ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି।…
ନୂଆଦିଲ୍ଲୀ,୨୮।୧୧: ଦେଶରେ ୧୯୭୧ ନିର୍ବାଚନ ପରଠାରୁ ମହିଳା ଭୋଟରଙ୍କ ସଂଖ୍ୟାରେ ୨୩୫.୭୧ ପ୍ରତିଶତ ବୃଦ୍ଧି ଘଟିଛି। ଦେଶରେ ମହିଳାଙ୍କ ଭୋଟର ନିର୍ବାଚନରେ ପୁରୁଷଙ୍କ ତୁଳନାରେ ଅଧିକ ମତଦାନ…
ଜଟଣୀ,୨୮ା୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରପରିଷଦ ସର୍ବଭାରତୀୟ ସ୍ତରରେ ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଷଷ୍ଠ ଏବଂ ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ୨୦୨୦-୨୧ ମସିହାରେ ସ୍ବଚ୍ଛତା ଅଭିଯାନ…
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିବାରେ ଲାଗିଛି। ତେବେ ଆଜି ଆଉ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏନେଇ ରାଜ୍ୟ…
ଜୈସଲମେର,୨୮।୧୧: ରାଜସ୍ଥାନର ଜୈସଲମେରରେ ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କ ନାମ ନବାବ ଖାଁ। ତାଙ୍କ ବୟସ ୩୨ ବର୍ଷ।…
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୧୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୬୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ଛେଣ୍ଡିପଦା, ୨୮ା୧୧(ସ୍ବ.ପ୍ର.)-ଗଞ୍ଜେଇ ବ୍ୟବସାୟ କରି ଛିଡ଼ା କରିଥିଲେ ବିଶାଳ ସାମ୍ରାଜ୍ୟ। ରାଜ୍ୟ ବାହାର ବ୍ୟବସାୟୀଙ୍କ ସହ ସମ୍ପର୍କ ବଢ଼ାଇ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ଚାଲିଥିଲା କୋଟି କୋଟି…
ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା, ରାଇତଳା,…
ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ ଓ ପରଜଙ୍ଗ ଥାନା ଅଞ୍ଚଳରେ ଥିବା ସାପ୍ତାହିକ ହାଟରେ ହେଉଛି ଜୁଆଖେଳ। ତାସ୍ ସାଙ୍ଗକୁ ଗଞ୍ଜା ଲଢ଼େଇ…
ପାରାଦୀପ,୨୮ା୧୧(ସ୍ବ.ପ୍ର.): ଯୁବତୀ ଓ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେବା ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ସଂରକ୍ଷଣ ଆଇନ ଲାଗୁ କରୁଛନ୍ତି। କିନ୍ତୁ ରାଜ୍ୟରେ ଏମିତି ଏକ…