ପୁଣି ପ୍ରେମରେ ପଡିଲେ ହ୍ରିତିକ ରୋଶନଙ୍କ ପୂର୍ବତନ ସ୍ତ୍ରୀ

ବଲିଉଡ ଅଭିନେତା ହ୍ରିତିକ ରୋଶନ ସୁଜାନେ ଖାନଙ୍କଠାରୁ ଛାଡପତ୍ର ନେଇଛନ୍ତି। ସୁଜାନେ ଏବେ ପୁଣିଥରେ ପ୍ରେମରେ ପଡିଛନ୍ତି। ହ୍ରିତିକ୍‌ଙ୍କ ଠାରୁ ଅଲଗା ହେବାପରେ ସୁଜାନେ ଆଜିକାଲି ଟିଭି…

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ…

ଫସଲ ଭଲ ଥିବା ଜମିର ବୀମା କମ୍ପାନୀର କ୍ରପ୍‌ କଟିଂ

ରାଜନଗର, ୨୧।୧୨ - ବାତ୍ୟା ଜୱାଦ ପ୍ରଭାବରେ ରାଜନଗର ଅଞ୍ଚଳର ଧାନ ଫସଲକୁ ଉଜାଡି ଦେଇଛି। କେବଳ ଖରିଫ ଧାନ ଚାଷ ଉପରେ ନିର୍ଭର କରୁଥିବା ରାଜନଗରର…

ଟିକା ନେଇଥିବା ଲୋକ ସହଜରେ ହେଉଛନ୍ତି ଓମିକ୍ରନ୍‌ରେ ଆକ୍ରାନ୍ତ…

ଜେନେଭା/ନୂଆଦିଲ୍ଲୀ, ୨୧।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ସଙ୍କଟ ବଢ଼ିବାରେ ଲାଗିଛି। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବିଶେଷଜ୍ଞଙ୍କ ଅନୁସାରେ ଟିକା ନେଇଥିବା ଲୋକ…

ଜାନୁୟାରୀ ୫ରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା

କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ…

ବଡ଼ବାବୁଙ୍କ ଝିଅ, ଭାଇଙ୍କ ପ୍ରତି ଅନୁକମ୍ପା

ଅନୁଗୋଳ ଅଫିସ, ୨୧।୧୨ - ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଚାଳନାରେ ବ୍ୟାପକ ଦୁର୍ନୀତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ବର୍ଷ ବର୍ଷ ଧରି ଗାଦିମାଡ଼ି ବସିଥିବା…

ଆମେରିକାରେ ପ୍ରଥମ ଜୀବନ ନେଲା ଓମିକ୍ରନ: ବଢୁଛି ସଂକ୍ରମଣ

ଓ୍ବାଶିଂଟନ୍‌,୨୧।୧୨: କରୋନାର ନୂତନ ଭାରିଆଣ୍ଟ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପୁଛି। ଆମେରିକାରେ ଏହା ଏକ ଆତଙ୍କ ସୃଷ୍ଟି କରିବା ଆରମ୍ଭ କରିଛି। ଏହି ନୂତନ ଭାରିଏଣ୍ଟ…

ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ୨ଦିନ ବାତିଲ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଉତ୍ତର କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଉତ୍ତର ପ୍ରଦେଶର ନୈନି ଷ୍ଟେଶନଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଭୁବନେଶ୍ୱର-ଆନନ୍ଦବିହାର-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ ଭାୟା ଅନୁଗୋଳ ଓ…

ଆଜିଠୁ ୪ ଦିନିଆ କେରଳ ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠୁ ୪ ଦିନିଆ କେରଳ ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି । ଏହି ଗସ୍ତରେ…

ପିଇବା ପାଣି ପାଲଟିଲା ବରଫ, ମରୁଭୂମିରେ ତୁଷାରପାତ…

ନୂଆଦିଲ୍ଲୀ, ୨୧।୧୨: ସମଗ୍ର ଉତ୍ତର ଭାରତ ପ୍ରବଳ ଥଣ୍ଡାରେ ଥରୁଛି। ପାହାଡ଼ିଆ ଅଞ୍ଚଳରେ ପର୍ବତ ଉପରେ ତୁଷାରପାତ ଆରମ୍ଭ ହୋଇଛି। ରାଜସ୍ଥାନର ବହୁ ସ୍ଥାନରେ ତାପମାତ୍ରା ମାଇନସକୁ…