ବିବାହିତାଙ୍କୁ ବଳାତ୍କାର କରି ଜେଲ ଗଲେ ଯୁବକ

କୋକସରା୨୭।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଐଶ୍ୱର୍ଯ୍ୟାଙ୍କ ସହ ତୁଳନା କଲେ ଜଣେ ବ୍ୟକ୍ତି, ଅଭିଷେକ କହିଲେ…

ମୁମ୍ବାଇ: ଅଭିଷେକ ବଚ୍ଚନ ବହୁତ ଭାଗ୍ୟଶାଳୀ। ମହାନାୟକ ଅମିତାଭ ବଚ୍ଚନଙ୍କ ପୁଅ ହୋଇଥିବା ବେଳେ ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ସ୍ବାମୀ ମଧ୍ୟ। ତେଣୁ ଅଭିଙ୍କ…

ମହିଳାଙ୍କଠାରୁ ୮୦ ହଜାର ଟଙ୍କା ସହ ସୁନାଗହଣା ଲୁଟି ୩ ଗିରଫ

କଣ୍ଟାପଡ଼ା,୨୭ା୧୧(ଡି.ଏନ୍‌.ଏ.): କଟକ ଜିଲା ଅଧିନସ୍ଥ ଅଡ଼ଶପୁର ବଜାରରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ମହିଳାଙ୍କଠାରୁ ସୁନାଗହଣା ଓ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ଓଲଟପୁର ପୋଲିସ…

ରାସ୍ତାରେ ଯାଉଥିବା ବେଳେ ଉପରେ ଭାଙ୍ଗିପଡ଼ିଲା ଗଛ: ବାଇକ୍‌ ଚୁର୍‌ମାର, ୨ ଆହତ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକାର ମାଧପୁର ନିକଟରେ ୪୯ ନଂ. ଜାତୀୟ ରାଜପଥରେ ଥିବା ବହୁ ପୁରୁଣା ତଥା ଅସୁରକ୍ଷିତ ଶୁଖିଲା ଗଛ ହଠାତ ଉପୁଡ଼ି ପଡ଼ିବାରୁ କେତେକ…

ଭାରତର ଦମ୍‌ଦାର ପ୍ରତ୍ୟାବର୍ତ୍ତନ

କାନପୁର,୨୭।୧୧: କାନପୁର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ତୃତୀୟ ଦିନରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୨୯୬ ରନ୍‌ କରି ଅଲ୍‌ଆଉଟ ହୋଇଯାଇଛି। ଫଳରେ ଭାରତ…

ବିବାହରେ ଏହି ଡିଜାଇନରଙ୍କ ଦ୍ୱାରା ପ୍ରସ୍ତୁତ ଡ୍ରେସ୍‌ ପିନ୍ଧିବେ କାଟ୍ରିନା-ଭିକି

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ କାଟ୍ରିନା କୈଫ୍‌ ଏବଂ ଭିକି କୌଶଲଙ୍କ ବିବାହକୁ ନେଇ ଚର୍ଚ୍ଚା ଥମୁ ନାହିଁ। ପ୍ରତିଦିନ ଏହି ଯୋଡ଼ିଙ୍କ ବିବାହକୁ ନେଇ ନୂଆ…

କରୋନା ରିଭ୍ୟୁ ମିଟିଂ: ଅନ୍ତର୍ଜାତୀୟ ବିମାନ ଯାତ୍ରାକୁ ନେଇ ସମୀକ୍ଷା କରିବାକୁ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରୋନର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଧିକାରୀଙ୍କ ସହ ଦୁଇ ଘଣ୍ଟା ଧରି…

ଟ୍ରାକ୍ଟର ମାର୍ଚ୍ଚକୁ ସ୍ଥଗିତ ରଖିଲା କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୨୭ ।୧୧: ସଂସଦରେ ବିଲ ଉପସ୍ଥାପନ ହେବାର ଦୁଇ ଦିନ ପୂର୍ବରୁ କୃଷକମାନେ ବଡ ନିଷ୍ପତ୍ତି ନେଇଛନ୍ତି । ଶନିବାର କୃଷକ ସଙ୍ଗଠନ ପକ୍ଷରୁ ସଂସଦ ପର୍ଯ୍ୟନ୍ତ…

ଜରୁରୀ ଅବତରଣ କଲା ବିମାନ

ବେଙ୍ଗାଲୁରୁ,୨୭ା୧୧: ବେଙ୍ଗାଲୁରୁରୁ ପାଟଣା ଯାଉଥିବା ଗୋ-ଏୟାର ବିମାନର ନାଗପୁର ବିମାନ ବନ୍ଦରରେ ଶନିବାର ଜରୁରିକାଳୀନ ଅବତରଣ କରାଯାଇଥିବା ଜଣାପଡ଼ିଛି। ଇଞ୍ଜିନ୍‌ରେ ତ୍ରୁଟି ଯୋଗୁ ପାଇଲଟ୍‌ ହଠାତ୍‌ ବିମାନ…

ମଙ୍ଗଳ ଗ୍ରହରେ ସୂର୍ଯ୍ୟୋଦୟର ଫଟୋ ଶେୟାର କଲା ନାସା

ଆମେ ସମସ୍ତେ ସୂର୍ଯ୍ୟ ଉଦୟ ଏବଂ ଅସ୍ତ ହେବାର ପୃଥିବୀ ଗ୍ରହରେ ଦେଖିଛେ। ଏହି ସମୟରେ ଆକାଶର ଦୃଶ୍ୟ ସମସ୍ତଙ୍କୁ ଆକର୍ଷିତ କରିଥାଏ। କେବେ ଅନ୍ୟ ଗ୍ରହରେ…