ଏହା…

ବୋହୂଙ୍କ ପାଇଁ ନିର୍ବାଚନ ମଇଦାନ ଛାଡ଼ିଲେ କଂଗ୍ରେସ ନେତା

ଗୋଆ,୨୭।୧: ଗୋଆର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଧକ୍କା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ପ୍ରତାପସିନ୍ହ ରାଣେ ନିର୍ବାଚନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। ନ…

ଏସ୍ ଜୟଶଙ୍କର କରୋନା ପଜିଟିଭ

ନୂଆଦିଲ୍ଲୀ,୨୭ ।୧: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ୍ ଜୟଶଙ୍କର କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏହା ସହ ନିକଟ…

ନେଟଫ୍ଲିକ୍ସରେ ମାଧୁରୀଙ୍କ ପ୍ରଥମ ସିରିଜ

ମୁମ୍ବାଇ: ବଲିଉଡ ଧକ୍ ଧକ୍ ଗର୍ଲ ମାଧରୀ ଦିକ୍ଷିତ ନେନେ ନେଟଫ୍ଲିକ୍ସ ସିରିଜ ଦ ଫେମ ଗେମ ସହ ଡିଜିଟାଲ ଡେବ୍ୟୁ କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ…

କାରକୁ ଓଭରଟେକ୍‌ କରିବା ପାଇଁ ଜର୍ନାଲିଷ୍ଟଙ୍କୁ ପିଟି ପିଟି ହତ୍ୟା

ଲକ୍ଷ୍ନୌ,୨୭।୧: କାରକୁ ଓଭରଟେକ୍‌ କରିବା ପାଇଁ ଜଣେ ଜର୍ନାଲିଷ୍ଟଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ବୁଧବାର ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ସାହାରାନପୁରରେ। ଏହି ଘଟଣାରେ ସମ୍ପୃକ୍ତ…

‘ରାଷ୍ଟ୍ରପତିଙ୍କୁ ଇସ୍ତଫା ମାଗିବ କି ଭାଜପା’

ମୁମ୍ବାଇ,୨୭।୧: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ୨୦୧୭ କର୍ନାଟକ ବିଧାନସଭା ନିର୍ବାଚନରେ ଟିପୁ ସିଲତାନଙ୍କୁ ‘ଐତିହାସିକ ଯୋଦ୍ଧା’ ଏବଂ ‘ସ୍ବାଧୀନତା ସଂଗ୍ରାମୀ’ ବୋଲି କହି ପ୍ରଶଂସା କରିଥିଲେ।…