ମନ୍ତେଇଠାରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିଲା

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୧୨।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତେଇ ପଞ୍ଚାୟତର ଅଶୃଙ୍ଖଳ ନାଳ ଉପରେ ନିର୍ମାଣାଧୀନ ମନ୍ତେଇ ବିଜୁ ସେତୁ ମଙ୍ଗଳବାର ମଧ୍ୟାହ୍ନରେ ଭୁଶୁଡ଼ି ପଡ଼ିଛି।…

ବେଆଇନ ଖନନ ରାଜସ୍ବ ଚୋରି: ଏନ୍‌ଜିଟି

ଯାଜପୁର ଅଫିସ,୧୨।୧: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ଚାଲିଥିବା ବେଆଇନ ବାଲି ଖାଦାନ ମାମଲା ଉପରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)…

ପଶ୍ଚିମରୁ ଉପକୂଳ ବର୍ଷିଲା

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ବିଶେଷ କରି ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା,…

କଓ୍ବୋଇସି ଅପ୍‌ଡେଟ୍‌ ନାଁରେ ୫୦ ହଜାର ଠକେଇ

ପାଟକୁରା,୧୨।୧(ଡି.ଏନ୍‌.ଏ.): ପାଟକୁରା ଥାନା ଅନ୍ତର୍ଗତ ଶ୍ରୀଚନ୍ଦନପୁର ଗଁାର ନାନକ କୁମାର ସାହୁ (୪୧) ସାଇବର ଠକେଇର ଶିକାର ହୋଇଛନ୍ତି। ମୋବାଇଲ୍‌ରେ ୧୦ ଟଙ୍କା ରିଚାର୍ଜ କରି କେୱାଇସି…

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା

ରାଜନଗର, ୧୨।୧ (ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ବୁଧବାରଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାର ନଦୀ ନାଳରେ ଥିବା ବଉଳା କୁମ୍ଭୀରଙ୍କ…

ଆପଣଙ୍କ ବ୍ଲକରେ କେବେ ନିର୍ବାଚନ ଜାଣନ୍ତୁ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଏହି ଘୋଷଣା…

ନିର୍ବାଚନ ଘୋଷଣା ନିଷ୍ପତ୍ତି କମିଶନଙ୍କ ନିଜସ୍ବ ନୁହେଁ: କଂଗ୍ରେସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍‌ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା। ରାଜ୍ୟ ସରକାର…

କ’ଣ ଥିଲା ମିହିର ଦାସଙ୍କ ଶେଷ ଇଚ୍ଛା….

ମିହିର ଦାସ, ଭୂମିକା ଯେଉଁଭଳି ହୋଇଥାଉନା କାହିଁକି ତାକୁ ସଫଳ କରାଇବାର କାଇଦା ତାଙ୍କୁ ବେଶ୍‌ ଭଲ ଭାବରେ ଜଣା ଥିଲା। ନାୟକ, ଖଳନାୟକ, ହାସ୍ୟ ଆଉ…

ଆଉ ଜଣେ ଉଠାଦୋକାନୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ମାର୍କେଟ ବିଲ୍ଡିଂରୁ ଉଠା ଦୋକାନକୁ ଉଠାଇ ଦିଆଯିବା ପରେ ଜୀବିକା ହରାଇଥିବା ଜଣକ ପରେ ଜଣେ ବ୍ୟବସାୟୀ ଜୀବନ ହାରିବାରେ ଲାଗିଛନ୍ତି। ରବିବାର ବେଡ୍‌ଶିଟ୍‌ ବ୍ୟବସାୟୀ…

ଦେଶର ବିକାଶ ଯୁବବର୍ଗଙ୍କ ହାତରେ

କୌଣସି ଦେଶର ବିକାଶରେ ଯୁବବର୍ଗଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତ ଯୁବବର୍ଗଙ୍କ ମନୋବଳ ବଢ଼ାଇବା ପାଇଁ ସ୍ବାମୀ ବିବେକାନନ୍ଦ ନିରନ୍ତର ପ୍ରୟାସ କରୁଥିଲେ। ୧୮୬୩ ଜାନୁୟାରୀ ୧୨ରେ…