ଘନ କୁହୁଡ଼ି: ଗମନାଗମନ ବାଧାପ୍ରାପ୍ତ

ପାଟଣା,୨୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଶନିବାର ଘନ କୁହୁଡ଼ି ଆସ୍ତରଣ ଯୋଗୁ ଦିନ ୧୦ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ସହ ଗମନାଗମନରେ ବ୍ୟାଘାତ ସୃଷ୍ଟି ହୋଇଛି।…

ନାମାଙ୍କନପତ୍ର ଦାଖଲ ପରେ ପଞ୍ଚାୟତ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଭଦ୍ରକ ଅଫିସ,୨୨।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସରିବା ପରେ ପଞ୍ଚାୟତ କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲା…

କଥା ରଖିଲେନି ପ୍ରିୟଙ୍କା

ନୂଆଦିଲ୍ଲୀ,୨୨ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜ୍ୟ ରାଜନୀତି ହୋଇଛି ବେଶ ସରଗରମ । ଶୁକବ୍ରାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା…

୨୦ ମହଲା କୋଠାରେ ଲାଗିଲା ନିଆଁ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳରେ ଥିବା ଏକ ୨୦ ମହିଲା କୋଠାରେ ଶନିବାର ଅଗ୍ନିକାଣ୍ଡ ଘଟି ବର୍ତ୍ତମାନ ସୁଦ୍ଧା ୬ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫ଜଣ ଆହତ…

ଅଲୁ ଅର୍ଜୁନଙ୍କ ପୁଷ୍ପା ଫିଲ୍ମର ୫ଟି ବଡ଼ ଭୁଲ

ଅଲୁ ଅର୍ଜୁନଙ୍କ ଫିଲ୍ମ ପୁଷ୍ପା ବକ୍ସ ଅଫିସ୍‌ରେ ହିଟ୍‌ ହୋଇଛି। ୫ଟି ଭାଷା ଯଥା ମାଲାୟାଲମ, କନ୍ନଡ, ତେଲୁଗୁ, ତାମିଲ ଏବଂ ହିନ୍ଦୀରେ ଏହା ହିଟ୍‌ ପ୍ରମାଣିତ…

ଚିକିତ୍ସା ଅବହେଳାରୁ ଗର୍ଭବତୀ ଆଶାକର୍ମୀଙ୍କ ଜୀବନ ଗଲା

ଭବାନୀପାଟଣା,୨୨।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ମହିଳା…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୨।୧: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। ଏ ନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ…

ଦ୍ୱିତୀୟ ଚାର୍ଜଶିଟ୍‌ରେ ଚାଷୀଙ୍କୁ ଅଭିଯୁକ୍ତ କଲା ଏସ୍‌ଆଇଟି

ନୂଆଦିଲ୍ଲୀ,୨୨।୧: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ଦ୍ୱିତୀୟ ଚାର୍ଜଶିଟ୍‌ ଦାଖଲ ହୋଇଛି। ପୂର୍ବରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା…

ବଦଳୁଛି ପାଗ : କମିବ ଶୀତ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟରେ ପୁଣି ପାଗ ବଦଳିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି । ଅଦିନିଆ…

ମାଓବାଦୀଙ୍କ ବର୍ବର କାଣ୍ଡ: ଜାଳିଦେଲେ ଗାଡ଼ି

ମାଲକାନଗିରି,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି । ରାସ୍ତା ନିର୍ମାଣ ପାଇଁ ନିୟୋଜିତ ଥିବା ଗାଡ଼ିିକୁ ମାଓବାଦୀ ଜାଳି ଦେଇଛନ୍ତି।…