ପୁଣି ବାଲାଷ୍ଟିକ୍‌ ମିଶାଇଲ୍‌ ପରୀକ୍ଷଣ କଲା ଉତ୍ତର କୋରିଆ

ପ୍ୟୋଙ୍ଗୟଙ୍ଗ,୧୧।୧: ୨୦୨୨ର ପ୍ରଥମ ସପ୍ତାହରେ ପୁଣି ଥରେ ଉତ୍ତର କୋରିଆ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଜାପାନର ତଟରକ୍ଷୀଙ୍କ ଅନୁଯାୟୀ, ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ…

ରାଜଧାନୀରେ ୧୨୦୦ ଡାକ୍ତର, ୭୦୦ ନର୍ସ, ୪୦୦ ପାରାମେଡିକାଲ ଷ୍ଟାଫ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୧ ।୧: କରୋନା ସଂକ୍ରମଣ ମଧ୍ୟରେ ଦିଲ୍ଲୀର ହସ୍ପିଟାଲ ଗୁଡିକ ଅଡୁଆରେ ପଡିଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଦିଲ୍ଲୀରେ ୪୦ରୁ ଅଧିକ ସରକାରୀ ହସ୍ପିଟାଲ…

ପଞ୍ଚାୟତିରାଜ ବିଭାଗରେ ୨୧୦ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ୨୧୦ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତି ମିଳିଛି। ସେମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ…

୬୫ କୋଟିର ହେରୋଇନ ଜବତ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟକୁ ନିଷିଦ୍ଧ ନିଶାଦ୍ରବ୍ୟ ହେରୋଇନ୍‌ ଚାଲାଣ କରୁଥିବା ଏକ ବଡ଼ ଆନ୍ତଃରାଜ୍ୟ ର଼୍ୟାକେଟକୁ ପଶ୍ଚିମବଙ୍ଗ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)…

୫ ଲକ୍ଷ ‘ଓମିସିଓର’ କିଟ୍‌ ମଗାଇଲା ଓଡ଼ିଶା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦେଶରେ ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଭୂତାଣୁ ଚିହ୍ନଟ ପାଇଁ କରୋନା ଆକ୍ରାନ୍ତଙ୍କ ନମୁନାକୁ…

ତାମିଲନାଡ଼ୁରେ ‘ଜାଲ୍ଲିକାଟ୍ଟୁ’କୁ ଅନୁମତି

ଚେନ୍ନାଇ, ୧୧ା୧:କୋଭିଡ୍‌ ସଂକ୍ରମଣ ବୃଦ୍ଧି ମଧ୍ୟରେ ତାମିଲନାଡ଼ୁ ସରକାର ସୋମବାର ଜାଲ୍ଲିକାଟ୍ଟୁ (ଷଣ୍ଢକୁ କାବୁ କରିବା ପ୍ରତିଯୋଗିତା)କୁ ଅନୁମତି ଦେଇଛନ୍ତି। ପ୍ରତିବର୍ଷ ଜାନୁୟାରୀରେ ପୋଙ୍ଗଲ ସମୟରେ ଏହି…

ରୋଗ ପ୍ରତିରୋଧକ ଶକ୍ତିକୁ ଦ୍ୱନ୍ଦ୍ୱରେ ପକାଉଛି ଫାଷ୍ଟ ଫୁଡ୍‌

ଲଣ୍ଡନ, ୧୧ା୧:ଜୀବାଣୁ, ଭୂତାଣୁ ସହ ଲଢ଼ି ଆମକୁ ସୁସ୍ଥ ରଖିବାରେ ଇମ୍ୟୁନୋ ସିଷ୍ଟମ ବା ରୋଗ ପ୍ରତିରୋଧକ ଶକ୍ତି କାମ କରିଥାଏ। ଆମେ ପ୍ରତିଦିନ କୋଟି କୋଟି…

ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୦.୮୨ କୋଟି, ଚାଇନାର ଆଉ ଏକ ସହରରେ ଲକଡାଉନ

ୱାଶିଂଟନ/ଲଣ୍ଡନ/ବେଜିଂ,୧୧ ।୧: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ସଂକ୍ରମଣକୁ ଦେଖିଲେ ଗତ ୨୪ ଘଣ୍ଟାରେ ୧୮.୫ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

ଜୟ ଯବାନ, ଜୟ କିଷାନ

ଦେଶରେ ପ୍ରଥମେ ଜୟ ଯବାନ, ଜୟ କିଷାନ ସ୍ଲୋଗାନ୍‌ ଆରମ୍ଭ କରିଥିବା ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଗୁଜୁରାଟ ଆନନ୍ଦର ଅମୁଲ ଦୁଗ୍ଧ ସମବାୟ…

୨ ବର୍ଷରେ ଇବ୍‌ ନଦୀ ଉପରେ ହେବ ୨ ବ୍ୟାରେଜ

ଭୁବନେଶ୍ୱର,୧୧ା୧(ବ୍ୟୁରୋ)"ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସୁନ୍ଦରଗଡ଼ ସଦର ବ୍ଲକ୍‌ ଅନ୍ତର୍ଗତ କୋପସିଙ୍ଗା ଓ କୁଡ଼ାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍‌ ନଦୀ ଉପରେ ନିର୍ମାଣ…