ମେଷ ଆଜି ପରିବାର ସଦସ୍ୟ ଓ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।…
କେନ୍ଦ୍ରାପଡା ଅଫିସ, ୧୫।୧୨: ରାଜ୍ୟ ସରକାରଙ୍କ ସ୍ମାର୍ଟ ସ୍ୱାସ୍ଥ୍ୟ ସେବା ଯୋଜନାରେ କେନ୍ଦ୍ରାପଡା ଜିଲା ବୁଧବାର ଯୋଡି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନରେ ଭିଡିଓ କନଫରେନ୍ସିଂ…
ମୁମ୍ବାଇ,୧୫।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଭାରତୀୟ ଦଳରେ ମତଭେଦ ସୃଷ୍ଟି ହୋଇଛି। ବୁଧବାର ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ଏକ ଖବରଦାତା ସମ୍ମିଳନୀ କରିଛନ୍ତି।…
ନୂଆଦିଲ୍ଲୀ, ୧୫।୧୨: ଆମେରିକାର ସ୍ପେସ ଏଜେନ୍ସି ନାସାର ମହାକାଶଯାନ ‘ପାର୍କର ସୋଲାର ପ୍ରୋବ’ ସୂର୍ଯ୍ୟଙ୍କୁ ସ୍ପର୍ଶ କରିବାର ଏକ ଅଦ୍ୱିତୀୟ କାର୍ଯ୍ୟ କରିଛି। ଏହି ସଫଳତା, ଥରେ…
ବଲାଙ୍ଗୀର ଅଫିସ, ୧୫।୧୨: ବଲାଙ୍ଗୀର ଜିଲାର ପୁଇଁତଲା ବ୍ଲକ ଅନ୍ତର୍ଗତ ପଡ଼ିଆବାହାଲ ଗ୍ରାମରେ ଜଣେ ମୃତ ବ୍ୟକ୍ତିଙ୍କ ନାମରେ ପାଇଖାନା ଟଙ୍କା ଆତ୍ମସାତ ଅଭିଯୋଗ ଘଟଣାକୁ ନେଇ…
ବରଗଡ଼ ଅଫିସ,୧୫।୧୨: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଚଳିତବର୍ଷ ମରୁଡ଼ି ପରିସ୍ଥିତି ଉପୁଜିଛି। ମାତ୍ର ଏଭଳି ସ୍ଥିତିରେ ବୀମା କମ୍ପାନୀ ଚାଷୀଙ୍କୁ ବୀମା ସହାୟତାରୁ ବଞ୍ଚିତ କରିବା…
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଓମିକ୍ରନର ଭୟାବହତାକୁ ଦେଖି ସୀମାନ୍ତ ଜିଲା ଉପରେ ନଜର ରଖାଯାଇଛି। ସର୍ଭିଲାନ୍ସ ଓ ଭ୍ୟାକ୍ସିନେସନକୁ ଗୁରୁତ୍ୱ ଦିଆଯାଉଛି। ବାହାରୁ ଆସୁଥିବା ଲୋକମାନଙ୍କର ସର୍ଭିଲାନ୍ସକୁ କଡ଼ାକଡ଼ି କରାଯାଇଛି…
ନୂଆଦିଲ୍ଲୀ, ୧୫।୧୨: ଦେଶରେ ୨୦୧୧ ଜନଗଣନାରେ ପ୍ରକାଶିତ ସାମାଜିକ-ଆର୍ଥିକ ପଛୁଆବର୍ଗର ପରିସଂଖ୍ୟାନ ତଥ୍ୟ ସାର୍ବଜନୀକ ହେବ ନାହିଁ। ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟ କେନ୍ଦ୍ରର ଯୁକ୍ତିକୁ ଗ୍ରହଣ କରିଛନ୍ତି।…
ବେଙ୍ଗାଲୁରୁ,୧୫।୧୨: ଭୟଙ୍କର ହେଲିକପ୍ଟର କ୍ରାଶ ଘଟଣାରେ ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଥିବା ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ଶେଷରେ ଆଖି ବୁଜିଛନ୍ତି। ଭାରତୀୟ ବାୟୁସେନା ପକ୍ଷରୁ ବୁଧବାର…
ନାଗଡା, ୧୫।୧୨: ମଧ୍ୟପ୍ରଦେଶର ଉଜ୍ଜୟନୀ ଜିଲାର ନାଗଡା ଜଙ୍କଶନରେ ଜଣେ ଭିକାରୀଙ୍କ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମାନସିକ ବିକୃତ ଭିକାରି ଜଣଙ୍କ…