ରାଶିଫଳ: ବୁଧବାର, ଜାନୁୟାରୀ ୫ ତାରିଖ – Daily Horoscope

ମେଷ ପର ଲୋକଙ୍କ ସାହାଯ୍ୟ,ସହଯୋଗ ବିଶେଷଭାବରେ ଅନୁଭୂତ ହେବ। ଯୁକ୍ତିଯୁକ୍ତ କଥା ଓ ନିରପେକ୍ଷ ନ୍ୟାୟ ପ୍ରଦାନ କରି ବନ୍ଧୁଗହଣରେ ବହୁ ଚର୍ଚ୍ଚିତ ହେବେ। ଚେଷ୍ଟା କରୁଥିବା…

ବାର୍‌ହା ଫାଶରେ ବାଘ

ତିଗିରିଆ,୪।୧(ଡି.ଏନ୍‌.ଏ.): କଟକ ଜିଲା ତିଗିରିଆ ବନାଞ୍ଚଳର ଭିରୁଡ଼ା ଗ୍ରାମ ନିକଟସ୍ଥ ଶିବ ମନ୍ଦିର ନିକଟରେ ଏକ କଲରାପତରିଆ ବାଘ ଫାଶରେ ପଡ଼ି ମୃତ୍ୟୁ ଘଟିଛି। ବାରହା ଶିକାର…

ତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଫକୀରପୁର ଗ୍ରାମର ତାରିଣୀ ମନ୍ଦିରରୁ ସୋମବାର ରାତିରେ ଚୋରି ହୋଇଛି। ତାଲା ଭାଙ୍ଗି ଦୁର୍ବୃତ୍ତମାନେ ସୁନା ମୁକୁଟ, ଠାକୁରାଣୀଙ୍କ…

୯ ମାସ ଶିଶୁର ବଢ଼ୁଛି ମୁଣ୍ଡ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପ୍ରତାପପୁର ଗାଁର ପୁଷ୍ପାଞ୍ଜଳି ନାହାକଙ୍କ ୯ ମାସର ଶିଶୁ ପୁତ୍ରଙ୍କ ଦିନକୁ ଦିନ ମୁଣ୍ଡ ବଡ଼ ହେବାରେ ଲାଗିଛି। ତାଙ୍କର…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ୧୦ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୪।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୦ରେ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ନିର୍ବାଚନ ପାଇଁ ଆଲୋଚନା ହେବାର ସୂଚନା ରହିଛି।…

୪୪ ଦିନ ଧାରଣାରେ ପୂର୍ଣ୍ଣଚ୍ଛେଦ: ସୁମିତଙ୍କ ଘରେ ରହିବେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଶେଷରେ ୪୪ ଦିନ ଧାରଣାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁ ବୈବାହିକ ଜୀବନରେ ବିବାଦ ମାମଲାରେ ଛତ୍ରପୁର ଜିଲା କୋର୍ଟ ମଙ୍ଗଳବାର…

ତୃତୀୟଥର କରୋନା ଆକ୍ରାନ୍ତ ହେଲେ ବାବୁଲ ସୁପ୍ରିୟୋ

କୋଲକତା,୪।୧: ପୂର୍ବତନ ଭାଜପା ଏମ୍‌ପି ତଥା ଟିଏମସି ନେତା ବାବୁଲ ସୁପ୍ରିୟୋ ପୁଣି ଥରେ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି।…

ବିହାରରେ ଆତଙ୍କବାଦୀ ସଂଗଠନକୁ ସକ୍ରିୟ କରୁଛନ୍ତି ଚାଇନା-ପାକିସ୍ତାନ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଗଲା ଗୁପ୍ତ ସୂଚନା…

ନୂଆଦିଲ୍ଲୀ, ୪।୧ : ଇଣ୍ଡିଆନ୍‌ ମୁଜାହିଦ୍ଦିନ (ଆଇଏମ) ଆତଙ୍କବାଦୀ ସଂଗଠନ ନେପାଳରେ ଆଶ୍ରୟ ନେଇଛି। ସଂଗଠନ  ବିହାର ଏବଂ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ବେଶ୍‌ ସକ୍ରିୟ ହେବାରେ…

୧୦୦ ବର୍ଷ ମଧ୍ୟରେ ଦ୍ୱିତୀୟ କ୍ରିକେଟର୍‌ ଭାବେ ଏମିତି ରେକର୍ଡ କଲେ ପୂଜାରା

ଜୋହାନ୍ସବର୍ଗ,୪।୧:ଭାରତୀୟ କ୍ରିକେଟର୍‌ ଚେତେଶ୍ୱର ପୂଜାରାଙ୍କ କ୍ୟାରିୟର୍‌ ଏବେ ବିପଦଳରେ ରହିଛି। ଲଗାତାର ସେ ବ୍ୟାଟିଂ ଫ୍ଲପ୍‌ ସାବ୍ୟସ୍ତ ହୋଇଛନ୍ତି। ସୋସିଆଲ ମିଡିଆରେ ଲୋକମାନେ ତାଙ୍କୁ ଦଳରୁ ହଟାଇବାକୁ…

ଚର୍ଚ୍ଚାରେ କ୍ୟାଟ୍ରିନାଙ୍କ ମଙ୍ଗଳସୁତ୍ର: ଦାମ୍‌ ରହିଛି…

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ବିବାହ ପରେ ସୋସିଆଲ ମିଡିଆରେ ସକ୍ରିୟ ହୋଇପଡିଛନ୍ତି। ପ୍ରଶଂସକଙ୍କ ସହ ନୂଆ ନୂଆ ଫଟୋ ମଧ୍ୟ ଶେୟାର କରୁଛନ୍ତି। ନିକଟରେସେ ସେ…