ନୂଆଦିଲ୍ଲୀ, ୩।୧ : ଲଖିମପୁର ଖେରି କାଣ୍ଡ ନେଇ ଏସ୍ଆଇଟି ପକ୍ଷରୁ ୫୦୦୦ ପୃଷ୍ଠାର ଏକ ଚାର୍ଜସିଟ୍ ଦାଖଲ କରାଯାଇଛି। ଚାର୍ଜସିଟ୍ରେ ମୁଖ୍ୟ ଅଭିଯୁକ୍ତ ଭାବେ ସ୍ବରାଷ୍ଟ୍ର…
ଅନୁଗୋଳ ଅଫିସ,୩ା୧: ୧୫ରୁ ୧୮ ବର୍ଷ ବୟସର ପିଲାଙ୍କ କୋଭିଡ୍ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…
ଢେଙ୍କାନାଳ ଅଫିସ୍/ଭୁବନ(ଡି.ଏନ୍.ଏ.), ୩ା୧: ଗୁରୁତର ରୋଗୀଙ୍କୁ ନେଇ ଆସୁଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଅଟୋରିକ୍ସାକୁ ଧକ୍କା ଦେଲା। ପୋଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଗାଡ଼ିରେ ଛଟପଟ ହେଉଥିବା…
ଯୋଡ଼ା,୩ା୧(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ା ବେଣୁଆପାଣି କ୍ୟାମ୍ପ ଅଞ୍ଚଳବାସୀ ଦୀର୍ଘ ଦିନ ହେଲା ବିଦ୍ୟୁତ୍ ଆଲୋକରୁ ବଞ୍ଚିିତ ହୋଇଥିବା ଅଭିେଯୋଗ କରିଛନ୍ତି।…
ଭୁବନେଶ୍ୱର,୩ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓ୍ବାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ମ୍ୟୁନିସିପାଲ କମିଶନର ଓ ଜିଲାପାଳଙ୍କୁ ଚିଠି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…
ଇସଲାମାବାଦ,୩।୧:ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପୂର୍ବତନ ସ୍ତ୍ରୀ ରେହମ ଖାନଙ୍କ କାର ଉପରେ ଅଜ୍ଞାତ ଲୋକମାନେ ଆକ୍ରମଣ କରିଛନ୍ତି। ରେହମ ଖାନ ନିଜେ ଟୁଇଟ କରି ଏହି…
ଚଳିତ ବର୍ଷରେ ଅନେକ ୪ ଚକିଆ ଯାନ ବଜାରକୁ ଆସିବାର ସୂଚନା ରହିଛି। ସେଗୁଡ଼ିକର ଶୁଭାରମ୍ଭ ସମୟ ମଧ୍ୟ ନିର୍ଦ୍ଧାରିତ ହୋଇଛି। ସେଥିମଧ୍ୟରୁ ଜାନୁୟାରୀରେ ଆସିବାକୁ ଥିବା…
ଅନୁଗୋଳ ଅଫିସ,୩ା୧: ଅନୁଗୋଳ ଜିଲାରେ ପ୍ରବେଶ କରିସାରିଛି ମାରାତ୍ମକ କୋଭିଡ୍ ଭୂତାଣୁ ଓମିକ୍ରନ। ପୂର୍ବରୁ ଜିଲାରେ ଚିହ୍ନଟ ହୋଇଥିବା ୨ କରୋନା ଆକ୍ରାନ୍ତଙ୍କ ନମୁନା ଅଧିକ ପରୀକ୍ଷଣ…
ବେଜିଂ, ୩।୧ : ଚାଇନା ସରକାର ହଂକଂରେ ଗଣମାଧ୍ୟମର କଣ୍ଠରୋଧ ପ୍ରକ୍ରିୟା ଜାରି ରଖିଛନ୍ତି। ଗଣମାଧ୍ୟମର ସ୍ବାଧୀନତାକୁ ସୀମିତ କରାଯାଉଛି। ଫଳରେ ହଂକଂରେ କାର୍ଯ୍ୟ କରୁଥିବା ଗଣମାଧ୍ୟମ…