ଅସଦାଚରଣ ଅଭିଯୋଗ ହେବା ପରେ ଶିକ୍ଷକ ଫେରାର

ଭଣ୍ଡାରିପୋଖରୀ,୧୩।୧(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ଅଞ୍ଚଳରେ ଜଣେ ଶିକ୍ଷକ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଗତ ୯ ତାରିଖ…

‘୨୦ ପର୍ଯ୍ୟନ୍ତ ଦିନକୁ ଜଣେ ଲେଖାଏ ମନ୍ତ୍ରୀ, ବିଧାୟକ ଇସ୍ତଫା ଦେବେ’

ଲକ୍ଷ୍ନୌ,୧୩।୧: “ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଜଣେ ଲେଖାଏ ମନ୍ତ୍ରୀ ଓ ଜଣେ ଭାଜପା ବିଧାୟକ ଇସ୍ତଫା ଦେବେ”। ଏଭଳି କହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ…

ସମାନ ଶୈଳୀରେ ଆଉଟ୍‌ ହେଲେ କୋହଲି

କେପ୍‌ ଟାଉନ,୧୩।୧: ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟରେ ପୁରୁଣା ଶୈଳୀରେ ଆଉଟ୍‌ ହୋଇଛନ୍ତି। ରନ୍‌ ଅଧିକ…

ଅଧାରୁ ବନ୍ଦ ହେଲା କଂଗ୍ରେସର ପଦଯାତ୍ରା

ବେଙ୍ଗାଲୁରୁ,୧୩।୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କର୍ନାଟକରେ ଚାଲିଥିବା କଂଗ୍ରେସ ପଦଯାତ୍ରାକୁ ଗୁରୁବାର ଅଧାରୁ ବନ୍ଦ କରି ଦିଆଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଫୋନ କରି…

ବୁଣାକାରଙ୍କ ଚମତ୍କାରିତା: ଦିଆସିଲି ଖୋଳରେ ପ୍ୟାକ୍‌ ହେଉଛି ଶାଢ଼ି

ଜଣେ ବୁଣାକାର ଏମିତି କୌଶଳରେ ଶାଢ଼ି ବୁଣିଛନ୍ତି, ଯାହା ଦେଖିଲେ ଆଶ୍ଚର୍ଯ୍ୟ ହେବେ। କାରଣ ଶାଢ଼ିଟି ଏକ ଦିଆସିଲି ଖୋଳରେ ବି ପ୍ୟାକ୍‌ ହୋଇପାରୁଛି। ତେଲେଙ୍ଗାନାର ସିର୍କିଲା…

ସନ୍ନ୍ୟାସ ନିଷ୍ପତ୍ତିରୁ ୟୁଟର୍ନ

କଲମ୍ବୋ,୧୩।୧: କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ଘୋଷଣା କରିବାର ଦିନ କେଇଟାରେ ନିଷ୍ପତ୍ତିରୁ ୟୁଟର୍ନ ନେଇଛନ୍ତି ଶ୍ରୀଲଙ୍କା ଖେଳାଳି ଭାନୁକା ରାଜପାକ୍ଷେ। ଏ ନେଇ ଶ୍ରୀଲଙ୍କା ବୋର୍ଡ…

ଓସିଏସ୍‌ ମେନ୍‌ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଓଡିଶା ସିଭିଲ ସର୍ଭିସ ମେନ୍‌ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି କରାଯାଉଛି। ପରୀକ୍ଷାର୍ଥୀ ମେନ୍‌ ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। କରୋନା ସ୍ଥିତି…

ଆଉ ଏକ ନୂଆ ଗୀତ ଗାଇଲେ ‘ବଚ୍‌ପନ୍‌ କା ପ୍ୟାର୍‌’ ଫେମ୍‌

ମୁମ୍ବାଇ: କିଛିଦିନ ତଳେ ‘ଜାନେ ମେରୀ ଜାନେ ମନ୍‌, ବଚପନ୍‌ କା ପ୍ୟାର୍‌’ ଗୀତ ଗାଇ ଚର୍ଚ୍ଚାକୁ ଆସିଥିବା କୁନି ଗାୟକ ସହଦେବ ଦିର୍ଦୋ ଏକ ସଡ଼କ…

ଫର୍ମ ଫେରିବା ସଙ୍କେତ ଦେଲେ କୋହଲି

କେପ୍‌ ଟାଉନ,୧୩।୧: ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ରେ ଫର୍ମକୁ ଫେରିଥିବା ସଙ୍କେତ ଦେଇଛନ୍ତି।…

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୧୪ ତାରିଖ – Daily Horoscope

ମେଷ ଆଜିର ରୋହିଣୀବୃଷ ଯୋଗ ନୂତନ ବନ୍ଧୁତ୍ୱସୂତ୍ରରେ ବାନ୍ଧିଦେଇପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରି ଖୁସି ହେବେ। ଅର୍ଥସଂକଟ ସଙ୍ଗକୁ ସାମାଜିକ ସ୍ତରରେ ପ୍ରତିକୂଳ…