କରୋନା ତୃତୀୟ ଲହର: ଦେଶରେ ପ୍ରଥମଥର ୨୪ ଘଣ୍ଟାରେ ୨ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୩ ।୧: କରୋନାର ତୃତୀୟ ଲହର ଦେଶରେ ତାଣ୍ଡବ ରଚୁଥିବା ସମୟରେ ପ୍ରଥମଥର ଲାଗି ଗତ ୨୪ ଘଣ୍ଟାରେ ଗୁରୁବାର ୧୨ଟା ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୨,୪୫,୫୨୫…

ଇସ୍ରୋର ହେବନାହିଁ ଘରୋଇକରଣ: ଏସ୍ ସୋମନାଥ

ଥିରୁଭାନନ୍ତପୁରମ(କେରଳ),୧୩ ।୧: ଭାରତୀୟ ମହାକାଶ ଓ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମୁଖ୍ୟ ଭାବେ ରକେଟ ବୈଜ୍ଞାନିକ ଏସ୍ ସୋମନାଥଙ୍କୁ ନିଯୁକ୍ତି ମିଳିଛି । ଏସ୍ ସୋମନାଥଙ୍କର ଏଝଖଠ ଗଳ-ଓଓଓ…

ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

କୋଭିଡ୍‌ ମୁକ୍ତ ଗାଁ ପ୍ରତିଯୋଗିତା, ବିଜେତାଙ୍କୁ ୫୦ ଲକ୍ଷ

ପୁଣେ,୧୨।୧: କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ପୂରା ଦେଶରେ ହୁ ହୁ ହୋଇ ବୃଦ୍ଧ ପାଉଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ଏକ ଅଭିନବ ପ୍ରୟାସ କରିଛି ମହାରାଷ୍ଟ୍ରର…

୫ ଦିନ ହାଇକୋର୍ଟ ଶଟ୍‌ଡାଉନ୍‌

କଟକ ଅଫିସ,୧୨ା୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟକୁ ୫ ଦିନ ଯାଏ ଶଟ୍‌ଡାଉନ୍‌ କରାଯାଇଛି। ଗୁରୁବାର ଅର୍ଥାତ୍‌ ୧୩ରୁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୪୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୯୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

ଇର୍ଫାନ, କପିଳଙ୍କ ସମକକ୍ଷ ହେଲେ ବୁମରା

କେପ୍‌ ଟାଉନ,୧୨।୧: ନ୍ୟୁଲାଣ୍ଡ୍ସରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ସଫଳତା ହାସଲ କରିଛନ୍ତି ଯଶପ୍ରୀତ ବୁମରା। ଏହା ତାଙ୍କ ଟେଷ୍ଟ…

ଲଙ୍କା କେଜି ୭୦୦, ଟମାଟୋ ୨୦୦

କଲମ୍ବୋ,୧୨ା୧: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କା ଏବେ ଦେବାଳିଆ ସ୍ଥିତିରେ ପହଞ୍ଚିଛି। ଶ୍ରୀଲଙ୍କାରେ ଦୈନନ୍ଦିନ ସାମଗ୍ରୀର ମୂଲ୍ୟ ଅହେତୁକ ଭାବରେ ବୃଦ୍ଧି ପାଇଛି। ଏଠାରେ ଖାଦ୍ୟ ଏବଂ…

୬ ଓଭର ତିଷ୍ଠି ପାରିଲେନି ଦୁଇ ଓପନର

କେପ୍‌ ଟାଉନ,୧୨।୧: ନ୍ୟୁଲାଣ୍ଡ୍ସରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ଦୁଇ ଭାରତୀୟ ଓପନର ଫେଲ୍‌ ମାରିଛନ୍ତି। ଏପରି କି ଦୁହେଁ ୬ ଓଭର…

ମହିଳାଙ୍କୁ ଅସଦାଚରଣ ପାଇଁ ଉଲଗ୍ନ କରି ଚଲାଇଲେ

ହାସନ (କର୍ନାଟକ),୧୨।୧: ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଉଲଗ୍ନ କରି ଚଲାଇଛନ୍ତି ସ୍ଥାନୀୟ ଲୋକେ। ଏଭଳି ଘଟଣା ଘଟିଛି…