ଆଇପିଏଲ୍‌ରେ ମିଳିଲା ଗମ୍ଭୀରଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ପୂର୍ବରୁ ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ୍‌ର ଟିମ୍‌ ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି।…

ପୂଜାରୀଙ୍କୁ ଗୁରୁ ଦାୟିତ୍ୱ

ଭୁବନେଶ୍ୱର,୧୮।୧୨(ସ୍ପୋଟର୍‌ସ ବ୍ୟୁରୋ): ବଲାଙ୍ଗୀର ଡିଷ୍ଟ୍ରିକ୍ଟ ଆଥଲେଟିକ ଆସୋସିଏଶନ ତଥା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଦସ୍ୟ ହରିନାରାୟଣ ପୂଜାରୀଙ୍କୁ ଏକ ଗୁରୁ ଦାୟିତ୍ୱ ମିଳିଛି। ଭାରତୀୟ କ୍ରିକେଟ…

ଆଇପିଏଲ୍‌ ଖେଳିବାକୁ ଶୁଭ୍ରାଂଶୁଙ୍କୁ ସୁଯୋଗ

ଭୁବନେଶ୍ୱର,୧୮।୧୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବାକୁ ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ପାଇଁ ସୁଯୋଗ ସୃଷ୍ଟି ହୋଇଛି। ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ଚେନ୍ନାଇ ସୁପର କିଙ୍ଗ୍ସ…

ବେଦିକ କଲେଜରେ ବଢୁଛି ସଂକ୍ରମଣ

ସମ୍ବଲପୁର,୧୮ା୧୨(ବ୍ୟୁରୋ): ସମ୍ବଲପୁର ଶାସନସ୍ଥିତ ବେଦିକ କଲେଜରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ଶନିବାର ୯ରେ ପହଞ୍ଚିଛି। ସମସ୍ତ ଛାତ୍ର ଗୋଟିଏ ହଷ୍ଟେଲରେ ରହୁଥିବା ଜଣାପଡିଛି। ଖବର…

ଆମେଠିରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ

ଆମେଠି,୧୮।୧୨: ୨୦୧୯ ସାଧାରଣ ନିର୍ବାଚନରେ ପରାଜିତ ହେବାର ଅଢେଇ ବର୍ଷ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ନିଜ ନିର୍ବାଚନମଣ୍ଡଳୀ ଆମେଠୀକୁ ପ୍ରଥମଥର ପାଇଁ ଗସ୍ତ…

ପ୍ରେମରେ ପଡ଼ିଛନ୍ତି କି? ଜାଣନ୍ତୁ କିଭଳି ହେବେ ସଫଳ ପ୍ରେମୀ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେପରି ଗୋଟିଏ ହେଲା ପ୍ରେମ ଜୀବନକୁ ନେଇ।…

ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ସିଂହପୁର,୧୮ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଓଳେଇ ଚନ୍ଦନପୁର ଗ୍ରାମର ସୌମେନ୍ଦ୍ର ଶୁକ୍ରବାର ଖରସ୍ରୋତା ନଦୀରେ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ତାଙ୍କ ପତ୍ତା…

ଏହି ଖେଳାଳି ମାରିଲେ ବାଜି, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜ ପାଇଁ ଓପନର୍‌ କେ.ଏଲ୍‌. ରାହୁଲ ଭାରତୀୟ ଦଳର ଉପ-ଅଧିନାୟକ ଭାବରେ ଦାୟିତ୍ୱ ଗ୍ରହଣ କରିବେ।…

ରାହୁଲ ହେଲେ ଭାରତୀୟ ଦଳର ଉପଅଧିନାୟକ

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଓପନର ଲୋକେଶ ରାହୁଲ ଭ୍ରମଣକାରୀ ଭାରତୀୟ ଦଳର ଉପଅଧିନାୟକ ନିଯୁକ୍ତ…

‘ଓଡ଼ିଶାରେ ଦୈନିକ ଚିହ୍ନଟ ହେବେ ୩୦ରୁ ୫୦ ହଜାର’

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ପୁଣି ଡରାଇଲାଣି କରୋନା। ବାହାର ଦେଶରେ ସଂକ୍ରମଣ ବଢୁଥିବା ବେଳେ ଦେଶରେ ମଧ୍ୟ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଡିସେମ୍ବର ଶେଷ କିମ୍ବା ଜାନୁୟାରୀ…