ପୁଣି ଆତଙ୍କ,ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ବ୍ୟାପିବ ଓମିକ୍ରନ୍‌…

ହଂକଂ, ୧୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ ପ୍ରକାଶିତ ଏକ ନୂଆ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ଝାରପଡ଼ା ଜେଲ୍‌ରେ ଏନ୍‌ଆଇଏ ଟିମ: ମାଓବାଦୀ ନେତା ଦୁବାସି ଶଙ୍କରଙ୍କୁ ଜେରା

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ଦୁର୍ଦ୍ଦାନ୍ତ ମାଓବାଦୀ ନେତା ଦୁବାସି ଶଙ୍କରଙ୍କୁ ଜେରା କରିବାକୁ ଗୁରୁବାର ଏନ୍‌ଆଇଏ ଟିମ୍‌ ଝାରପଡ଼ା ଜେଲ୍‌ରେ ପହଞ୍ଚିଛନ୍ତି । ଦୁବାସି ଶଙ୍କରଙ୍କୁ ଜେରା ଚାଲଥିବା…

୧୦ ଜିଲାକୁ ପଠାଗଲା ଇଭିଏମ୍‌ ମେଶିନ

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜିଲାସ୍ତରକୁ ଇଭିଏମ୍‌ ମେଶିନ ପଠା ଆରମ୍ଭ ହୋଇଛି।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତି ଆୟୋଗ ଟିମ୍‌

ପୁରୀ ଅଫିସ, ୧୬।୧୨(ଡି.ଏନ୍‌.ଏ.): ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏବଂ ତାଙ୍କ ଟିମ ଗୁରୁବାର ପୁରୀ ଯାଇ ଶ୍ରୀଜିଉଙ୍କ…

ଫଟୋଗ୍ରାଫର୍‌ଙ୍କୁ ଖାସ୍‌ ଅନୁରୋଧ କଲେ କୋହଲି

ମୁମ୍ବାଇ,୧୬।୧୨: ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛି। ଏହି ଗସ୍ତରେ ଟେଷ୍ଟ ସିରିଜ ପରେ ଟିମ…

ରାହୁଲ ହୋଇ ପାରିବେ ପ୍ରଧାନମନ୍ତ୍ରୀ,ପିକେଙ୍କ କଥା ବଦଳିଲା…

ନୂଆଦିଲ୍ଲୀ, ୧୬।୧୨: ଦେଶର ପ୍ରାୟ ସମସ୍ତ ପ୍ରମୁଖ ରାଜନୈତିକ ଦଳ ସହ କାମ କରିଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ…

ହୋମ୍‌ ଆଇସୋଲେଶନରେ ରହିପାରିବେନି ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ପରେ ଗୋଟିଏ ରାଜ୍ୟରେ ଏହି ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଓଡ଼ିଶାରେ ଏଯାବତ୍‌ ଓମିକ୍ରନ…

ମହାପ୍ରୟାଣରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରଶ୍ରୀଦାଦା

ଭୁବନେଶ୍ବର,୧୬।୧୨(ବ୍ୟୁରୋ): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଗୁରୁବାର ସକାଳ ୯.୪୦ ମିନିଟରେ ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ ହସ୍ପିଟାଲରେ ୮୯ ବର୍ଷ ବୟସରେ ଶ୍ରୀଶ୍ରୀଦାଦା…

ସ୍ବାସ୍ଥ୍ୟସେବା ଉପରେ ତୁଟୁଛି ଭରସା

ଭୋଗରାଇ, ୧୬।୧୨(ଡି.ଏନ.ଏ.)  ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରାଜ୍ୟରେ ସର୍ବବୃହତ୍‌ ବ୍ଲକ ଭାବେ ପରିଚିତ ଥିଲେ ମଧ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ରହିଛି। ଏହି ବ୍ଲକର ୫୦ ପଞ୍ଚାୟତରେ…

ବିବାଦକୁ ନେଇ ମୁଁ ଖୋଲନ୍ତୁ ଗାଙ୍ଗୁଲି : ଗାଭାସ୍କର

ନୂଆଦିଲ୍ଲୀ,୧୬।୧୨: ଦିନିକିଆ ଅଧିନାୟକତ୍ୱରୁ ହଟାଯିବା ପରେ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ ସେ ଅନେକ ବିସ୍ଫୋରକ କଥା…