୨୯ ଦେଶକୁ ମାଡ଼ିଲାଣି ଓମିକ୍ରନ: ୩୭୩ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୨ା୧୨: ଆଜି ଭାରତରେ ପଶିଛି ଓମିକ୍ରନ। ଏହାକୁ ମିଶାଇ ୨୯ ଦେଶକୁ ମାଡ଼ି ସାରିଲାଣି ଏହି ଭାରିଆଣ୍ଟ। ବର୍ତ୍ତମାନ ସୁଦ୍ଧା ୩୭୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା…

ସିରିଜ୍‌ ସ୍ଥଗିତ ପାଇଁ ଅନୁରୋଧ କରିବ ବିସିସିଆଇ

ମୁମ୍ବାଇ,୨।୧୨: ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ଗସ୍ତକୁ ଏକ ସପ୍ତାହ ଲାଗି ସ୍ଥଗିତ ରଖିବାକୁ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)କୁ ଅନୁରୋଧ କରିବ…

ଅବସର ସମୟରେ ଉପଲବ୍ଧ ଥିବା ଆଇନ ଅନୁସାରେ ପେନସନ୍‌ ନିର୍ଦ୍ଧାରଣ କରାଯିବା ଜରୁରୀ…

ନୂଆଦିଲ୍ଲୀ,୨।୧୨: ଚାକିରିରୁ ଅବସର ନେବା ସମୟରେ ଉପଲବ୍ଧ ଥିବା ଆଇନ ଅନୁସାରେ ପେନସନ୍‌ ନିର୍ଦ୍ଧାରଣ କରାଯିବା ଜରୁରୀ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ…

ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୨।୧୨: ଜଣେ ନାବାଳିକାଙ୍କ ଓଢ଼ଣୀ ଟାଣିବା, ହାତ ଟାଣିବା ଏବଂ ବିବାହ ପାଇଁ ପ୍ରପୋଜ୍‌ କରିବା ପୋକ୍ସୋ ଆକ୍ଟ ଅନ୍ତର୍ଗତ ଯୌନ ନିର୍ଯାତନା ନୁହେଁ। କୋଲକାତା ହାଇକୋର୍ଟ…

ନିଲମ୍ବିତ ଏମ୍‌ପିଙ୍କୁ ଭେଟିଲେ ରାହୁଲ

ନୂଆଦିଲ୍ଲୀ,୨।୧୧: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଗୁରୁବାର ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନରେ ନିଲମ୍ବିତ ହୋଇଥିବା ୧୨ ଜଣ ରାଜ୍ୟ ସଭା ଏମ୍‌ପିଙ୍କୁ ଭେଟିଛନ୍ତି। ନିଲମ୍ବିତ ଏମ୍‌ପିଙ୍କ…

ବଢୁଛି ଓମିକ୍ରନ୍‌ ଆତଙ୍କ: ହାଇ-ରିସ୍କରେ ୧୧ ଦେଶ

ନୂଆଦିଲ୍ଲୀ,୨।୧୧: କରୋନାର ନୂଆ ଭାରିଆଣ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏବେ ୧୧ଟି ଦେଶ ହାଇ-ରିସ୍କରେ ଥିବା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ…

ଭାରତ ଛୁଇଁଲା ଓମିକ୍ରନ୍‌: କର୍ନାଟକରେ ୨ ଚିହ୍ନଟ

ନୂଆଦିଲ୍ଲୀ,୨।୧୨: କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଏବେ ଭାରତକୁ ଆସିଛି। କର୍ନାଟକରେ ୨ ଜଣ ଓମିକ୍ରନ ଭାରିଆଣ୍ଟର ଶିକାର ହୋଇଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

ସରକାରୀ କାଗଜପତ୍ର ଖାଇଗଲା ଛେଳି, ଆଉ ତା’ ପରେ…

କାନପୁର,୨ା୧୨: ଚୌବେପୁର ବ୍ଲକ କାର୍ଯ୍ୟାଳୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଛେଳି ପାଟିରେ ବ୍ଲକ କାର୍ଯ୍ୟାଳୟର କିଛି ଫାଇଲପତ୍ର ଧରି ପଳାଇଥିଲା। ଏହା ଜଣାପଡ଼ିବା…

ଗର୍ଲଫ୍ରେଣ୍ଡଙ୍କୁ କନ୍ୟା ବେଶରେ ଦେଖି ଷ୍ଟେଜ୍‌ ଉପରେ ଚଢି ଏମିତି କାମ କଲେ ବୟଫ୍ରେଣ୍ଡ

ଗୋରଖପୁର,୨।୧୨: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ହରପୁର ବୁଦହଟ ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ବିବାହ ଚାଲିଥିବା ବେଳେ ହଠାତ୍‌ ଜଣେ…

୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨।୧୨(ବୂ୍ୟରୋ): ଦୁର୍ନୀତି ବିରୋଧରେ କଠୋର ହେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ଆଜି ପୁଣି ୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ଏହାଛଡ଼ା ଜଣଙ୍କୁ ଚାକିରିରୁ ବହିଷ୍କୃତ…