୯ ମାସରେ ୧୦ କୋଟିର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ନିଶା କାରବାରର ପେଣ୍ଠସ୍ଥଳୀ ପାଲଟିଛି ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର। ବିଶେଷକରି ବ୍ରାଉନସୁଗାରର ବେଆନ ବଜାର ଭାବେ ଉଭା ହୋଇଛି। ଚଳିତ ବର୍ଷ କେବଳ ୯…

ଚାର୍ଜଶିଟ୍‌, ତଦନ୍ତରେ ସନ୍ତୁଷ୍ଟ ନୁହନ୍ତି ସୌମ୍ୟଙ୍କ ବାପା, ଓକିଲ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ହିଁ ଅଭିଯୁକ୍ତ ବୋଲି କ୍ରାଇମବ୍ରାଞ୍ଚ ଦର୍ଶାଉଛି। ୮୧ ଜଣ ସାକ୍ଷୀଙ୍କ ବୟାନକୁ ଆଧାରକରି ପାରଳାଖେମୁଣ୍ଡି କୋର୍ଟରେ…

ପାର୍ବଣରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…

ନୂଆଦିଲ୍ଲୀ,୧୦।୧୦: ପାର୍ବଣରେ ରାଜଧାନୀ ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ କରିବା ଲାଗି ଆତଙ୍କବାଦେୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଗୋଇନ୍ଦା ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା…

ବିନା ପ୍ରମାଣପତ୍ରରେ ରୋଗୀ ସେବା; ନକଲି ଡାକ୍ତର ଗିରଫ

ବାରଙ୍ଗ,୧୦।୧୦(ଡି.ଏନ୍‌.ଏ.): ବିନା ପ୍ରମାଣପତ୍ରରେ ରୋଗୀ ସେବା କରିବା ଜଣେ ଡାକ୍ତରଙ୍କୁ ମହଙ୍ଗା ପଡ଼ିଛି। ଜଣେ ରୋଗୀଙ୍କ ଦେହ ସୁସ୍ଥ ହେବା ବଦଳରେ ବିଗିଡ଼ିବାରୁ ପରିବାର ଲୋକ ଥାନାରେ…

ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ମହିଳା ଗୁରୁତର

ପାଟଣା,୧୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଗ୍ରାମର ହାଟ ତୋଟା ସାହିରେ ଶନିବାର ରାତିରେ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି।…

ରେଭ୍‌ ପାର୍ଟି ଉପରେ କଡ଼ା ନଜର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପାର୍ବଣ ଭିଡ଼ ଓ ସଂକ୍ରମଣ ଏଡ଼ାଇବା ପାଇଁ ଗତବର୍ଷ ଭଳି ଚଳିତ ବର୍ଷ କଟକଣା ମଧ୍ୟରେ ଦୁର୍ଗାପୂଜା ପାଳନ ହେବ। ତେବେ ଦ୍ୱୈତନଗରୀ କଟକ ଓ…

ଟାର୍ଗେଟ୍‌ କିଲିଂ, ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ୫୭୦ ଅଟକ…

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରରେ ଅଳ୍ପସଂଖ୍ୟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ମାମଲା ସାମ୍ନାକୁ ଆସିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି। କେତେକ ପଥର ଫିଙ୍ଗୁଥିବା…

ସୁନାମି ଭୟରେ ଓଡ଼ିଶାର ୩୨୬ ଗାଁ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାର ୩୨୬ ଗ୍ରାମକୁ ସୁନାମି ପ୍ରବଣ ଭାବେ ଚିହ୍ନଟ କରାଯାଇଛି। ସେହି ଗ୍ରାମଗୁଡ଼ିକର ଲୋକଙ୍କୁ ସୁନାମିରୁ କିପରି…

ଆମେରିକାର ଏହି ସ୍ଥାନରେ ବନ୍ଦୀ ହୋଇ ରହିଛନ୍ତି ଏଲିଅନ୍ସ ! ଉଡୁଛି ରହସ୍ୟମୟ ଜିନିଷ

ଦୁନିଆରେ ଅନେକ ରହସ୍ୟମୟ ସ୍ଥାନ ରହିଛି। ଏଥିରେ ଆମେରିକାର କ୍ଷେତ୍ର-୫୧ ଅନ୍ତର୍ଭୁକ୍ତ। ଏଠାରେ ସୁରକ୍ଷା କଡ଼ାକଡ଼ି ହୋଇଥିବା ବେଳେ କାହାକୁ ଆସିବାକୁ ଅନୁମତି ନାହିଁ। କେତେକ ସଂସ୍ଥା…

୯ ଦିନରେ ୮ଥର ବଢ଼ିଲାଣି ତେଲ ଦର

ଭୁବନେଶ୍ୱର/ନୂଆଦିଲ୍ଲୀ,୧୦।୧୦: ଗତ ୯ ଦିନ ମଧ୍ୟରେ ୮ ଥର ତେଲ ଦର ବଢ଼ିଲାଣି। ଏପରିକି କ୍ରମାଗତ ପଞ୍ଚମ ଦିନ ଲାଗି ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ…