ଜାନୁୟାରୀ ୨୩ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ, ସରକାରଙ୍କ ଘୋଷଣା…

ଲକ୍ଷ୍ନୌ, ୧୬।୧: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଉତ୍ତରପ୍ରଦେଶ ସରକାର ରାଜ୍ୟର ସମସ୍ତ ସ୍କୁଲ କଲେଜକୁ ଜାନୁୟାରୀ ୨୩ ପର୍ଯ୍ୟନ୍ତ ବନ୍ଦ କରିବାକୁ ଘୋଷଣା କରିଛନ୍ତି।…

ଗାଁରେ ବାଘ: ଗାଈ ବେକକୁ ଟାଣି ନେଇ ପିଇଗଲା ରକ୍ତ

ନୂଆପଡା ଅଫିସ,୧୬।୧: ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା କୁଟରେଙ୍ଗା ପଡା ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ରବିବାର ସକାଳେ ଏଭଳି ଅଘଟଣ ଘଟିଛି। ଫଳରେ…

ଲୋକଙ୍କ ଅଭିଯୋଗ ଶୁଣୁନି ଯୋଗାଣ ବିଭାଗ : ଗଞ୍ଜାମରେ ୮୨୦ ମାମଲା ପେଣ୍ଡିଂ

ଛତ୍ରପୁର,୧୬।୧(ଡି.ଏନ୍‌.ଏ): ଯୋଗାଣ ସମ୍ବନ୍ଧୀୟ ଲୋକଙ୍କ ଅଭିଯୋଗ ଓ ସମସ୍ୟା ଜାଣିବା ଏବଂ ଏହାର ସମାଧାନ କରିବା ଲାଗି ରାଜ୍ୟ ସରକାର ଜିଆରଏସ ପୋର୍ଟାଲର ବ୍ୟବସ୍ଥା କରିଛନ୍ତି ।…

ଦିନିକିଆ ନୂଆପଡା ଗସ୍ତରେ ଡିଜିପି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଦିନିକିଆ ନୂଆପଡା ଗସ୍ତରେ ରବିବାର ଡିଜିପି ସୁନିଲ ବଂଶଲ ଯାଇଛନ୍ତି । ସେଠାରେ ସେ ପହଞ୍ଚି ମାଓବାଦୀ ସ୍ଥିତି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଛନ୍ତି।…

ବସ୍‌-ଟ୍ରେନ୍‌

ନିକଟରେ ଜାପାନରେ ଏମିତି ଏକ ବସ୍‌ ଉନ୍ମୋଚନ ହୋଇଛି, ଯାହା ସମସ୍ତଙ୍କୁ ଚକିତ କରିଦେଇଛି। କାରଣ ଏହି ବସ୍‌ ରାସ୍ତାରେ ତ ଚାଲିପାରେ ତା’ସହ ରେଳ ଟ୍ରାକ୍‌…

ଜିଭରେ ଉଠାଇଲେ ୧୨.୫ କି.ଗ୍ରା.

ସ୍ବାଦ ବାରିବା ପାଇଁ ଜିଭର ଆବଶ୍ୟକତା ପଡ଼େ। ତେବେ ଜାଣନ୍ତି କି ଜିଭ ଶରୀରର ସବୁଠୁ ଶକ୍ତିଶାଳୀ ମାଂସପେଶୀ ବୋଲି। ଜାଣିଥିଲେ ବି ପ୍ରକୃତରେ ଏହା କେତେ…

ଟିକେଟ ନ ମିଳିବାରୁ ପାର୍ଟି ଅଫିସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ

ଲକ୍ଷ୍ନୌ,୧୬।୧: ଟିକେଟ ନ ମିଳିବାରୁ ଜଣେ ନେତା ଚରମ ନିଷ୍ପତ୍ତି ନେଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଲକ୍ଷ୍ନୌ ସ୍ଥିତ ସମାଜବାଦୀ ପାର୍ଟି ଅଫିସ ସମ୍ମୁଖରେ। ଆଲିଗଡର…

ଫିଲ୍ମକୁ ଆସିବା ପୂର୍ବରୁ ଏହି କାମ କରୁଥିଲେ ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଆଜି ଅର୍ଥାତ୍‌ ଜାନୁୟାରୀ ୧୬ରେ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ସେ ବଲିଉଡ୍‌ର ଅନେକ ସୁପରହିଟ୍‌ ଫିଲ୍ମରେ କାମ କରିଛନ୍ତି।…

ଅପରେଶନ ସକ୍ସେସ୍‌ଫୁଲ୍‌ ବଟ୍‌ ପେସେଣ୍ଟ ଡେଡ୍‌

ରାଜରାସ୍ତା ଚଉଡ଼ା ପାଇଁ ଆମ ଗାଁ ମୁଣ୍ଡ ତାରିଣୀ ମନ୍ଦିର ଓ ତା’ ସଂଲଗ୍ନ ଚଉତରାକୁ ମାଟିରେ ମିଶେଇ ସରକାର ଏବେ ସେଠାରେ ଏକ ସୁଦୃଶ୍ୟ ଭବ୍ୟ…

ଜନତାମୁହାଁ ନେତା

ଛେଣ୍ଡିପଦା,୧୬।୧: ପାଖେଇ ଆସିଲାଣି ପଞ୍ଚାୟତ ନିର୍ବାଚନ। ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ। ତେଣୁ ତରବର ହୋଇ ନେତା ହୋଇଛନ୍ତି ଜନତା ମୁହାଁ।…