ଭୁବନେଶ୍ୱର, ୧୮।୧(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଅଧିକ ସଂକ୍ରାମକ। କିନ୍ତୁ ଫୁସ୍ଫୁସ୍ରେ ପହଞ୍ଚତ୍ଲା ବେଳକୁ ଏହି ଭୂତାଣୁ ଦୁର୍ବଳ ହୋଇଯାଉଛି। ଫଳରେ ଏହା ସାଧାରଣ ମଣିଷର…
ଭୁବନେଶ୍ୱର,୧୮୧(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ଘନ କୁହୁଡ଼ି ଯୋଗୁ ଯାତାୟାତରେ ବାଧା ସୃଷ୍ଟି…
ଭୁବନେଶ୍ୱର,୧୮ା୧(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେବ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଅତିମାତ୍ରାରେ ପ୍ରଭାବିତ ହୋଇଛି। କୋଭିଡ୍ କଟକଣା ଯୋଗୁ…
ୱାଶିଂଟନ,୧୮ ।୧: କରୋନାର ପ୍ରଭାବ ଶିଶୁଙ୍କ ଉପରେ ବେଶୀ ରହିବ ନାହିଁ । ଏବେ ଏହାର ବିପରିତ ପରିଣାମ ଆମେରିକାରେ ଦେଖିବାକୁ ମିଳିଲାଣି । ଏବେ ଶିଶୁଙ୍କ…
ନୂଆଦିଲ୍ଲୀ, ୧୭ା୧- ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଲାଗି ନୂଆ ଅହମ୍ମଦାବାଦ ଫ୍ରାଞ୍ଚାଇଜ୍ ହାର୍ଦ୍ଦିକ ପାଣ୍ଡ୍ୟା, ଆଫଗାନିସ୍ତାନ ଲେଗ୍ ସ୍ପିନର ରଶିଦ ଖାଁ ଏବଂ ଶୁବମାନ…
ନ୍ୟୁୟର୍କ, ୧୭ା୧: ନ୍ୟୁୟର୍କରେ ଟାଇମ୍ସ ସ୍କୋୟାର ସବ୍ଓ୍ବେ ଷ୍ଟେଶନରେ ସାଇମନ୍ ମାର୍ସିଆଲ ନାମକ ଜଣେ ବ୍ୟକ୍ତି ଜଣେ ୪୦ ବର୍ଷୀୟା ମହିଳାଙ୍କୁ ଶନିବାର ଟ୍ରେନ୍ ଆଗକୁ ଠେଲି…
ନୂଆଦିଲ୍ଲୀ,୧୭।୧: ଭାରତରେ ନିବେଶ କରିବାର ଶ୍ରେଷ୍ଠ ସମୟ ଆସିଯାଇଛି। ବିଶ୍ୱ ନେତାଙ୍କୁ ଉଦ୍ବୋଧନ ଦେଇ ବିଶ୍ୱ ଇକୋନୋମିକ୍ ଫୋରୋମ (ଡବ୍ଲ୍ୟୁଇଏଫ୍)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି।…
ଲକ୍ଷ୍ନୌ,୧୭।୧: ଆସନ୍ତା ଫେବୃୟାରୀରେ ହେବାକୁ ଥିବା ନିର୍ବାଚନ ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ତାଙ୍କ ଘରୋଇ ଆସନ ଗୋରଖପୁର (ସହର)ରୁ ଟିକେଟ୍ ଦେବାକୁ ନିଷ୍ପତ୍ତି ନେଇଛି…
ନୂଆଦିଲ୍ଲୀ,୧୭।୧: କୌଣସି ବ୍ୟକ୍ତିଙ୍କ ବିନା ସହମତିରେ ତାଙ୍କୁ କୋଭିଡ୍ ଟିକା ଦିଆଯାଇପାରିବ ନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା କୋଭିଡ୍-୧୯ ଟିକା ଗାଇଡ୍ଲାଇନରେ ବାଧ୍ୟତାମୂଳକ ଟିକାକରଣ…
ବ୍ରହ୍ମପୁର ଅଫିସ, ୧୭।୦୧: ବହୁ ଚର୍ଚ୍ଚିତ ସୁମିତ୍ ସାହୁ ଏବଂ ତପସ୍ବିନୀ ଦାଶ ମାମଲା ଦିନକୁ ଦିନ ନୂଆ ନୂଆ ମୋଡ ନେଉଛି। ତପସ୍ବିନୀଙ୍କୁ ନ ରଖିବା…