ପଡ଼ୋଶୀଙ୍କ ନାଁରେ କୁକୁର ପାଳିବାରୁ ମହିଳାଙ୍କୁ ନିଆଁ ଲଗାଇ ଦେଲେ

ଭାବନଗର(ଗୁଜରାଟ),୨୧।୧୨: ଏକ କୁକୁର ଛୁଆର ନାଁକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଜାଳି ଦେଇଛନ୍ତି ତାଙ୍କ ପଡ଼ୋଶୀ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ମଙ୍ଗଳବାର…

ଖେଳୁଥିବା ବେଳେ ଗଲା ଜୀବନ

କୋକସରା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ଦୀପଙ୍କ…

ଦାରିଙ୍ଗବାଡ଼ି ପରେ କେନ୍ଦୁଝରରେ ତୁଷାରପାତ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଦାରିଙ୍ଗବାଡ଼ି ପରେ କେନ୍ଦୁଝର ଜିଲାରେ ମଧ୍ୟ ତୁଷାରପାତ ହେଉଛି। କେନ୍ଦୁଝର ଜିଲାର ତାପମାତ୍ରା ହ୍ରାସ ପାଇ ମଙ୍ଗଳବାର ସକାଳେ ୬.୨ ଡିଗ୍ରୀ ସେଲସିୟସ…

ଟିକାକରଣ ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବା ପାଇଁ ଆବେଦନ କରିବାରୁ ଏକ ଲକ୍ଷ ଜରିମାନା

ଥିରୁଭାନନ୍ଥପୁରମ,୨୧।୧୨: କୋଭିଡ୍‌-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି କେରଳ ହାଇକୋର୍ଟ। ରାଜନୈତିକ ଉଦ୍ଦେଶ୍ୟ ରଖି…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ପାଟଣା,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ମଙ୍ଗଳବାର…

କଏନ ନେବାକୁ ରାଜି ହେଲା ବ୍ୟାଙ୍କ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ଦୁଇଟି ବ୍ୟାଙ୍କରେ ଜମା ହୋଇଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନକୁ ବ୍ୟାଙ୍କ…

ଏସିଆନ ଚାମ୍ପିୟନଶିପ୍‌ ଟ୍ରଫି ବଜାୟ ରଖିପାରିଲା ନାହିଁ ଭାରତ

ଢାକା,୨୧।୧୨: ଏଠାରେ ଚାଲିଥିବା ଏସିଆନ ଚାମ୍ପିୟନଶିପ୍‌ ଟ୍ରଫି ହକି ଟୁର୍ନାମେଣ୍ଟରେ ଭାରତ ସେମିଫାଇନାଲ ବାଧା ଅତିକ୍ରମ କରିବାରେ ବିଫଳ ହୋଇଛି। ଇଭେଣ୍ଟରେ ଅପରାଜିତ ଥିବା ଟିମ୍‌ ଇଣ୍ଡିଆକୁ…

ନିଲମ୍ବିତ ହେଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୨୧।୧୨: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ରାଜ୍ୟସଭା ସଦସ୍ୟ ଡେରେକ ଓ’ବ୍ରାଏନ ଶୀତକାଳିନ ଅଧିବେଶନରୁ ନିଲମ୍ବିତ ହୋଇଛନ୍ତି । ଫଳରେ ସଂସଦୀୟ ରାଜ୍ୟ କାର୍ଯ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତା…

ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌; ରହିଛି ବମିଖାଲ-ଭିଏସ୍‌ଏସ୍‌ ନଗରର ଏସବୁ ଅଞ୍ଚଳ

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍‌। ଏକାଧିକ କୋଭିଡ୍‌ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି ମଙ୍ଗଳବାର କଣ୍ଟେନମେଣ୍ଟ…

ପଞ୍ଜାବ ସେକ୍ଟରରେ ମୁତୟନ ହେଲା ପ୍ରଥମ ଏସ୍‌-୪୦୦ ସ୍କ୍ବାଡ୍ରନ

ନୂଆଦିଲ୍ଲୀ,୨୧।୧୨: ଦେଶରେ ପ୍ରଥମ ଥର ପାଇଁ ପଞ୍ଜାବ ସେକ୍ଟରରେ ଏସ୍‌-୪୦୦ ପ୍ରତିରକ୍ଷା ମିସାଇଲ ସିଷ୍ଟମ ମୁତୟନ କରିଛି ଭାରତୀୟ ବାୟୁ ସେନା (ଆଇଏଏଫ୍‌)। ଦୁଇ ପଡ଼ୋଶୀ ଚାଇନା…