ଓମିକ୍ରନ୍‌ ଏକ ବିଜାତୀୟ ଭୂତାଣୁ

ନୂଆଦିଲ୍ଲୀ,୧୭।୧ : ବୈଜ୍ଞାନିକମାନେ ଓମିକ୍ରନ୍‌କୁ ସମ୍ପୂର୍ଣ୍ଣ ଭିନ୍ନ ମହାମାରୀ ଭାବେ ଦେଖୁଥିବାବେଳେ ଦୁଇଟି ମହାମାରୀ ପରସ୍ପର ସହ ଯୋଡ଼ିହୋଇ ଚାଲିଥିବା ଭଳି ଜଣାପଡ଼ୁଥିବା ଆଇସିଏମ୍‌ଆର୍‌ର ପୂର୍ବତନ ମୁଖ୍ୟ…

ଇଚ୍ଛା ବିରୋଧରେ କାହାକୁୁ ଦିଆଯିବନାହିଁ କରୋନା ଟିକା: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭ ।୧: କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି କି କୌଣସି ବ୍ୟକ୍ତିଙ୍କ ଇଚ୍ଛା ବିରୋଧରେ ତାଙ୍କୁ କରୋନା ଟିକା ଦିଆଯାଇ ପାରିବ ନାହିଁ । ଭିନ୍ନକ୍ଷମମାନଙ୍କ ଟିକାକରଣ…

ଓଡ଼ିଶା: ଆଜିର ଫଟୋ (ଜାନୁଆରୀ ୧୬, ୨୦୨୨)

ଖଲିକୋଟ ଆର୍ଟ କଲେଜର ଛାତ୍ରମାନେ ଏଜି ସ୍କୋୟାର ନିକଟରେ ଏକ କାନ୍ଥକୁ ସୌନ୍ଦଜ୍ୟକରଣ କରାଉଛନ୍ତି ବିଏମସି ଦ୍ୱାରା ବଜାରର ବିକେନ୍ଦ୍ରୀକରଣ ପରେ, ଭୁବନେଶ୍ୱରର ୟୁନିଟ୍-୪ ରେଡ୍ କ୍ରସ୍…

ସ୍ବାସ୍ଥ୍ୟମନ୍ତ୍ରୀ ଭୁଲିଗଲେ କୋଭିଡ୍‌ କଟକଣା

ଝାରସୁଗୁଡା ଅଫିସ୍‌,୧୬।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ କୋଭିଡ୍‌ କଟକଣାରେ ପଞ୍ଚାୟତ ନିର୍ବାଚନ କରାଇବା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି ନିର୍ବାଚନ କମିଶନ…

ଯୋଗୀଙ୍କୁ ଫେୟାରଓ୍ବେଲ ଦେଇସାରିଲାଣି ଭାଜପା

ଲକ୍ଷ୍ନୌ, ୧୬ା୧- ନିର୍ବାଚନ ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପସନ୍ଦର ଆସନ ଦେଉ ନାହାନ୍ତି କେନ୍ଦ୍ର ନେତୃତ୍ୱ। ଏହା ଦର୍ଶାଉଛି ଭାଜପାର ଡବଲ ଇଞ୍ଜିନ ସରକାର ରାଜ୍ୟରେ…

ପରେଡ଼ରୁ ହଟିଲା ଦିଦିଙ୍କ ପ୍ରଜ୍ଞାପନ ମେଢ଼, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି…

କୋଲକାତା, ୧୬।୧: ଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ଼ରୁ ପ୍ରଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼କୁ ହଟାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ…

ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ଫାଇନାଲରେ

ନୂଆଦିଲ୍ଲୀ, ୧୬ା୧- ଭାରତୀୟ ଉଦୀୟମାନ ଶଟଲର ଲକ୍ଷ୍ୟ ସେନ୍‌ ଚଳିତ ଇଣ୍ଡିଆ ଓପନ ଟୁର୍ନାମେଣ୍ଟ ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବିଶ୍ୱ ଚାମ୍ପିୟନ ସିଙ୍ଗାପୁରର ଲୋ…

ଭାଜପା ଉପରେ କମେଣ୍ଟ କରି ଶୋ’ରୁ ବିଦା

ନୂଆଦିଲ୍ଲୀ,୧୬।୧: ସାଥି ଆର୍ଟିଷ୍ଟଙ୍କ ସହ ଖରାପ ବ୍ୟବହାର ପାଇଁ ମରାଠୀ ଅଭିନେତା କିରନ ମାଣେଙ୍କୁ ‘ମୁଲଗି ଝାଲି ହୋ’ ଶୋ’ରୁ ବାଦ୍‌ ଦିଆଯାଇଛି। ଏ ନେଇ ରବିବାର…

କୋଭିଡ୍‌ ନିୟମ ଭାଙ୍ଗିବାରୁ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧୬।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ନୋଏଡାରେ ପ୍ରଚାର ବେଳେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଓ ଅନ୍ୟମାନଙ୍କ ବିରୋଧରେ କୋଭିଡ୍‌ ସେଫ୍ଟି ପ୍ରୋଟୋକଲ୍ସ ଭଙ୍ଗ…

୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଏଏପି…

ଲକ୍ଷ୍ନୌ, ୧୬।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ପକ୍ଷରୁ ୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଉତ୍ତରପ୍ରଦେଶ ପ୍ରଭାରୀ ଏବଂ ରାଜ୍ୟ…