ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି।…

ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍‌ଡି

ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍‌ର ଏମ୍‌ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୭୦ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ…

ବେଦାଙ୍ଗଦାସ ମହାନ୍ତିଙ୍କୁ ‘ଇନ୍‌ଫୋସିସ୍‌ ପ୍ରାଇଜ୍‌’

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଜ୍ଞାନ ଓ ଅନୁସନ୍ଧାନ କ୍ଷେତ୍ରରେ ଇନ୍‌ଫୋସିସ୍‌ ସାଇନ୍ସ ଫାଉଣ୍ଡେଶନ (ଆଇଏସ୍‌ଏଫ୍‌) ପକ୍ଷରୁ ଗୁରୁବାର ଇନ୍‌ଫୋସିସ୍‌ ପ୍ରାଇଜ୍‌-୨୦୨୧ ଘୋଷଣା କରାଯାଇଛି। ଇଞ୍ଜିନିୟରିଂ ଓ କମ୍ପ୍ୟୁଟର ସାଇନ୍ସ, ହ୍ୟୁମାନିଟିଜ୍‌,…

ପ୍ରେମ ବିବାହ ପରେ ପ୍ରତାରଣା, ସ୍ବାମୀ ଗିରଫ

ଚଣ୍ଡିଖୋଲ,୩ା୧୨(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଧୀନ ମହୀପୁର ଗ୍ରାମର ଜଣେ ଯୁବତୀ ପ୍ରେମବିବାହ ପରେ ପ୍ରତାରଣାର ଶିକାର ହୋଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ…

ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ

କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ…

ରାଜପଥ ବିପଦସଙ୍କୁଳ, ରାସ୍ତାରୋକୋ

ଢେଙ୍କାନାଳ ଅଫିସ,୩।୧୨ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ସହରସ୍ଥିତ ୧ନଂ ୱାର୍ଡ ଆନନ୍ଦନଗରଠାରୁ କଲେଜ ବାଇପାସ ଓ ମହିଷାପାଟଠାରୁ କଣ୍ଟାନାଳୀ ବାଇପାସ ପର୍ଯ୍ୟନ୍ତ ରାସ୍ତା ବିପଦସଙ୍କୁଳ…

ସାଇକୃପାର ଆଉ ୧୯ ଛାତ୍ରୀଛାତ୍ର ପଜିଟିଭ୍‌

ଢେଙ୍କାନାଳ ଅଫିସ,୩।୧୨ ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ଆଉ ୧୯ ଛାତ୍ରୀଛାତ୍ର ଗୁରୁବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ…

୪୫ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୩ା୧୨: ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ମୁକାବିଲ ପାଇଁ ଜିଲାର ୪୫ ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ସମେତ ସ୍କୁଲ ଗୃହ, ଅଙ୍ଗନୱାଡି ଗୃହ,…

ଶିକ୍ଷକ ଅଭାବ, ପାଠପଢ଼ା ବାଧାପ୍ରାପ୍ତ

ରସୁଲପୁର,୩ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ବୀରଭାନୁପୁର ଗ୍ରାମର ଶ୍ରୀଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଚାଲିଛି। ବିଶେଷ କରି ଶିକ୍ଷକ ଅଭାବ ଯୋଗୁ…