କେନ୍ଦ୍ର, ରାଜ୍ୟ ମଧ୍ୟରେ ସମନ୍ବୟ ଅଭାବ

କେନ୍ଦ୍ରାପଡ଼ା ଅଫିସ,୨୦ା୧୨: କେନ୍ଦ୍ରାପଡ଼ା ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର । ଏହି ଗ୍ରାମର ପ୍ରସୂତିଙ୍କ ପାଇଁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ । ଗର୍ଭବତୀମାନେ ଭାରରେ ବୁହା…

୧୨ରାଜ୍ୟରେ ୧୫୩ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୦ ।୧୨: ଦେଶରେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବେ ଏହା ୧୨ ରାଜ୍ୟକୁ ବ୍ୟାପିଥିବା ବେଳେ ୧୫୩ ଜଣ…

ଆନ୍ଦୋଳନକୁ ଓହ୍ଲାଇଲେ ୮୧୦୨ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୨୦୧୫ରେ ନିଯୁକ୍ତି ପାଇଥିବା ୮୧୦୨ଜଣ କନିଷ୍ଠ ଶିକ୍ଷକଙ୍କ ଚୁକ୍ତି ସମୟ ପୂରଣ ହୋଇଥିଲେ ମଧ୍ୟ ରାଜ୍ୟ ସରକାର…

ଜାନୁୟାରୀ ୨ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

ରାଜନଗର,୨୦ା୧୨(ଡି.ଏନ.ଏ.): କୁମ୍ଭୀର ଗଣନା ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ୧୦ ଦିନ ବନ୍ଦ ରହିବ। ୨୦୨୨ ଜାନୁୟାରୀ ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ…

ପଞ୍ଚାୟତ ନିର୍ବାଚନ: ଆଦର୍ଶ ଆଚରଣ ବିଧି ପ୍ରକାଶିତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଘୋଷଣା ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଏହାପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଗୋଟିଏ ପରେ ଗୋଟିଏ ପ୍ରସ୍ତୁତି କରାଯାଉଛି।…

ଭିନ୍ନ ଢଙ୍ଗରେ କରୋନା ସଂକ୍ରମିତ ଶିଶୁଙ୍କୁ ଉପହାର ଦେଲେ ସାନ୍ତା

ଲିମା,୨୦ ।୧୨: କରୋନା ମହାମାରୀ ମଧ୍ୟରେ ବି ସାରା ବିଶ୍ୱ ଖ୍ରୀଷ୍ଟମାସକୁ ନେଇ ପ୍ରସ୍ତୁତି ଜାରି ରଖିଛି । ପେରୁରେ ଭିନ୍ନ ଢଙ୍ଗରେ ସାନ୍ତା କ୍ଲଜ କରୋନା…

୭ ଆଟ୍‌ ରିସ୍କ ଦେଶ ଫେରନ୍ତା ପଜିଟିଭ୍‌

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ‘ଓମିକ୍ରନ୍‌’ ସଂକ୍ରମିତ ଆଟ୍‌ ରିସ୍କ ଦେଶରୁ ରାଜ୍ୟକୁ ଫେରିଥିତ୍ବା ଲୋକଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୭ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୪ଜଣଙ୍କ…

ସ୍ବତନ୍ତ୍ର ଓଜେଇଇ ଚିନ୍ତା

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ) : ରାଜ୍ୟରେ ଖାଲିପଡ଼ିଛି ୬୦%ରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ସିଟ୍‌। ଏହି ଖାଲି ସିଟ୍‌ରେ ନାମ ଲେଖାଇବା ପାଇଁ ପ୍ରତିବର୍ଷ ସ୍ବତନ୍ତ୍ର ଓଜେଇଇ କରାଯାଇଥାଏ। କିନ୍ତୁ…

ଓମିକ୍ରନ୍‌କୁ ନେଇ ସବୁ ପରିସ୍ଥିତିର ସାମ୍ନା କରିବାକୁ ଦେଶ ପ୍ରସ୍ତୁତ: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୦ ।୧୨: ଦେଶରେ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଅନ୍ୟପଟେ ରାଜଧାନୀ ଦିଲ୍ଲୀରେ ପୁଣିଥରେ କେରାନା ସତର୍କ ଘଣ୍ଟି ବାଜିଲାଣି । ଫେବୃୟାରୀରେ ଓମିକ୍ରନ୍…

ଶୀତଦିନେ ମଧୁମେହ ରୋଗୀ ପାଇଁ ଏସବୁ ବରଦାନ ସଦୃଶ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ ଖାଦ୍ୟପେୟରେ…