ଗ୍ରାହକଙ୍କୁ ଝଟ୍‌କା ଦେଲା ଜିଓ

ନୂଆଦିଲ୍ଲୀ,୨୯।୧୧: ରିଲାଏନ୍ସ ଜିଓ ଗ୍ରାହକଙ୍କ ଝଟ୍‌କା ଦେଇଛି। ଜିଓ ନିଜର ପ୍ଲାନ୍‌ର ମୂଲ୍ୟ ବୃଦ୍ଧି ହୋଇଛି। ପ୍ଲାନ ଗୁଡିକ ପ୍ରାୟ ୨୦ ରୁ ୨୫ ପ୍ରତିଶତ ବୃଦ୍ଧି…

ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି, ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଜକୁ ପରିବର୍ତ୍ତନ କରିଥାଏ…

ରୋମ/ନୂଆଦିଲ୍ଲୀ,୨୯।୧୧: କରୋନା ମହାମାରୀର ଦକ୍ଷିଣ ଆଫ୍ରିକାରେ ମିଳିଥିବା ନୂଆ ଭାରିଆଣ୍ଟ ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି କରାଯାଇଛି। କରୋନାର ଅନ୍ୟ ଭାରିଆଣ୍ଟ ତୁଳନାରେ ଓମିକ୍ରନ୍‌ ନିଜକୁ ଅଧିକ…

ସଂସଦରେ ଉଠିବ ପରୀ, ମମିତା ପ୍ରସଙ୍ଗ

ଭୁବନେଶ୍ୱର, ୨୯।୧୧(ବ୍ୟୁରୋ): ସଂସଦର ଶୀତକାଳୀନ ଅଧିବେଶନ ଚଳିତ ମାସ ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ୍‌…

ଟେନ୍‌ସନ୍‌ ବଢାଇଲା ନ୍ୟୁଜିଲାଣ୍ଡ

କାନପୁର,୨୯।୧୧: କାନପୁରରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଜିତିବା ପାଇଁ ନ୍ୟୁଜିଲାଣ୍ଡକୁ ଭାରତ ୨୮୪ ରନ ଟାର୍ଗେଟ ଦେଇଛି। ଏବେ ବୋଲରଙ୍କ ଉପରେ ଭାରତର ବିଜୟ ସମ୍ପୂର୍ଣ୍ଣ…

ଦେଶ ହିତରେ ଚର୍ଚ୍ଚା ପାଇଁ ସରକାର ପ୍ରସ୍ତୁତ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୯।୧୧: ଶୀତକାଳୀନ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସରକାର  ଦେଶ ହିତକୁ ଦୃଷ୍ଟିରେ ରଖି…

ସଂସଦ ଭବନ ସମ୍ମୁଖରେ ଧାରଣା ଦେବେ ପିହୁଙ୍କ ମା’

ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ବହୁଚର୍ଚ୍ଚିତ ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍‌ ପିହୁ ନିଖୋଜ ଘଟଣାକୁ ଇତି ମଧ୍ୟରେ ୧୫ ମାସ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ପୋଲିସ ତାଙ୍କ ପତ୍ତା…

ରାଜଧାନୀରେ ସୁପାରିକିଲର

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବାବେଳେ ଅନ୍ୟ ଜଣେ ଧରାପଡିଛନ୍ତି। ଶୁକ୍ରବାର ରାତିରେ…

ବାହାରୁ ଆସୁ ନାହାନ୍ତି ଆତଙ୍କବାଦୀ,କଶ୍ମୀର ଯୁବବର୍ଗ ଧରୁଛନ୍ତି ବନ୍ଧୁକ,ଓମାର ଅବଦୁଲ୍ଲାଙ୍କ ବିବାଦୀୟ ମନ୍ତବ୍ୟ…

ଶ୍ରୀନଗର,୨୯।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବିରୋଧରେ ମିଳିତ ସୁରକ୍ଷା ବାହିନୀଙ୍କ ପକ୍ଷରୁ ଯୋଜନାବଦ୍ଧ ଭାବେ ଅପରେଶନ୍‌ ଅଲ୍‌ଆଉଟ୍‌ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା…

ସଲମାନଙ୍କ ଫଟୋରେ କ୍ଷୀର ଢାଳିଲେ ପ୍ରଶଂସକ, ଭାଇଜାନ କହିଲେ…

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ‘ଅନ୍ତିମ’ ମୁକ୍ତିଲାଭ କରିଛି। ପ୍ରଶଂସକମାନେ ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ବହୁତ ସମୟ ପରେ ସଲମାନ ବଡ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ ।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୯ କୁ ବୃଦ୍ଧି…