୪ ଗଣବଳାତ୍କାରୀଙ୍କୁ ମୃତ୍ୟୁଦଣ୍ଡ

ଲାହୋର,୧୬।୧୨: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାରେ ଦୋଷୀସାବ୍ୟସ୍ତ ୪ ଜଣଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରାଯାଇଛି। ଗତ ଜାନୁୟାରୀରେ ୪ ଅଭିଯୁକ୍ତ ନାସିର…

ନିର୍ଭୟା କାଣ୍ଡକୁ ପୂରିଲା ୯ ବର୍ଷ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣାକୁ ୯ ବର୍ଷ ପୂରିଛି। ୨୦୧୨ ଡିସେମ୍ବର ୧୬ ରାତିରେ ଏହି ବୀଭତ୍ସ ଘଟଣା ସାରା ଦେଶକୁ ସ୍ତବ୍ଧ…

ଚାକିରି ଦାବିରେ ୪ ମାସ ହେଲା ଟାଙ୍କି ଉପରେ ବସିଛନ୍ତି ଯୁବତୀ

ଲକ୍ଷ୍ନୌ, ୧୬ା୧୨: ଚାକରି ନ ମିଳିବାରୁ ଅଭିନବ ଉପାୟରେ ବିକ୍ଷୋଭ ଜାରି ରଖିଛନ୍ତି ଉତ୍ତରପ୍ରଦେଶର ଜଣେ ଯୁବତୀ। ଲକ୍ଷ୍ନୌର ନିଶାନ୍ତଗଞ୍ଜରେ ଥିବା ଶିକ୍ଷା ନିର୍ଦ୍ଦେଶାଳୟ ନିକଟ ପାଣି…

ଓଡ଼ିଶା: ଆଜିର ଫଟୋ (ଡ଼ିସେମ୍ବର ୧୬, ୨୦୨୧)

ଜଳ ସମ୍ପଦ ବିଭାଗ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୁଳ୍ୟରେ ମହାନଦୀ ଉତ୍ସବ ପାଳନ ଅବସରରେ ଉପର ବାଲି ଯାତ୍ରା ପଡିଆଠାରେ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଛି…

‘କିଛି ଦିନ ଏକାଠି ରହିବା ଲିଭ୍‌-ଇନ୍‌ ରିଲେସନଶିପ୍‌ ନୁହେଁ’

ଚଣ୍ଡିଗଡ଼, ୧୬ା୧୨: ଯଦି ଦୁଇ ପ୍ରାପ୍ତବୟସ୍କ ଯୁବତୀ ଯୁବକ କିଛି ଦିନ ପାଇଁ ସହମତିରେ ଏକାଠି ରୁହନ୍ତି, ତେବେ ତାହାକୁ ଲିଭ୍‌-ଇନ୍‌ ରିଲେସନଶିପ୍‌ କୁହାଯାଇପାରିବ ନାହିଁ। କେତେ…

ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ ୟୁପିରେ କାହାରି ମୃତ୍ୟୁ ହୋଇନାହିଁ

ଲକ୍ଷ୍ନୌ,୧୬।୧୨: କୋଭିଡ୍‌-୧୯ର ଦ୍ୱିତୀୟ ଲହର ବେଳେ ଉତ୍ତରପ୍ରଦେଶ(ୟୁପି)ରେ ଅକ୍ସିଜେନ ଅଭାବରୁ କାହାରି ମୃତ୍ୟୁ ହୋଇନାହିଁ। ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର। ରାଜ୍ୟ…

ଦାରିଙ୍ଗବାଡିରେ ଖସିଲା ପାରଦ

ଦାରିଙ୍ଗବାଡି,୧୬।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀକୁ ଖସିଆସିଛି। ଯାହାକି…

ବର୍ଲିନରେ ହେବ ଆଲିଆଙ୍କ ‘ଗଙ୍ଗୁବାଇ କାଠିଆଓ୍ବାଡି’ର ପ୍ରିମିୟର

ନୂଆଦିଲ୍ଲୀ,୧୬।୧୨: ଆସନ୍ତା ବର୍ଷ ଫେବୃୟାରୀରେ ହେବାକୁ ଥିବା ୭୨ତମ ବର୍ଲିନ ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବରେ ସଞ୍ଜୟ ଲୀଲା ଭଂସାଲିଙ୍କ ‘ଗଙ୍ଗୁବାଇ କାଠିଆଓ୍ବାଡି’ର ପ୍ରିମିୟର ହେବ। ଏହି ଅନ୍ତର୍ଜାତୀୟ…

ଶୀନା ବୋରା ଜୀବିତ ଦାବି କଲେ ଇନ୍ଦ୍ରାଣୀ

ନୂଆଦିଲ୍ଲୀ,୧୬।୧୨: ବହୁ ଚର୍ଚ୍ଚିତ ଶୀନା ବୋରା ମର୍ଡର ମିଷ୍ଟ୍ରିରେ ଏକ ରୋମାଞ୍ଚକର ମୋଡ଼ ଆସିଛି। ୨୦୧୨ ଏହି ଘଟଣାରେ ଚାଞ୍ଚଲ୍ୟକର କଥା କହିଛନ୍ତି ମୁଖ୍ୟ ଅଭିଯୁକ୍ତ ତଥା…

ଅଳ୍ପକେ ଶତକରୁ ବଞ୍ଚିତ ହେବା ପରେ ପ୍ରଶଂସକଙ୍କ ମନ ଜିତିଲେ ଓ୍ବାର୍ନର

ଆଡିଲେଡ୍‌,୧୬।୧୨: ଇଂଲଣ୍ଡ ବିପକ୍ଷ ଆଶେସ ସିରିଜ୍‌ର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନର ପ୍ରଶଂସକଙ୍କ ମନ ଜିଣିଛନ୍ତି। ସହଜରେ ସାଥି ଓପନର ମାର୍କସ ହାରିସଙ୍କ ଉଇକେଟ…