ଶ୍ରୋତାଙ୍କୁ ମତୁଆଲା କରେ ପ୍ରୟତାତ୍ମାଙ୍କ ସଙ୍ଗୀତ

ନିଜ କଣ୍ଠର ଯାଦୁକରି ସ୍ପର୍ଶରେ ଓଡ଼ିଶାର ଅଗଣିତ ଶ୍ରୋତାଙ୍କ ହୃଦୟରେ ଘର କରି ସଙ୍ଗୀତ ଦୁନିଆରେ ବର୍ତ୍ତମାନ ଖୁବ୍‌ ଚର୍ଚ୍ଚାର ପରିସରରେ ଅଛନ୍ତି ପ୍ରୟତାତ୍ମା ରଥ। ନୟାଗଡ଼…

ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ ବୃଦ୍ଧି…

ନବୋଦୟ ସ୍କୁଲର ୮୫ ପିଲା କରୋନା ପଜିଟିଭ୍‌,କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା…

ନୈନିତାଲ, ୨।୧ : ନୈନିତାଲର ସୁୟାଲବାଡ଼ିସ୍ଥିତ ଜବାହର ନବୋଦୟ ସ୍କୁଲର ୮୫ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଆକ୍ରାନ୍ତ ପିଲାଙ୍କୁ ଆଇସୋଲେଶନରେ ରଖାଯାଇଛି। ସେହିପରି ପ୍ରଶାସନ…

ଦେଶପ୍ରେମରେ ଉଦ୍‌ବୁଦ୍ଧ ହେବେ ଛାତ୍ରୀଛାତ୍ର

ଚଣ୍ଡିଖୋଲ,୨ା୧(ଡି.ଏନ.ଏ.): ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ବେଳେ ବ୍ୟବହୃତ ହୋଇଥିବା ଏକ ରୁଷ୍‌ ନିର୍ମିତ ଯୁଦ୍ଧ ଟ୍ୟାଙ୍କ ଶନିବାର ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚିଛି। ଛାତ୍ରୀଛାତ୍ରଙ୍କୁ…

ପୁଣି ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୨୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୪୨୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୫୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

ଖର୍ଚ୍ଚ କମାଇବ ଇ-ମୋଡ୍‌

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନିକ କାର୍ଯ୍ୟକୁ ସମ୍ପୂର୍ଣ୍ଣ କାଗଜମୁକ୍ତ କରିବାକୁ ଲକ୍ଷ୍ୟ ରଖି ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ପ୍ରଶାସନିକ ଚିଠିପତ୍ର ଇଲେକ୍ଟ୍ରୋନିକ ମୋଡ୍‌ରେ କରାଯାଉଥିବା ବେଳେ…

୮୭୪ କାର୍‌ରେ ନିଆଁ ଲଗାଇ ନୂଆବର୍ଷ ପାଳନ…

ପ୍ୟାରିସ୍‌, ୨।୧: ନୂଆବର୍ଷ ପାଳନ ଅବସରରେ ଫ୍ରାନ୍ସ୍‌ରେ ୮୭୪ କାର୍‌ରେ ନିଆଁ ଲଗାଯାଇଛି। ଏଭଳି ପରମ୍ପରା ଏଠାରେ ଗତ ବର୍ଷ ଧରି ପାଳିତ ହୋଇ ଆସୁଛି। ଦେଶର…

ମୁକେଶ ଅମ୍ବାନୀଙ୍କୁ ବିବାହ ପରେ ବି କରୁଥିଲେ ଶିକ୍ଷକତା, ମାଗଣା ମ୍ୟାଚ୍‌ ଟିକେଟ ଦେଇ ଜଣେ କହିଥିଲେ…

ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ନୀତା ଅମ୍ବାନୀ ନିଜର ଫ୍ୟାଶନ୍‌ ଏବଂ ସଉକକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ତେବେ ତାଙ୍କ ବିଷୟରେ ବହୁତ କମ୍‌ ଲୋକ…

୩ ଜାନୁୟାରୀରୁ ପିଲାଙ୍କୁ ଟିକା, ୨୮ ଦିନ ପରେ ଦ୍ୱିତୀୟ ଡୋଜ୍‌…

ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଙ୍କଟ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨…

କ୍ରିପ୍ଟୋକରେନ୍ସି ଏକ୍ସଚେଞ୍ଜ ଉପରେ ଡିଜିଜିଆଇର ଚଢ଼ାଉ

ନୂଆଦିଲ୍ଲୀ,୨।୧: ଭାରତରେ ନିଷିଦ୍ଧ ହୋଇଥିବା କ୍ରିପ୍ଟୋ ମୁଦ୍ରାକୁ ବେଆଇନ ଭାବେ କାରବାର କରୁଥିବା ସଂସ୍ଥା ଉପରେ ଶନିବାର ଜିଏସ୍‌ଟି ଇଣ୍ଟେଲିଜେନ୍ସ ମହାନିର୍ଦ୍ଦେଶାଳୟ (ଡିଜିଜିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। କ୍ରିପ୍ଟୋକରେନ୍ସି…