ପୂର୍ବତନ ରାଜ୍ୟସଭା ସଦସ୍ୟଙ୍କ ପରଲୋକ

ସୁନ୍ଦରଗଡ଼,୨୪ା୧୨(ଡି.ଏନ୍‌.ଏ.): ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ବିଶିଷ୍ଟ କଂଗ୍ରେସ ନେତା ଗଣେଶ୍ୱର କୁସୁମ ଆଉ ନାହାନ୍ତି। ୮୭ ବର୍ଷ ବୟସରେ ସେ ଶୁକ୍ରବାର ଇହଲୀଳା ସମ୍ବରଣ କରିଛନ୍ତି।…

ଦିନେ ବଢିଲେ ଦିନେ କମୁଛି

ନୂଆଦିଲ୍ଲୀ,୨୪।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା…

ଲଞ୍ଚରେ ନିଆଁ,ଚାଲିଗଲା ୩୨ ଜୀବନ

ଢାକା,୨୪।୧୨: ଦକ୍ଷିଣ ବାଂଲାଦେଶରେ ଏକ ଲଞ୍ଚରେ ନିଆଁ ଲାଗି ଶୁକ୍ରବାର ୩୨ ଜଣଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ରାଜଧାନୀ ଢାକା ଠାରୁ ୨୫୦ କିଲୋମିଟର ଦୂରରେ…

ଚୋରି କରିବାକୁ ଆସି ଭାବପ୍ରବଣ ହେଲେ ଚୋର: ଜିନିଷ ରଖି ଛାଡିଗଲେ ଚିଠି

ଲକ୍ଷ୍ନୌ,୨୪।୧୨: ଉତ୍ତର ପ୍ରଦେଶର ବାନ୍ଦାରେ ଚୋରିର ଏକ ରୋଚକ ଘଟଣା ଘଟିଛି। ଏକ ଦୋକାନକୁ ଚୋରି କରିବାକୁ ଯାଇଥିବା ଚୋର ଦୋକାନୀ ମାଲିକଙ୍କ ଦୁଃଖ ଦେଖି ଭାବପ୍ରବଣ…

ଏସ୍‌ଓପି ମାନୁନାହାନ୍ତି ମଦ ବିକ୍ରେତା

ଖୋର୍ଦ୍ଧା ଅଫିସ,୨୪ା୧୨: ଖୋର୍ଦ୍ଧା ଜିଲାରେ ମଦ ବିକ୍ରେତା ମାନୁନାହାନ୍ତି ଅବକାରୀ ବିଭାଗର ଷ୍ଟାଣ୍ଡାର୍ଡ ଅପରେଟିଙ୍ଗ ପ୍ରେସିଡିଓର (ଏସ୍‌ଓପି)। ଧାର୍ଯ୍ୟ ଦରଠାରୁ ଚଢ଼ା ଦରରେ ବିକ୍ରି କରୁଛନ୍ତି। ଦୋକାନ…

ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌।…

ଜେଲ ସଂସ୍କାର ପାଇଁ କମିଟି ଗଠନ କର: ହାଇକୋର୍ଟ

କଟକ ଅଫିସ,୨୪ା୧୨: ଜେଲରେ ସଂଖ୍ୟାଧିକ କଏଦୀଙ୍କ ଭିଡ଼ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଜେଲ ସଂସ୍କାର ପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କର। ସେଥିରେ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୦ କୁ ବୃଦ୍ଧି ପାଇଛି।…

ଖବରଦାତା ଗିରଫ ମାମଲା: ଆଇଆଇସି, ଏସ୍‌ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆଳି,୨୪ା୧୨(ଡି.ଏନ.ଏ.): ଆଳି ଥାନା ଅଞ୍ଚଳର ୨ ଖବରଦାତାଙ୍କୁ ପୋଲିସ ଗିରଫ ଘଟଣାରେ ଆଇଆଇସି, ଏସ୍‌ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ହାଇକୋର୍ଟ କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି।…

ମୃତ ହିତାଧିକାରୀଙ୍କ ନାଁରେ ଟଙ୍କା ଉଠାଣ

ଯାଜପୁର ଅଫିସ,୨୪ା୧୨: ସରକାରୀ ଯୋଜନାଗୁଡ଼ିକରେ ଦୁର୍ନୀତି କ୍ଷେତ୍ରରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକକୁ ଉଦାହରଣ ଭାବେ ନିଆଯାଇପାରେ। ଏହି ବ୍ଲକରେ ପୂର୍ବରୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ…