ଭିମ୍‌ସାରରେ ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ

ସମ୍ବଲପୁର ଅଫିସ୍‌,୧୪।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସମସ୍ତ ସ୍କୁଲ, କଲେଜ୍‌ ବନ୍ଦ କରିଦେଇଛନ୍ତି। ସେହିପରି ଭିମ୍‌ସାରରେ ଏମ୍‌ବିବିଏସ୍‌…

ଗାଧେଇଲା ବେଳେ ଲୋକଙ୍କୁ ପ୍ରଶ୍ନ କରୁଛନ୍ତି ଭାଜପା ବିଧାୟକ

କାନପୁର,୧୪।୧: କୋଭିଡ୍‌ କାରଣରୁ ନିର୍ବାଚନ ଆୟୋଗ (ଇସି) ରାଲି ଉପରେ ପ୍ରତିବନ୍ଧକ ଲଗାଇଥିବାରୁ ପ୍ରାର୍ଥୀମାନେ ଘରରୁ ଘର ବୁଲି ପ୍ରଚାର କରୁଛନ୍ତି। କାନପୁରରୁ ଭାଇରାଲ ହୋଇଥିବା ଏକ…

ବାବା ଆଖଣ୍ଡଳମଣିଙ୍କ ପାଖରେ ଲାଗିହେଲା ମକର ପୋଡ଼ପିଠା

ଆରଡ଼ି,୧୪ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଶୁକ୍ରବାର ମକର ସଂକ୍ରାନ୍ତିରେ ବାବା ଆଖଣ୍ଡଳମଣିଙ୍କ ପାଖରେ ମକର ପୋଡ଼ପିଠା ଲାଗି କରାଯାଇଛି । ଭୋର ୫ଟାରେ ମନ୍ଦିର…

ବିବାହକୁ ୪ ମାସ ନ ପୁରୁଣୁ ସ୍ତ୍ରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ରାୟ

ବୌଦ୍ଧ,୧୪ା୧(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍‌ ବିକ୍ରମ କୁମାର ପ୍ରଧାନ ଏକ ଯୌତୁକ ଜନିତ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ ଦେବା…

ଗୁଜରାଟରେ ଆଉ ଥରେ ରିଲିଜ୍‌ ହେଲା ଫିଲ୍ମ ‘ସୂର୍ଯ୍ୟବଂଶୀ’

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର-କ୍ୟାଟ୍ରିନା କୈଫଙ୍କ ଅଭିନୀତ ଫିଲ୍ମ ‘ସୂର୍ଯ୍ୟବଂଶୀ’ ସର୍ବାଧିକ ଆୟ କରିଥିବା ଫିଲ୍ମ ମଧ୍ୟରୁ ଏକ, ଯାହାକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ…

ଟ୍ରେଣ୍ଡିଂ ପାଲଟିଛି ‘ପୁରାନେ’

ନୂଆଦିଲ୍ଲୀ,୧୪।୧: ଦୁଇ ବର୍ଷ ହେଲା ଲଗାତାର ଫେଲ୍‌ ହେଉଥିବା ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କ ପାଇଁ ଜାତୀୟ ଦଳର ବାଟ ପ୍ରାୟତଃ ବନ୍ଦ ହୋଇଯାଇଛି। ଦୁହିଁଙ୍କ…

ବିଶ୍ୱର ସବୁଠୁ ବଡ଼ ତାଲା, ଅଯୋଧ୍ୟାର ରାମମନ୍ଦିରରେ ହେବ ବ୍ୟବହାର; ଓଜନ ଜାଣିଲେ…

ଲକ୍ଷ୍ନୌ,୧୪ା୧: ଉତ୍ତରପ୍ରଦେଶର ଅଲିଗଡ଼ ବିଶ୍ୱର ସବୁଠୁ ବଡ଼ ତାଲା ତିଆରି ପାଇଁ ଜଣାଶୁଣା। ଏଠାରେ ରହୁଥିବା ଏକ ବୃଦ୍ଧ ଦମ୍ପତି ୩୦୦ କିଲୋ ଓଜନର ଏକ ବଡ଼…

ବିମାନବନ୍ଦରରେ ଏଣ୍ଟ୍ରି ନ ମିଳିବାରୁ ବନ୍ଦ କରିଦେଲେ ଜଳ ଯୋଗାଣ

ତିରୁପତି,୧୪।୧: ତିରୁପତି ବିମାନବନ୍ଦର ଓ ଷ୍ଟାଫ ରେସିଡେନିସିଆଲ କ୍ୱାଟର୍ସରେ ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଛି। ରେନିଗୁଣ୍ଟା ବିମାନ ବନ୍ଦର ମ୍ୟାନେଜର ସୁନିଲ ଓ ତିରୁପତି ଡେପୁଟି ମେୟର…

ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହେବ ଫିଲ୍ମ ‘ପୁଷ୍ପା’ର ହିନ୍ଦୀ ଭର୍ସନ

ମୁମ୍ବାଇ: ସାଉଥ ସୁପରଷ୍ଟାର ଆଲ୍ଲୁ ଅର୍ଜୁନ-ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’ଦେଖିବାକୁ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ବଢିଛି। ଏମାନଙ୍କ ଯୋଡିକୁ ଦର୍ଶକ ମଧ୍ୟ ବେଶ୍‌ ପ୍ରଶଂସା କରିଛନ୍ତି।…

ସରିଲା କୁମ୍ଭୀର, ପକ୍ଷୀ ଗଣନା

ଭଦ୍ରକ ଅଫିସ, ୧୪।୧ ଭଦ୍ରକ ବନଖଣ୍ଡ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ କୁମ୍ଭୀର ଓ ପକ୍ଷୀ ଗଣନା ଶେଷ ହୋଇଛି। ଜିଲା ବନଖଣ୍ଡ ବନ୍ୟପ୍ରାଣୀ ବିଭାଗର ଚାନ୍ଦବାଲି, ବାସୁଦେବପୁର,…