ଅଏଲି ସ୍କିନ୍‌ ହୋଇଥିଲେ..

ବର୍ଷାଦିନେ ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି କାରଣରୁ ତ୍ୱଚା ଅଧିକ ଅଏଲି ହୋଇଯାଏ। ତେଣୁ ଏହି ଋତୁରେ ଠିକ୍‌ଭାବେ ତ୍ୱଚାର ଯତ୍ନ ନିଅନ୍ତୁ। ଦିନକୁ ଅତିକମ୍‌ରେ ଦୁଇଥର ମୁହଁକୁ…

ଜନ୍ମମାଟିରେ ପହଞ୍ଚିଲେ ସୁନାପୁଅ

ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା।…

୧୫ ବର୍ଷ ବୟସରେ ପ୍ରେମରେ ପଡିଥିଲେ କରିନା, ମା’ ଜାଣିବା ପରେ…

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ଇଣ୍ଡଷ୍ଟ୍ରିର ଅନ୍ୟତମ ସଫଳ ଅଭିନେତ୍ରୀ। କରିନା ହିନ୍ଦୀ ସିନେମାରେ ପ୍ରାୟ ଦୁଇ…

ତୃତୀୟ ଲହର ଆଶଙ୍କା ଘନେଇଲା, କରୋନାର ନୂଆ ଭାରିଆଣ୍ଟ୍‌ ଚିହ୍ନଟ …

ମୁମ୍ବାଇ,୨୧।୯: ପୁଣି ବିପଦ ଘନେଇବାରେ ଲାଗିଛି। କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଏହା ଦ୍ୱାରା ଦେଶରେ କରୋନାର ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଚିହ୍ନଟ…

ବିନା ଟ୍ରଫିରେ ଶେଷ ହୋଇଯିବ କି ବିରାଟଙ୍କ ଆଇପିଏଲ୍‌ କ୍ୟାରିୟର୍‌

ୟୁଏଇ,୨୧।୯: ବିରାଟ କୋହଲିଙ୍କ ପାଇଁ ଗତ କିଛି ଦିନ ହେବ ଭଲ ଚାଲୁ ନାହିଁ। କିଛି ଦିନ ହେବ ନିଜ ଫର୍ମକୁ ନେଇ ଚିନ୍ତିତ ଥିବାବେଳେ ଏବେ…

ଆଫଗାନିସ୍ତାନ କ୍ରିକେଟ ମୁଖ୍ୟଙ୍କୁ ହଟାଇଲା ତାଲିବାନ୍‌, ନସିବୁଲ୍ଲାଙ୍କୁ ଦାୟିତ୍ୱ …

କାବୁଲ,୨୧।୯: ଆଫଗାନିସ୍ତାନ କ୍ରିକେଟ ମୁଖ୍ୟଙ୍କୁ ତାଲିବାନ ହଟାଇ ଦେଇଛି। ପୂର୍ବରୁ ହାମିଦ୍‌ ଶିନଓ୍ବାରି ଆଫଗାନିସ୍ତାନ କ୍ରିକେଟ ବୋର୍ଡର କାର୍ଯ୍ୟକାରୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏବେ ତାଙ୍କୁ…

୧୫୦୦ ଛକା, ୩୦୦୦ ଚୌକା ସହ କ୍ରିକେଟ୍‌ରେ ଅନେକ ରେକର୍ଡ ଭାଙ୍ଗିଛନ୍ତି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ୟୁଏଇ,୨୧।୯: କ୍ରିସ ଗେଲ ବିଶ୍ୱ କ୍ରିକେଟର ଏକ ଜଣାଶୁଣା ନାମ। ଆଜି ଅର୍ଥାତ୍‌ ୨୧ ସେପ୍ଟେମ୍ବରରେ, ତାଙ୍କୁ ୪୨ ବର୍ଷ ବୟସ ହୋଇଛି। ୧୯୯୯ରେ ଅନ୍ତର୍ଜାତୀୟ ସ୍ତରରେ…

ଲଜ୍ଜାଜନକ ପରାଜୟ ପରେ ବିରାଟ କୋହଲି କହିଲେ…

ୟୁଏଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧) ର ୩୧ ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଏକପାଖିଆ ଢଙ୍ଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୯ ଉଇକେଟ୍‌ରେ…

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୪୬ ହୋଇଛି।…

ଆଜି ରାଜ୍ୟରେ ୪୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୦ ଜଣ ଅଛନ୍ତି।…