ପାହାଡର ଉନ୍ନତି ପାଇଁ ୮ କୋଟି ବ୍ୟୟ ହେବ : ଏନଏସଏସ କ୍ୟାମ୍ପ ଉଦଘାଟିତ

ଭଞ୍ଜନଗର,୧୫/୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସପ୍ତାହ ବ୍ୟାପି ହେବାକୁ ଥିବା ମେଗା ଚାରା ରୋପଣ କାର୍ଯ୍ୟକ୍ରମ ସୋମବାର ଉଦଘାଟିତ ହୋଇଯାଇଛି। ବ୍ରହ୍ମପୁର…

ହାତୀର ସୁରକ୍ଷା ପାଇଁ ସଂକଳ୍ପ: ଭୀଷ୍ମଗିରି କଲେଜରେ ହାତୀ ସଭା

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ କଲେଜରେ ଧରିତ୍ରୀ, ଓଡିଶାପୋଷ୍ଟ, ଟ୍ରି ଫାଉଣ୍ଡେସନ, ଶେରଗଡ଼ ଓ ବିକାଶ ସାଥୀ ର…

୫ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ‘ରାଷ୍ଟ୍ର ନିର୍ମାତା’ ସମ୍ମାନ ପ୍ରଦାନ

ଛତ୍ରପୁର, ଦିଲ୍ଲୀପ ସାମଲ ୧୫/୯: ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ସମାଜ ଗଠନ ଦିଗରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ୫ ଜଣ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କୁ ସମ୍ମାନଜନକ ‘ରୋଟାରୀ…

୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୫।୯: ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫…

ସାର ପାଇଁ ଉତ୍ତେଜନା:ଚାଷୀଙ୍କ ପକ୍ଷରୁ ରାସ୍ତାରୋକୋ

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପକ୍ଷରୁ ଚାଷୀଙ୍କୁ ସାରର ସୁଷମ ବଣ୍ଟନ…

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ: ମୁଣ୍ଡ ପାଇଁ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି

ନୂଆପଡ଼ା,୧୫।୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଜଣେ ମହିଳା ମାଓବାଦୀ ଆତ୍ମସର୍ପଣ କରିଛନ୍ତି। ବଛେଲା ଅଟାମି ଓରଫ ଜାନସୀ ଗରିଆବନ୍ଧ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ମୁଣ୍ଡ…

ସୁଭଦ୍ରାରୁ ବାଦ୍‌ ପଡିଥିବା ହିତାଧିକାରୀଙ୍କ ପାଇଁ ବଡ଼ ଖବର: ଶୁଭାରମ୍ଭ ହେଲା…

ଭୁବନେଶ୍ୱର,୧୫।୯: ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଶୁଭାରମ୍ଭ କରିଛନ୍ତି। ଏଣିକି ହିତାଧିକାରୀ ଅଭିଯୋଗ କଲେ ବିଭାଗ ଉତ୍ତର ରଖିପାରିବ।…

ସଂସ୍କୃତ ବିଶ୍ୱବିଦ୍ୟାଳୟର ବଡ଼ ଯୋଜନା: ବେଙ୍ଗ-ପିମ୍ପୁଡ଼ିଙ୍କ ଗତିବିଧିରୁ କରାଯିବ ବର୍ଷାର ପୂର୍ବାନୁମାନ, ଜାଣନ୍ତୁ କିପରି…

ଜାତୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଏବଂ NIT କୋଲକାତାର ମିଳିତ ଉଦ୍ୟମରେ ପ୍ରାଚୀନ ପାଣିପାଗ ପୂର୍ବାନୁମାନ ପଦ୍ଧତି ଉପରେ ଏକ ପ୍ରକଳ୍ପ ଆରମ୍ଭ କରୁଛନ୍ତି। ଏହା ଅଧୀନରେ ପିମ୍ପୁଡ଼ିଙ୍କ…

ନୂଆପଡ଼ା ଉପନିର୍ବାଚନ ପ୍ରସ୍ତୁତି ଆରମ୍ଭ: ବୈଠକ ଡାକିଲେ CEO

ନୂଆପଡ଼ା,୧୫।୯(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଉପନିର୍ବାଚନ ପାଇଁ CEO ବୈଠକ ଡାକିଛନ୍ତି। ସବୁ ରାଜନୈତିକ ଦଳର ସଭାପତି ଓ ସମ୍ପାଦକଙ୍କୁ ନେଇ…

ପୌରପାଳିକାର ଅପାରଗତା, ଦୁର୍ନୀତି ପ୍ରତିବାଦରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌରପାଳିକାର ଅପାରଗତା ଓ ଦୁର୍ନୀତି ପ୍ରତିବାଦରେ ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା।…