କାନପୁରରେ ପ୍ରଥମ ଜିକା ଭାଇରସ ରୋଗୀ

କାନପୁର,୨୪ ।୧୦: ଉତ୍ତର ପ୍ରଦେଶର କାନପୁରରେ ଦେଶର ପ୍ରଥମ ଜିକା ଭାଇରସ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାପରେ ଦିଲ୍ଲୀରୁ ବିଶେଷଜ୍ଞ ଟିମ କାନପୁରରେ…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଦୁବାଇ,୨୪।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ କିଛି କ୍ଷଣରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ। ଭାରତ ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି ପାକିସ୍ତାନ…

ସ୍ତ୍ରୀଙ୍କ ପାଇଁ କରଓ୍ବାଚୌଥ ଉପବାସ କରନ୍ତି ଏହିସବୁ ସେଲିବ୍ରିଟି

୨୪ ଅକ୍ଟୋବର ଅର୍ଥାତ୍‌ ଆଜି କରଓ୍ବାଚୌଥ ବ୍ରତ ପାଳନ କରାଯାଉଛି। ଆଜି ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏକ ନିର୍ଜଳା ଉପବାସ ପାଳନ କରିବେ।…

କରୱା ଚୌଥ୍‌ରେ ୧୯ବର୍ଷ ତଳର ଲେହେଙ୍ଗା ପିନ୍ଧିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ଭିନ୍ନ ଢ଼ଙ୍ଗରେ ଏଥର କରୱା ଚୌଥ୍‌ ପାଳନ କରିଛନ୍ତି। ସେ ବାହାଘରରେ ପିନ୍ଧିଥିବା ଲେହେଙ୍ଗାକୁ ପିନ୍ଧି ଏଥରର କରଓ୍ବା ଚୌଥ୍‌…

ମ୍ୟାଚ୍‌ ପୂର୍ବରୁ ପ୍ରାର୍ଥନା କଲେ ଦୁଇ ଦେଶର ପ୍ରଶଂସକ

ଦୁବାଇ,୨୪।୧୦: ଶନିବାର ସନ୍ଧ୍ୟାରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଭାରତ ଓ ପାକିସ୍ତାନ। ଟି୨୦ ବିଶ୍ୱକପ୍‌ର ବହୁ ପ୍ରତିକ୍ଷିତ ମ୍ୟାଚ୍‌ ପୂର୍ବରୁ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରାର୍ଥନା…

ଗୋଟିଏ ଦିନ ପୂର୍ବରୁ କରିଥିଲେ ଦଳ ପାଇଁ ପ୍ରଚାର, ଆଜି ଛାଡିଲେ ହାତ

ଭୋପାଳ,୨୪।୧୦: ମଧ୍ୟପ୍ରଦେଶରେ କଂଗେସକୁ ଏକ ବଡ଼ ଝଟ୍‌କା ଲାଗିଛି। ରବିବାର ବଡବାହର କଂଗ୍ରେସ ବିଧାୟକ ସଚିନ ବିର୍ଲାଙ୍କ କଂଗ୍ରେସ ବିଧାୟକ ଦଳ ଛାଡି ଭାଜପାରେ ଯୋଗ ଦେଇଛ।…

ପୁରୁଣା ଫର୍ମକୁ ଫେରିଲେ ଲାଲୁ

ପାଟନା,୨୪।୧୦: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ମୁଖ୍ୟ ଲାଲୁ ପ୍ରସାଦ ଯାଦବ ପ୍ରାୟ ତିନି ବର୍ଷ ପରେ ରବିବାର ପାଟନାକୁ ଫେରୁଛନ୍ତି। ଦିଲ୍ଲୀରୁ ପାଟନା ଯିବା ପୂର୍ବରୁ ଲାଲୁ…

ରାଜଧାନୀରେ ଟମାଟୋ ଦର ଆକାଶଛୁଆଁ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ ହୋଇଛି। ସାଧାରଣ ଲୋକଙ୍କ ପାଇଁ ଏହା କଷ୍ଟକର ହୋଇ ପଡ଼ିଛି। ଏପଟେ ଟମାଟୋ ମୂଲ୍ୟ କିଲୋ ପିଛା ୮୦…

ଯାଜପୁରରେ ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ

ଛତିଆ,୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆ ବିଦ୍ୟାଧରପୁରରେ ଚାଲିଥିବା ଏକ ନକଲି ଜର୍ଦ୍ଦା କାରଖାନା ଉପରେ ରବିବାର ଅଚାନକ ଚଢାଉ ହୋଇଛି। ଏଥିରେ ବିପୁଳ ପରିମାଣରେ ନକଲି ଜର୍ଦ୍ଦା…

ହସ୍ପିଟାଲରେ ଲଖିମପୁର ଘଟଣାର ମୁଖ୍ୟ ଅଭିଯୁକ୍ତ

ଲକ୍ଷ୍ନୌ,୨୪।୧୦: ଲଖିମପୁର ଖେରି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଆଶିଷଙ୍କୁ ଜେଲରୁ ଜିଲା ଡାକ୍ତରଖାନାରେ…