ଆସ ଶୁଣିବା ଗାନ୍ଧୀ କଥା ବିଚାର ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

କେନ୍ଦୁଝର,୨।୧୦(ସ୍ବ.ପ୍ର.): ଆସ ଶୁଣିବା ଗାନ୍ଧୀ କଥା ବିଚାର ମଞ୍ଚ ତେଲକୋଇ ବ୍ଲକ ବନବିହାରୀପୁର ଗ୍ରାମରେ ଆରଭିଡିଓ ପକ୍ଷରୁ ଶନିବାର ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ମୁଖ୍ୟମନ୍ତ୍ରୀ ଚନ୍ନୀଙ୍କ ନିର୍ଦ୍ଦେଶ: ରେଳ ଧାରଣାରେ ବସିଥିବା କୃଷକଙ୍କ ମାମଲା ପ୍ରତ୍ୟାହାର ହେବ

ଚଣ୍ଡିଗଡ଼,୨ ।୧୦: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ରେଲ ଧାରଣା ଉପରେ ବସି ବିରୋଧ ପ୍ରଦର୍ଶନ କରୁଥିବା କୃଷକ ସଙ୍ଗଠନର ସଦସ୍ୟଙ୍କ ଉପରେ ହୋଇଥିବା…

ଏଲ୍‌ଏସିରେ ୧୮ ମୁହାଁମୁହିଁ ସ୍ଥିତି ସ୍ଥାନ ଚିହ୍ନଟ…

ନୂଆଦିଲ୍ଲୀ,୨।୧୦: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଲ୍‌ଏସିରେ ଦୁଇପକ୍ଷଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଥିବା ୧୮ଟି ସ୍ଥାନକୁ ଚିହ୍ନଟ କରାଯାଇଛି। ସୀମା ବିବାଦର…

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ସାମିଲ ହେବ। ସମ୍ବଲପୁର ରେଢ଼ାଖୋଲ ଗସ୍ତବେଳେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।…

ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଖୋର୍ଦ୍ଧା ଅଫିସ,୨।୧୦: ୧୬ନଂ. ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ତ୍ରୀ ମୃତ୍ୟୁବରଣ କରିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।…

ଏକଲାପଣ ଦୂର କରିବାକୁ ଏମିତି ପଦକ୍ଷେପ ନେଲେ ଯୁବକ, ଏବେ ଲାଗୁଛି ଯୁବତୀଙ୍କ ଲମ୍ବା ଲାଇନ୍‌

କରୋନା ମହାମାରୀ ଯୋଗୁ ଅଧିକାଂଶ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଆସିଛି। ଏହି ସମୟ ମଧ୍ୟରେ କିଛି ଲୋକ ଲକ୍‌ଡାଉନ୍‌ ହେତୁ ବହୁତ ଉଦାସୀନ ଥିଲେ। ଫଳରେ…

ଅଗଷ୍ଟରେ ୨ ନିୟୁତରୁ ଅଧିକ ହ୍ବାଟସ୍‌ଆପ ଆକାଉଣ୍ଟ ନିଷେଧ…

ନୂଆଦିଲ୍ଲୀ,୨।୧୦: ଅଗଷ୍ଟରେ ଭାରତର ୨ ନିୟୁତରୁ ଅଧିକ ହ୍ବାଟସ୍‌ଆପ୍‌ ଆକାଉଣ୍ଟକୁ ନିଷେଧ କରାଯାଇଛି। ଏନେଇ ହ୍ବାଟସ୍‌ଆପ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ…

୯୦ କୋଟି ଟପିଲା ଟିକାକରଣ ସଂଖ୍ୟା…

ନୂଆଦିଲ୍ଲୀ,୨।୧୦: କରୋନା ମହାମାରୀ ବିରୋଧୀ ଲଢ଼େଇରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଶନିବାର ଦେଶରେ ଟିକାକରଣ ସଂଖ୍ୟା ୯୦ କୋଟି ଟପିଛି। ୨୦୨୧ ଜାନୁୟାରୀ…

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଖୋର୍ଦ୍ଧା ଅଫିସ,୨।୧୦: ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ଖୋର୍ଦ୍ଧା ଆନୁକୂଲ୍ୟରେ ଜିଲାସ୍ତରୀୟ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ…

ଦୁର୍ଘଟଣାରେ ପୂର୍ବତନ ଛାତ୍ର ସଂସଦ ସଭାପତି ଆହତ, ମେଡିକାଲରେ ଉତ୍ତେଜନା

ଗଞ୍ଜାମ,୨।୧୦(ଡି.ଏନ୍‌.ଏ.): ଋଷିକୂଲ୍ୟା ପୋଲଠାରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଗଞ୍ଜାମ କଲେଜର ପୂର୍ବତନ ଛାତ୍ର ସଂସଦ ସଭାପତି ଅନିଲ କୁମାର ପରିଡ଼ା ବ୍ରହ୍ମପୁରରୁ ନିଜ ଗ୍ରାମକୁ ଫେରୁଥିବା…