ଚାଷୀଙ୍କୁ ପଛପଟୁ ଦଳି ଦେଇଥିଲା ଏସ୍‌ୟୁଭି; ସାମ୍ନାକୁ ଆସିଲା ଭିଡିଓ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଆନ୍ଦୋଳନକାରୀ ଚାଷୀଙ୍କ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର କାର ମାଡ଼ିଯିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ପୂରା ଭିଡିଓକୁ…

ପିପିଲି ନିର୍ବାଚନମଣ୍ଡଳୀର ବିକାଶ ହିଁ ମୋର ପ୍ରଥମ ଲକ୍ଷ୍ୟ: ରୁଦ୍ର

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥି ଶପଥ ନେଇଛନ୍ତି। ମଙ୍ଗଳବାର ବିଧାନସଭାରେ ତାଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପଦ ଓ ଗୋପନୀୟତାର ଶପଥପାଠ…

ଆଉ ଜଣେ ଯୁବ ସାମ୍ବାଦିକଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୧୦(ବ୍ୟୁରୋ): କରୋନାରେ ଆଖି ବୁଜିଲେ ଆଉ ଜଣେ ଯୁବ ସାମ୍ବାଦିକ। ସେ ହେଲେ ଇଂରାଜୀ ଦୈନିକ ‘ଦ କମନ୍‌ ଟାଇମ୍ସ’ର ସମ୍ପାଦକ ୪୪ ବର୍ଷୀୟ ସତ୍ୟଜିତ ମହାପାତ୍ର।…

ଅକ୍ଟୋବର ୭ ପର୍ଯ୍ୟନ୍ତ ଏନ୍‌ସିବି ହେପାଜତରେ ଆର‌୍ୟନ

ମୁମ୍ବାଇ: ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ବଲିଉଡ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର‌୍ୟନ ଖାଁ ଅକ୍ଟୋବର ୭ ପର୍ଯ୍ୟନ୍ତ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ହେପାଜତରେ ରହିବେ…

‘ବିରୋଧୀ ଏକଜୁଟ ହେବା ଆବଶ୍ୟକ’

ମୁମ୍ବାଇ,୫।୧୦: ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ମଙ୍ଗଳବାର ବିରୋଧୀଙ୍କୁ ଏକଜୁଟ୍‌ ହେବାକୁ ଆହ୍ବାନ ଦେଇଛନ୍ତି। ଲଖିମ୍‌ପୁର ଖେରି ଘଟଣା ପରେ ବିରୋଧୀ ଦଳ ଏକଜୁଟ ହୋଇ…

ଚାଷୀ ମୃତ୍ୟୁ ଘଟଣା ବେଳର ଭିଡିଓ ସେୟାର କଲେ ବରୁଣ ଗାନ୍ଧୀ

ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ହିଂସାକାଣ୍ଡ ଘଟଣାକୁ ନେଇ ଗୋଟିଏ ନୂଆ ଭିଡ଼ିଓ ଏବେ ସାମ୍ନାକୁ ଆସିଛି । କେମିତି ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡି ମାଡି…

ଚର୍ମ ରୋଗରେ ପୀଡ଼ିତ ୟାମି

ମୁମ୍ବାଇ: ବଲିଉଡ୍ ନାୟିକା ୟାମି ଗୌତମ ଚର୍ମ ରୋଗରେ ପୀଡ଼ିତ । ଏକତା ସେ ନିଜେ ଜଣାଇଛନ୍ତି । ନିକଟରେ ସେ ସୋସିଆଲ ମିଡିଆରେ ପୋଷ୍ଟ କରି…

ରାଶିଫଳ: ବୁଧବାର, ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମାଗମ ଅବସ୍ଥାରେ ଥିବାରୁ ମାନସିକ ସ୍ଥିତିକୁ ଦୁର୍ବଳ କରାଇଲେ ମଧ୍ୟ ଆପଣଙ୍କ ଧୈର୍ଯ୍ୟଚ୍ୟୁତି ଘଟିବ ନାହିଁ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ…

ଲଖିମ୍‌ପୁର ଘଟଣାକୁ ‘ଜାଲିଓ୍ବାନାଓ୍ବାଲାବାଗ୍‌ ହତ୍ୟାକାଣ୍ଡ’ ସହ ତୁଳନା କଲେ ପାଓ୍ବାର

ନୂଆଦିଲ୍ଲୀ,୫।୧୦:ଉତ୍ତର ପ୍ରଦେଶର ଲଖିମ୍‌ପୁର ର ଖେରୀରେ ହୋଇଥିବା ହିଂସାର ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏକ ଗାଡି ଜାଣିଶୁଣି ଆନ୍ଦୋଳନରତ କୃଷକଙ୍କ ଉପରେ ଚଢିଯାଉଥିବାର ଭିଡିଓରେ…

ଖଜୁରିପଡ଼ା ଥାନାଧିକାରୀ ସସ୍‌ପେଣ୍ଡ

ଫୁଲବାଣୀ ଅଫିସ,୫ା୧୦-କନ୍ଧମାଳ ଜିଲା ଖଜୁରିପଡା ଥାନାଧିକାରୀ ରମାକାନ୍ତ ପାତ୍ରଙ୍କୁ ଡିଜିପି ଅଭୟ ମଙ୍ଗଳବାର ସସ୍‌ପେଣ୍ଡ କରିଛନ୍ତି। ଗତ ରବିବାର ସନ୍ଧ୍ୟାରେ ଥାନାଧିକାରୀ ପାତ୍ର ନିଜ କ୍ଷମତାର ଦୂରୁପଯୋଗ…