କାଳିଆପାଣି,୨୩ା୧୨(ଡି.ଏନ.ଏ.): ସୁକିନ୍ଦା ତହସିଲ ଅଧୀନ ଟାଟାଷ୍ଟିଲ ମାଇନିଂ ଲିମିଟେଡ୍ର କମର୍ଦା ଓ ସାରୁଆବିଲ ଖଣିର ପରିବେଶ ମଞ୍ଜୁରୀ ପାଇଁ ବୁଧବାର ଏକ ଜନଶୁଣାଣି ଶିବିରି ଅନୁଷ୍ଠିତ ହୋଇଯାଇଛି।…
ବିରିଡି, ୨୩।୧୨(ଡି.ଏନ.ଏ.): ବିରିଡି ପଞ୍ଚାୟତ ସମିତିର ଅନ୍ତିମ ସାଧାରଣ ବୈଠକ ବୁଧବାର ସମିତି ସଭା ଗୃହରେ ସମିତି ଅଧ୍ୟକ୍ଷ ପଦ୍ମନାଭ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ମୁମ୍ବାଇ,୨୩।୧୨: କୋଭିଡ୍ ସଂକ୍ରମଣର ନୂଆ ଭାରିଆଣ୍ଟ ଓମିକ୍ରନ୍ର ଭୟର ବାତାବରଣ ମଧ୍ୟରେ କ୍ରମାଗତ ୨ୟ ଦିନ ପାଇଁ ଶେୟାର ବଜାରରେ ଉସତ୍ାହ ଦେଖାଦେଇଛି। ବିଗତ ଦିନର ବିଭିନ୍ନ କାରଣ…
କେନ୍ଦ୍ରାପଡ଼ା ଅଫିସ, ୨୩ା୧୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଖୁବ୍ଶୀଘ୍ର ତାରିଖ ଘୋଷଣା ହୋଇପାରେ। ଇତିମଧ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟକୁ ପହଞ୍ଚତ୍ଲାଣି। ନିର୍ବାଚନ ୫…
ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲା ସଦର ମହକୁମାର ନୂଆ ବସ୍ଷ୍ଟାଣ୍ଡର ନବୀକରଣ ଓ ମାର୍କେଟ କମ୍ପ୍ଲେକ୍ସର ଉଦ୍ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବାଣିଜ୍ୟ ଓ…
ଖଇରା, ୨୩।୧୨(ଡି.ଏନ.ଏ.): ଆଉ ଦିନକ ପରେ କୁପାରୀ ପର୍ଯ୍ୟଟନ କ୍ଷେତ୍ରର ୨ ପ୍ରମୁଖ ପ୍ରକଳ୍ପ ଶାରୀଶୁଆ ପାହାଡ ଜଳପ୍ରପାତ ଓ କୁପାରୀ ନାଟ୍ୟମଣ୍ଡପକୁ ଅନ୍ୟ କିଛି ସହଯୋଗୀ…
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ବୁଧବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି। ଓଡ଼ିଶାରେ ଧାନ ସଂଗ୍ରହରେ ରାଜ୍ୟ ସରକାରଙ୍କ…
ବ୍ରହ୍ମପୁର ଅଫିସ,୨୩ା୧୨: ବହୁଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ…
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପ ବଦଳିବ। ଶିକ୍ଷା ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ କାମ କରାଯିବ।…
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ୮୦କୋଟିର ନକଲି କାର୍ଯ୍ୟାଦେଶ ଦେଇ ଜଣେ ବ୍ୟବସାୟୀଙ୍କଠାରୁ ୧କୋଟି ୧୭ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇଥିବା ରାଜେଶ…