ଏକାମ୍ର ପାଇଁ ୧୦୩ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଭୁବନେଶ୍ବର ଏକାମ୍ର ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ପୁରୁଣା…

୩ ଦିନ କୁହୁଡ଼ି

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ଶୀତ ହଠାତ୍‌ ହ୍ରାସ ପାଇଛି। ରାତ୍ରିର ତାପମାତ୍ରା ୫ରୁ ୧୦ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଯାଇଛି। କିନ୍ତୁ କୁହୁଡ଼ି ଆରମ୍ଭ ହୋଇଛି। ଆସନ୍ତା ୩…

ରାସ୍ତା ନିର୍ମାଣ ତ୍ରୁଟି ବିରୋଧରେ ଆନ୍ଦୋଳନ

ରସୁଲପୁର,୨୯ା୧୨(ଡି.ଏନ.ଏ.): ଧର୍ମଶାଳା ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପଞ୍ଚାୟତ ଦୁର୍ଗାଦେବୀ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଚାଳକ କୁଆଖିଆ…

ବିକ୍ରମ ମିସ୍ରି ଡେପୁଟି ଏନ୍‌ଏସ୍‌ଏ

ନୂଆଦିଲ୍ଲୀ, ୨୯।୧୨: ଗତ ସପ୍ତାହରେ ଚାଇନାରୁ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟକାଳ ଶେଷ କରି ଫେରିଥିବା ବରିଷ୍ଠ କୂଟନୀତିଜ୍ଞ ବିକ୍ରମ ମିସ୍ରି ଭାରତର ଜାତୀୟ ସୁରକ୍ଷା ଉପପରାମର୍ଶଦାତା (ଡେପୁଟି…

ସୂର୍ଯ୍ୟମନ୍ଦିର ପ୍ରବେଶ ପଥରେ ଠେଲାପେଲା

କୋଣାର୍କ,୨୯।୧୨(ଡି.ଏନ୍‌.ଏ.): ରାଜ୍ୟରେ ଏବେ ଶୀତର ପ୍ରକୋପ ସହ ପର୍ଯ୍ୟଟନ ଋତୁ ଚାଲିଥିବାରୁ ଗତ କିଛିଦିନ ହେଲା କୋଣାର୍କରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ତେବେ ମଙ୍ଗଳବାର ପୂର୍ବାହ୍ନରେ…

ଟ୍ରାଫିକ୍‌ ପୋଲିସର ବଟି ଆଦାୟ ଭିଡିଓ ଭାଇରାଲ

ଯାଜପୁର ଅଫିସ,୨୯ା୧୨: ଚଣ୍ଡିଖୋଲ ଟ୍ରାଫିକ ଥାନା ଅଧିକାରୀ ହୃଦାନନ୍ଦ ବେହେରାଙ୍କ ବ୍ୟକ୍ତିଗତ ହାଜରରୁ ରିହାତି ଦେବା ତାଙ୍କ ଆବେଦନ ଶୁଣାଣିକୁ ଜାନୁୟାରୀ ୩ ତାରିଖକୁ ଜେଏମ୍‌ଏଫ୍‌ସି ସୌମ୍ୟରଞ୍ଜନ…

ଗୋଟିଏ ଦିନରେ ଦାଖଲ ହେଲା ୧୫.୪୯ ଲକ୍ଷ ଆଇଟିଆର୍‌

ନୂଆଦିଲ୍ଲୀ,୨୯ା୧୨: ୨୦୨୦-୨୦୨୧ ଆର୍ଥିକ ବର୍ଷ ପାଇଁ ସୋମବାର ସୁଦ୍ଧା ୪ କୋଟି ୬୭ ଲକ୍ଷ ୪୫ ହଜାର ୨୪୯ଟି ଆୟକର ରିଟର୍ନ (ଆଇଟିଆର୍‌) ଦାଖଲ ହୋଇଛି। ସେଥିମଧ୍ୟରେ…

କୁମ୍ଭୀର ଗଣନା: ୨ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୯।୧୨(ଡି.ଏନ.ଏ.): ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଜାନୁୟାରୀ ୨ରୁ ୧୧ ତାରିଖ ୧୦ଦିନ ଧରି ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…

ବିନା ମେଡିକାଲ ପ୍ରମାଣପତ୍ରରେ ବୟସ୍କଙ୍କୁ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ, ୨୯ା୧୨: ଜାନୁୟାରୀ ୧୦ରୁ କୋଭିଡ୍‌ ଟିକାର ସମସ୍ତ ଡୋଜ୍‌ ନେଇସାରିଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ବୁଷ୍ଟର ଡୋଜ୍‌ ପାଇଁ ନାଁ ପଞ୍ଜୀକରଣ କରାଇପାରିବେ।…

ମିସେସ୍‌ ୱାଲର୍‌ଡ ପ୍ରତିଯୋଗିତାରେ ରାଜଗାଙ୍ଗପୁରର ନବଦୀପ

ରାଜଗାଙ୍ଗପୁର, ୨୯ା୧୨(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ବୋହୂ ନବଦୀପ କୌର (୩୨) ମିସେସ୍‌ ଓ୍ବାଲର୍‌ଡ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ଜାନୁୟାରୀ ୯ରେ…