‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ: ୧୫ କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୯ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ…

ରାୟଗଡ଼ା, କନ୍ଧମାଳ ଜିଲାପାଳଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୩୧।୧୦: ସ୍ବେରେଜ ଟାଙ୍କିରେ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ହାଇକୋର୍ଟ ରାୟଗଡ଼ା ଓ କନ୍ଧମାଳ ଜିଲାପାଳଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ଶ୍ରମିକ…

ମୋ ବସ୍‌ ସେବା ପାଇଁ କ୍ରୁଟ୍‌କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସଫଳତାର ଆଉଏକ ପାହାଚ ଚଢିଛି କ୍ରୁଟ୍‌ (କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ)। କେନ୍ଦ୍ର ସରକାରଙ୍କ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ…

ଝିଅ ପ୍ରେମ ବିବାହ କରିବାରୁ ନର୍ମଦାରେ ବୁଡ଼ାଇବା ସହ ଲଣ୍ଡା କଲେ ପିତା, ଆଉ ତା’ ପରେ…

ଭୋପାଳ,୩୧ା୧୦: ଜଣେ ଯୁବତୀ ଅନ୍ୟଜାତିର ଯୁବକଙ୍କୁ ପ୍ରେମ ବିବାହ କରିବାରୁ ଯୁବତୀଙ୍କ ପିତା ଶୁଦ୍ଧିକରଣ ପାଇଁ ନର୍ମଦା ନଦୀରେ ବୁଡ଼ାଇବା ସହ ଲଣ୍ଡା କରିଦେଇଛନ୍ତି। ଏପରି ସମ୍ବେଦନଶୀଳ…

ବନ୍ୟପ୍ରାଣୀ ଆଇନ ସଂଶୋଧନ ନେଇ ସନ୍ଦେହ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ଦିନକୁ ଦିନ ଓଡ଼ିଶା ସମେତ ଦେଶରେ ବନ୍ୟପ୍ରାଣୀ ଅପରାଧ ବଢ଼ିବାରେ ଲାଗିଛି। ଆଇନରେ ଥିବା ଗଳାବାଟରେ ଅପରାଧୀମାନେ ସହଜରେ ଖସିଯାଉଛନ୍ତି। ତେଣୁ ଆଇନକୁ କିପରି…

ପାକିସ୍ତାନକୁ ଆତଙ୍କବାଦୀ ସଂଗଠନ ଆଇଏସ୍‌ର ଧମକ…

ଇସଲାମାବାଦ୍‌,୩୧।୧୦: ଆତଙ୍କବାଦୀ ସଂଗଠନ ଆଇଏସ-ଖୋରାସାନ (ଆଇଏସ-କେ) ସାରା ବିଶ୍ୱରେ ଶାରିଆ ଆଇନ କାର୍ଯ୍ୟକାରୀ କରିବାକୁ ଚାହୁଁଛି। ଏହି ସଂଗଠନ ଚେତାବନୀ ଦେଇଛି ଯେ ବିଶ୍ୱରେ ଯେ କେହି…

ନନ୍ଦ ସାର୍‌ଙ୍କ ଜୀବନୀ ଉପରେ ଚଳଚ୍ଚିତ୍ର

ଯାଜପୁର ଅଫିସ,୩୧।୧୦: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା ଗ୍ରାମର ଚାଟଶାଳୀ ଶିକ୍ଷକ ତଥା ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ଜୀବନୀ ଉପରେ ତିଆରି ହେଉଛି ଏକ…

ବିଜୁ ଶ୍ରମିକ ସାମ୍ମୁଖ୍ୟରେ ମିଶିଲେ ହଜାରେ ଶ୍ରମିକ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୪୨ଟି ସ୍ଥାନୀୟ ଓ ରାଜ୍ୟସ୍ତରୀୟ ଟ୍ରେଡ୍‌ ୟୁନିୟନର ପ୍ରାୟ ୧ ହଜାର ଶ୍ରମିକ ଓ କର୍ମଚାରୀ ଶ୍ରମିକ ନେତା ନବ କିଶୋର ମହାନ୍ତିଙ୍କ ନେତୃତ୍ୱରେ ଶନିବାର…

୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ଟିକେଟରେ ଯାତ୍ରାକୁ ଅନୁମତି

ଭୁବନେଶ୍ୱର,୩୧।୧୦: ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ବଗିରେ ଅଣସଂରକ୍ଷିତ ଟିକେଟ୍‌ ଦ୍ୱାରା ଯାତ୍ରୀ ଯାତ୍ରା କରିପାରିବେ ବୋଲି ରେଳପଥ ପକ୍ଷରୁ ନିଷ୍ପତ୍ତି…

୧ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ…