ସମ୍ପତ୍ତି ବାଜ୍ୟାପ୍ତି ଲଟ୍‌କା ଲଗାଇଲା ପୋଲିସ

ଛେଣ୍ଡିପଦା,୭ ।୧ (ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଶିମିଳିପାଳ ପଞ୍ଚାୟତ ସାପୋଇନାଳି ଗ୍ରାମର ଗଞ୍ଜେଇ ମାଫିଆ ଚିତ୍ତରଞ୍ଜନ ସାହୁ ଓରଫ ପିଣ୍ଟୁ ଏବଂ ତାଙ୍କ ପରିବାର…

ଆଜିଠୁ ଷଷ୍ଠରୁ ଯୁକ୍ତ ୨ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣର ଦ୍ରୁତଗତି ଏବଂ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଆସନ୍ତା ୭ ତାରିଖଠାରୁ କଟକଣାକୁ ଅଧିକ କଡ଼ାକଡ଼ି କରିଛନ୍ତି। ପ୍ରାଥମିକ…

ଆଜିଠାରୁ ଭୁବନେଶ୍ୱର ବିମାନବନ୍ଦର ଯାତ୍ରୀଙ୍କର ଆର୍‌ଟି-ପିସିଆର ଟେଷ୍ଟ

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ମଧ୍ୟ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧିପାଇଛି। ଏହାକୁ ଦୃଷ୍ଟିରେ…

ଆଜିଠାରୁ ରାତି ୯ରୁ କର୍ଫୁ

ଅନୁଗୋଳ ଅଫିସ,୭।୧- ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ୭ ତାରିଖରୁ ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ କର୍ଫୁ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।…

୪୨ ବର୍ଷରେ ନାଲ୍‌କୋ ଆଜି ପ୍ରତିଷ୍ଠା ଦିବସ

ବଅଁରପାଳ,୭।୧(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋ ଶୁକ୍ରବାର ଏହାର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ଚଳିତ ବର୍ଷ କମ୍ପାନୀ ୪୨…

ସୁରକ୍ଷାକର୍ମୀଙ୍କୁ ବଡସଫଳା: ୩ ଆତଙ୍କବାଦୀ ନିହତ

ଜମ୍ମୁ,୭ ।୧: କଶ୍ମୀର ବଡଗାମର ଜୋଲୱା କ୍ରାଲପୋରା ଛାଦୋରା ଅଞ୍ଚଳରେ ଚାଲିଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏଥିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି…

୬୩ ଲକ୍ଷ କାମ: ୬ ମାସ ନ ପୂରୁଣୁ ପୁଣି ୨୪ ଲକ୍ଷ

ପଟ୍ଟାମୁଣ୍ଡାଇ,୭ା୧ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଦଶ ହଜାରୀ ଉତିକଣ ବନ୍ୟାବନ୍ଧ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୩ ଲକ୍ଷ ଟଙ୍କାର କାମ ହୋଇଛି ବୋଲି ପୂର୍ତ୍ତ…

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ବ୍ୟୁରୋ)/ ମାହାଙ୍ଗା(ସ୍ବ.ପ୍ର.),୭ା୧:ମାହାଙ୍ଗା ଡବଲ ମର୍ଡର ଘଟଣାକୁ ବର୍ଷେ ପୂରିଛି। ଏହି ଅବସରରେ ଗୁରୁବାର ମାହାଙ୍ଗାରେ ଆୟୋଜିତ ଏକ ସ୍ମୃତିସଭାରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଫିଲ୍ମ ‘ରାଧେ ଶ୍ୟାମ’କୁ ନେଇ ଏମିତି କହିଲେ ପୂଜା

ସାଉଥ୍‌ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗ୍‌ଡେଙ୍କ ଅଭିନୀତ ଫିଲ୍ମ ‘ରାଧେ ଶ୍ୟାମ’କୁ ଦର୍ଶକ ବହୁ ଦିନରୁ ଅପେକ୍ଷା କରି ରହିଛନ୍ତି। ଜାନୁୟାରୀ ୧୪ରେ ଏହି ଫିଲ୍ମଟି…

ଧଳା କୁମ୍ଭୀର ଶାବକର ନାମ ଦିଆଗଲା ଶ୍ୱେତା

ରାଜନଗର, ୭ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଶାବକ ଧଳା କୁମ୍ଭୀର ପର୍ଯ୍ୟଟକଙ୍କ ମନ…