ମଣ୍ଡି ଖୋଲିଲା, ଧାନ ଉଠିଲାନି

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲାରେ ବହୁ ବିଳମ୍ବରେ ବୁଧବାର ଧାନମଣ୍ଡିର ଶୁଭାରମ୍ଭ ହୋଇଛି। ତେବେ ଆରମ୍ଭରୁ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମଣ୍ଡି ଖୋଲିଲା, କିନ୍ତୁ ଧାନ ଉଠି…

ସାଇଡ୍‌ମରାରୁ ଗଣ୍ଡଗୋଳ, ପାଟି ବନ୍ଦ କରିବାକୁ କହିବାରୁ ହତ୍ୟା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ସୁନ୍ଦରପଦାର ଦୀପକ କୁମାର ରାଉତରାୟଙ୍କ ହତ୍ୟା ମାମଲାରେ ଏୟାରଫିଲ୍ଡ ଥାନା ପୋଲିସ ଆଉ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାର ରହସ୍ୟ ଉନ୍ମୋଚନ କରିଛିି।…

ୟୁପି ବିଧାନସଭା ନିର୍ବାଚନ: ୪୮ ଘଣ୍ଟାରେ ଭାଜପାର ୬ ବିଧାୟକ ଦେଲେ ଇସ୍ତଫା

ଲକ୍ଷ୍ନୌ,୧୩ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବା ପରେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି ।…

ଅଦିନିଆ ବର୍ଷାରେ ଭିଜିଲା ଧାନ, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ

ଡେରାବିଶ,୧୩ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଅଞ୍ଚଳରେ ମଙ୍ଗଳବାର ରାତିରୁ ପୁଣି ଥରେ ଆରମ୍ଭ ହୋଇଛି ଅଦିନିଆ ବର୍ଷା । ଚାଷୀଙ୍କ ପାଚିଲା ଓ ଅମଳକ୍ଷମ ଧାନ ଭିଜିଛି…

ତୈଳ ନିଗମ ପାଇପ ଲାଇନ କାମ ଆରମ୍ଭ

କୁଜଙ୍ଗ,୧୩ା୧ (ଡି.ଏନ.ଏ.):  ବିରୋଧ ଯୋଗୁ ଦୀର୍ଘ ୮ମାସ ହେଲା ଅଧାରେ ଅଟକି ଥିବା ପାରାଦୀପ-ହାଇଦ୍ରାବାଦ ପାଇପ ଲାଇନ କାର୍ଯ୍ୟ ବୁଧବାର ପୁଣି ଆରମ୍ଭ ହୋଇଛି। ଭାରତୀୟ ତୈଳ…

‘ପୂର୍ବତଟ ରେଳପଥକୁ ଦୁର୍ବଳ କରିବାକୁ ଷଡ଼ଯନ୍ତ୍ର’

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପୂର୍ବତଟ ରେଳପଥର ସିଂହଭାଗ ଓଡ଼ିଶାରେ ରହିଛି। ୧୯୯୬ରେ ଗଠିତ ଏହି ରେଳ ଜୋନ୍‌ର ମୁଖ୍ୟାଳୟ ମଧ୍ୟ ଭୁବନେଶ୍ୱରଠାରେ ରହିଛି। ଏହା ଓଡ଼ିଶାବାସୀଙ୍କ ସ୍ବାଭିମାନ ଓ ସଂଗ୍ରାମର…

କୋଟିଆ ସୀମା ବିବାଦ: ପୁଣି ସୁପ୍ରିମକୋର୍ଟ ଗଲା ଓଡ଼ିଶା

ନୂଆଦିଲ୍ଲୀ,୧୩।୧ : କୋରାପୁଟ ଜିଲାର କୋଟିଆ ଅଞ୍ଚଳ ସୀମା ବିବାଦକୁ ନେଇ ଓଡ଼ିଶା ସରକାର ବୁଧବାର ପୁଣିଥରେ ଆନ୍ଧ୍ର ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ର…

ଓସିଏସ୍‌ ମେନ୍‌: ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ଏବେ ଉପରମୁହାଁ ରହିଛି। ଆହୁରି ଦୁଇମାସ ଏହି ଧାରା ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିସାରିଲାଣି। ଏଭଳି ସ୍ଥିତିରେ ଓଡ଼ିଶା…

ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ବହୁ ଲୋକ ନେଇ ନାହାନ୍ତି ଟିକାର ଗୋଟିଏ ବି ଡୋଜ୍‌…

ଜେନେଭା, ୧୩।୧ : ପୃଥିବୀରେ କୋଭିଡ -୧୯ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏହାର ସଦ୍ୟତମ ମହାମାରୀ ରିପୋର୍ଟରେ ଉଲ୍ଲେଖ କରିଛି ଯେ,…

ସାମାନ୍ୟ ନୁହେଁ ଓମିକ୍ରନ୍‌: ଏକ ସପ୍ତାହ ମଧ୍ୟରେ ବିଶ୍ୱରେ ଦେଢ କୋଟି ସଂକ୍ରମିତ, ୪୮ ହଜାର ମୃତ୍ୟୁ

ଜେନେଭା,୧୩ ।୧: ସାରା ବିଶ୍ୱରେ କରୋନା ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ହୋଇଚାଲିଛି । ଇତିମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଏକ ନୂଆ ରିପୋର୍ଟରେ ଦର୍ଶାଇଛି ଗତ ସପ୍ତାହ…