ପୁଣି ଟାର୍ଗେଟ କଲେ ନବାବ: ବଲିଉଡକୁ ବଦନାମ କରିବାକୁ ଷଡଯନ୍ତ୍ର

ମୁମ୍ବାଇ,୨୯।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲା ଏକ ଷଡଯନ୍ତ୍ର। ବଲିଉଡ୍‌କୁ ମହାରାଷ୍ଟ୍ର ବାହାରକୁ ଉଠାଇ ନେବାକୁ ଭାଜପା ଏହି ଷଡଯନ୍ତ୍ର ରଚିଛି। ବଲିଉଡକୁ ବଦନାମ କରିବାକୁ ଏହି…

ଭାରତକୁ ବିଶ୍ୱ ଚାମ୍ପିୟନ କରିଥିବା ଖେଳାଳି ହୋଇପାରନ୍ତି ପାକିସ୍ତାନର ନୂଆ କୋଚ୍‌, କିଛି ଏଭଳି…

ଦୁବାଇ,୨୯।୧୦: ୨୦୧୧ ମସିହାରେ ଟିମ୍‌ ଇଣ୍ଡିଆ ବିଶ୍ୱକପ ଟାଇଟଲ ଜିତିଥିଲା। ଏହି ସମୟରେ ଦଳର କୋଚ୍‌ ଥିଲେ ଦକ୍ଷିଣ ଆଫ୍ରିକାର ଗ୍ୟାରି କିର୍ଷ୍ଟେନ। ଏବେ ସେ ପାକିସ୍ତାନ…

ଟିଏମସିରେ ଯୋଗ ଦେଲେ ଅଭିନେତ୍ରୀ ନଫିସା ଅଲ୍ଲୀ

ପାଣାଜୀ,୨୯।୧୦:ଅଭିନେତ୍ରୀ ନଫିସା ଅଲ୍ଲୀ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି । ଗୋଆରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସିର ମୁଖ୍ୟ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ…

ପିଲାର ଏମିତି ଅଜବ ନାମ ରଖିଲେ ମାତାପିତା, ଶୁଣିଲେ ମୁଣ୍ଡରେ ଦେବେ ହାତ

ସାଧାରଣତଃ ପିଲାଟିଏ ଜନ୍ମ ହେଲେ ପରିବାର ଲୋକେ ନାମକରଣ କରିଥାନ୍ତି। ଏଥିରୁ କେତେକ ନାଁ କୌତୂହଳ ସୃଷ୍ଟି କରିଥାଏ। ଏବେ ଇଣ୍ଡୋନେସିଆରେ ରହୁଥିବା ଜଣେ ନାବାଳକଙ୍କ ନାଁ…

ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ : ଗ୍ରୀଲ ଭାଙ୍ଗି ନେଇଗଲେ …

କୋକସରା,୨୯।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଟେମରା ହଂସପଡା ଗାଁର ପୂର୍ବତନ ବ୍ୟାଙ୍କ ମ୍ୟନେଜର ନରେନ୍ଦ୍ର ନାଏକଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି।…

ପୁଅ ଗିରଫ ହେବା ପରେ ‘ମନ୍ନତ’ ଛାଡ଼ି ଚାଲି ଯାଇଥିଲେ ଶାହାରୁଖ; କାରଣ ଜାଣିଲେ…

ବମ୍ବେ: ଦୀର୍ଘ ତିନି ସପ୍ତାହ ପରେ କିଙ୍ଗ ଖାନ୍‌ ଶାହାରୁଖଙ୍କ ପୁଅ ଆର୍ୟନଙ୍କୁ ମିଳିଛି ଜାମିନ। କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଛନ୍ଦି ହୋଇ ଜେଲରେ ଥିଲେ ସେ।…

ମୁଣ୍ଡଳି ବ୍ୟାରେଜରୁ ଡେଇଁଥିବା ବ୍ୟକ୍ତିଙ୍କ ଏଯାଏ ମିଳୁନି ସନ୍ଧାନ

ବାରଙ୍ଗ,୨୯।୧୦(ଡି.ଏନ୍‌.ଏ.): ମୁଣ୍ଡଳି ବ୍ୟାରେଜରୁ ମହାନଦୀକୁ ଡେଇଁ ନିଖୋଜ ଥିବା ଯୁବକଙ୍କୁ ଶୁକ୍ରବାର ପୁଣି ଖୋଜାଖୋଜି ଆରମ୍ଭ ହୋଇଛି। ସକାଳେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖାଜାଖୋଜି ଆରମ୍ଭ କରିଛନ୍ତି।…

ରୋମ୍‌ରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ରୋମ,୨୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୫ ଦିନିଆ ଇଟାଲୀ ଗସ୍ତାରେ ଯାଇ ରୋମ୍‌ରେ ପହଞ୍ଚିଛନ୍ତି। ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟସୂଚୀ ବହୁତ ବ୍ୟସ୍ତ ବହୁଳ…

ଆର୍ୟନଙ୍କୁ ଜାମିନ ମିଳିଲା ପରେ ଏମିିତି ଫଟୋ ଶେୟାର କଲେ ଭଉଣୀ

ମୁମ୍ବାଇ : କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଆର୍ୟନ ଖାନଙ୍କୁ ଗୁରୁବାର ବମ୍ବେ ହାଇକୋର୍ଟରୁ ଜାମିନ୍‌ ମିଳିଛି । ତେବେ ଆର୍ୟନଙ୍କୁ ଜାମିନ ମିଳିବା ପରେ…

ମାଛ ଗାଁ କେନାଲରେ ୧୫ ଫୁଟର ଘାଇ

କଟକ ସଦର,୨୯ା୧୦(ଡି.ଏନ୍‌.ଏ.): ଜଗତସିଂହପୁର ଜଳସେଚନ ଡିଭିଜନ ଅଧିନସ୍ଥ ମାଛ ଗାଁ କେନାଲ ବାମପାର୍ଶ୍ୱ ବନ୍ଧ ପରମହଂସଠାରେ ଗୁରୁବାର ରାତିରେ ୧୫ ଫୁଟ ଓସାରର ଏକ ଘାଇ ସୃଷ୍ଟି…