ନାଇଜେରିଆନ ଗ୍ୟାଙ୍ଗ୍‌ ସଦସ୍ୟ ଗିରଫ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସାଇବର ଠକେଇରେ ସମ୍ପୃକ୍ତ ନାଇଜେରିଆନ ଗ୍ୟାଙ୍ଗ୍‌ର ଆଉଜଣେ ସଦସ୍ୟଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ସେ ହେଲେ ଉକୁଉଦିରି ପାଶ୍ଚାଲ (୪୦)। ଦିଲ୍ଲୀ ପୋଲିସ…

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁରର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍‌ ମାସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ…

ଆଜି ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିସହ ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି…

ଲୋକତନ୍ତ୍ର ଉପରେ ଚର୍ଚ୍ଚା ନେଇ ୧୧୦ ଦେଶକୁ ଆମନ୍ତ୍ରଣ,ଚାଇନା-ତୁର୍କୀ ବାହାର…

ଓ୍ବାଶିଂଟନ,୨୪।୧୧: ଲୋକତନ୍ତ୍ର ଉପରେ ଆଲୋଚନା ପାଇଁ ଆମେରିକା ୯ ଏବଂ ୧୦ ଡିସେମ୍ବରରେ ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଆୟୋଜନ କରିଛି। ଏଥିରେ ଯୋଗଦେବା ପାଇଁ ଭାରତ…

କୋରାପୁଟ, ମାଲକାନଗିରି ଜିଲା ପାଇଁ ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ)- ରାଜ୍ୟ ସରକାର ଜଳଜୀବନ ମିଶନ ଯୋଜନାରେ କୋରାପୁଟ ଓ ମାଲକାନଗିରି ଜିଲାର ୮ ବ୍ଲକକୁ ପାନୀୟ ଜଳ ଯୋଗାଇ ଦେବେ। କୋରାପୁଟ ଜିଲାର ୬…

ବିଜୁ ସେତୁ ଯୋଜନାରେ ୫୫୦ ନୂଆ ପ୍ରକଳ୍ପ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୁ ସେତୁ ଯୋଜନାରେ ରାଜ୍ୟର ପ୍ରତି କୋଣଅନୁକୋଣରେ ସେତୁ ନିର୍ମାଣ କରିବା ପାଇଁ ୩୯୬ ସେତୁ ନିର୍ମାଣ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିବା…

ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିର ପରିଚାଳନା କରିବାକୁ ଚାହୁଁଛନ୍ତି। ଏଥିଲାଗି ଅଧ୍ୟାଦେଶ ମାଧ୍ୟମରେ ନୂତନ ଆଇନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି।…

ଆଜିଠାରୁ କଳିଙ୍ଗରେ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର, ୨୪।୧୧(କ୍ରୀଡ଼ା ପ୍ରତିନିଧି): ଏଫ୍‌ଆଇଏଚ୍‌ ଜୁନିୟର ହକି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ବୁଧବାରଠାରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଏହା ଡିସେମ୍ବର ୫ ପର୍ଯ୍ୟନ୍ତ ଚାଲିବ।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୮୮ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ…

ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏହାକୁ…